ଓଡ଼ିଆ ଝିଅ ଗଣଦୁଷ୍କର୍ମ: ପୀଡିତାଙ୍କ ବାପାଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗର ଦୁର୍ଗାପୁର ଠାରେ ଗଣଦୁଷ୍କର୍ମର ଶିକାର ହୋଇଥିବା ଓଡ଼ିଆ ଝିଅଙ୍କ ବାପାଙ୍କ ସହିତ ଫୋନ୍ ଯୋଗେ କଥା ହୋଇ ସମବେଦନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ସଂପୃକ୍ତ ପୀଡ଼ିତାଙ୍କ ବାପାଙ୍କୁ କହିଛନ୍ତି ଯେ ‘ଆପଣଙ୍କ ଝିଅ ବିଷୟରେ…

Continue reading