ଜାମନଗରର ଧୀରୁଭାଇ ଅମ୍ବାନୀ ଗିଗା ଏନର୍ଜି କମ୍ପ୍ଲେକ୍ସ ଟେସଲାର ଗିଗାଫ୍ୟାକ୍ଟ୍ରି ଅପେକ୍ଷା ଚାରି ଗୁଣ ବଡ଼

ମୁମ୍ବାଇ,29/08: ଗୁଜୁରାଟର ଜାମନଗରରେ ନିର୍ମିତ ଧୀରୁଭାଇ ଅମ୍ବାନୀ ଗିଗା ଏନର୍ଜି କମ୍ପ୍ଲେକ୍ସ ଟେସଲାର ଗିଗାଫ୍ୟାକ୍ଟ୍ରି ଅପେକ୍ଷା ଚାରି ଗୁଣ ବଡ଼ । ୪୪ ଲକ୍ଷ ବର୍ଗଫୁଟ ପରିବ୍ୟାପ୍ତ ଏହି ଗିଗା ଏନର୍ଜି କମ୍ପ୍ଲେକ୍ସର କାମ ରେକର୍ଡ ଗତିରେ ଚାଲିଛି । ଏପର୍ଯ୍ୟନ୍ତ…

Continue reading