ପୋଶ ଆଇନ ସମ୍ପର୍କରେ ଲୋକସେବା ଭବନ ବିଭାଗୀୟ ଅଧିକାରୀବୃନ୍ଦଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ
ଭୁବନେଶ୍ୱର, ତା ୦୮/୧୦/୨୦୨୫ରିଖ: ଆଜି ମହିଳା ଓ ଶିଶୁ ବିକାଶ ଆନୁକୂଲ୍ୟରେ ଲୋକସେବା ଭବନ ସମ୍ମେଳନ କକ୍ଷ ଠାରେ କର୍ମକ୍ଷେତ୍ରରେ ମହିଳାମାନଙ୍କ ପ୍ରତି ଯୌନ ଉତ୍ପୀଡନ(ସୁରକ୍ଷା, ନିଷେଧ ଓ ନିରା଼କାରଣ) ଆଇନ (ପୋଶ୍)୨୦୧୩ ସମ୍ବନ୍ଧରେ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି…





