ଭକ୍ତ ଦାସିଆଙ୍କ ଜନ୍ମ ଓ ସାଧନା ପୀଠରେ ଝୁଲଣ ପର୍ବ
ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରମ ଭକ୍ତ ଶିରୋମଣି ଦାସିଆଙ୍କ ଜନ୍ମ ଓ ସାଧନା ପୀଠ ପିପିଲି ବ୍ଲକ୍ ଅନ୍ତର୍ଗତ ବାଲିଗାଁ ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିରରେ ଝୁଲଣ ପର୍ବ ୭ଦିନ ବ୍ୟାପୀ ମହାଆଡ଼ମ୍ବରରେ ପାଳିତ ହୋଇଯାଇଛି । ଏହି ଅବସରରେ ଠାକୁରଙ୍କ ଚଳନ୍ତି…


