ଭାରତ ମଣ୍ଡପମରେ ଅନ୍ତର୍ଜାତୀୟ ଗଣତନ୍ତ୍ର ଓ ନିର୍ବାଚନ ପରିଚାଳନା ୩ ଦିନିଆ ସମ୍ମିଳନୀ ୨୦୨୬

ନୂଆଦିଲ୍ଲୀ,୧୯/୦୧/୨୦: ଭାରତୀୟ ନିର୍ବାଚନ ଆୟୋଗ (ECI) ଜାନୁଆରୀ ୨୧ ରୁ ୨୩ ତାରିଖ ପର୍ଯ୍ୟନ୍ତ ଦିଲ୍ଲୀର ଭାରତ ମଣ୍ଡପମରେ ଅନ୍ତର୍ଜାତୀୟ ଗଣତନ୍ତ୍ର ଏବଂ ନିର୍ବାଚନ ପରିଚାଳନା ସମ୍ମିଳନୀ ୨୦୨୬ ଆୟୋଜନ କରିବ । ଇଣ୍ଡିଆ ଇଣ୍ଟରନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଡେମୋକ୍ରାସି ଆଣ୍ଡ…

Continue reading
ଅସହ୍ୟ ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଅସହ୍ୟ ଜାଡରେ ଥରୁଛି ସାରା ଓଡିଶା । ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଉପକୂଳରୁ ଉପାନ୍ତ ସବୁଠି ପାରଦ ତଳମୁହାଁ । ପ୍ରବଳ ଶୀତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ରାଜଧାନୀରେ ବାଘୁଆ ଜାଡ଼ । ୯ ଡିଗ୍ରୀ…

Continue reading
ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା ଓଡିଶା ମାଷ୍ଟର୍ସ ୨୦୨୫: ୧୪ରେ ହେବ ଫାଇନାଲ ମ୍ୟାଚ

ଭୁବନେଶ୍ୱର/କଟକ: କଟକ ସ୍ଥିତ ଜବାହାର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା “ଓଡିଶା ମାଷ୍ଟର୍ସ ୨୦୨୫” ଅନୁଷ୍ଠିତ ହେଉଛି। ପ୍ରତିଯୋଗିତାରେ ମହିଳା ସିଙ୍ଗଲସ, ପୁରୁଷ ସିଙ୍ଗଲସ, ମହିଳା ଡବଲସ, ପୁରୁଷ ଡବଲସ ଏବଂ ମିକ୍ସଡ଼ ଡବଲସ ଏ…

Continue reading
ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍ ବିଧାନସଭାରେ ପାରିତ

ଭୁବନେଶ୍ୱର : ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍ ବିଧାନସଭାରେ ପାରିତ ହୋଇଛି । ଚଳିତ ଆର୍ଥିକ ବର୍ଷ ପାଇଁ ମୋଟ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବ୍ୟୟ ବରାଦ ପାଇଁ ବ୍ୟୟ ମଞ୍ଜୁରୀ ବିଲ୍ ଏ ଗୃହର…

Continue reading
ମନରେଗା ଅତିରିକ୍ତ ସହାୟତା ଅବଧି ବଢ଼ାଇଲେ ଓଡିଶା ସରକାର

ଭୁବନେଶ୍ୱର: ଗ୍ରାମାଞ୍ଚଳରେ ଜୀବିକା ସୁଦୃଢ଼ କରିବା ଏବଂ ଶ୍ରମିକମାନଙ୍କ ଆର୍ଥିକ ସ୍ଥିରତା ବୃଦ୍ଧି କରିବା ଲକ୍ଷ୍ୟରେ ଓଡିଶା ସରକାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ ନିଯୁକ୍ତି ଯୋଜନା ଅଧୀନରେ ପ୍ରଦାନ କରାଯାଉଥିବା ଅତିରିକ୍ତ ଆର୍ଥିକ ସହାୟତାକୁ ଆର୍ଥିକ ବର୍ଷ ୨୦୨୮-୨୯…

Continue reading
ଭାରତର ଗଣତନ୍ତ୍ର ବିଶ୍ୱ ପାଇଁ ଉଦାହରଣ: ରାଷ୍ଟ୍ରପତି

ଭୁବନେଶ୍ୱର: ଆଜି ହେଉଛି ସମ୍ବିଧାନ ଦିବସ, ଯାହା ପ୍ରତିବର୍ଷ ୨୬ ନଭେମ୍ବରରେ ପାଳନ କରାଯାଏ । ୧୯୪୯ ମସିହା ଆଜିର ଦିନରେ ଭାରତ ନିଜ ସମ୍ବିଧାନକୁ ଅଙ୍ଗୀକାର ବା ଗ୍ରହଣ କରିଥିଲା । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିର ଏହି ବିଶେଷ…

Continue reading
୪ ନୂଆ ଲେବର କୋଡ୍‌ ଲାଗୁ: ଠିକ୍ ସମୟରେ ଦରମା ଦେବେ ନିଯୁକ୍ତିଦାତା

ନୂଆଦିଲ୍ଲୀ: ଚାକିରି ଆରମ୍ଭ କରିବା ସମୟରେ ହିଁ କର୍ମଚାରୀଙ୍କୁ ମିଳିବ ନିଯୁକ୍ତି ପତ୍ର । ଠିକ୍ ସମୟରେ ଦରମା ଦେବେ ନିଯୁକ୍ତିଦାତା । ଦେଶବ୍ୟାପୀ କର୍ମଚାରୀଙ୍କ ପାଇଁ ଲାଗୁ ହେବ ସର୍ବନିମ୍ନ ବେତନ । ସେମାନଙ୍କ ସାମାଜିକ ସୁରକ୍ଷା ବଢ଼ିବ ।…

Continue reading