ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଦାଖଲ ହେଲା ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା

ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭାପତି, କେନ୍ଦ୍ରମନ୍ତ୍ରୀ, ଛତିଶଗଡ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ, ରାଜ୍ୟ ପ୍ରଭାରୀ ଓ ସହପ୍ରଭାରୀ, ଉପମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀ, ସାଂସଦ, ବିଧାୟକ, ବରିଷ୍ଠ ନେତୃବୃନ୍ଦ ପ୍ରମୁଖ ତାରକା ପ୍ରଚାରକ ତାଲିକାରେ ସାମିଲ ଭୁବନେଶ୍ୱର,ତା.୧୬/୧୦: ନୁଆପଡା ଉପନିର୍ବାଚନ ପାଇଁ ବିଗୁଲ ବାଜିସାରିଛି…

Continue reading