୬ ବର୍ଷ ପରେ ପୁଣି ପରଦାକୁ ଫେରିବେ ଗ୍ଲୋବାଲ୍ ଆଇକନ୍ ପ୍ରିୟଙ୍କା
ମୁମ୍ବାଇ: ପୁଣି ପରଦାକୁ ଫେରିବେ ବଲିଉଡର ଦେଶୀଗର୍ଲ୍ । ଖୁବଶୀଘ୍ର ବଲିଉଡକୁ କମ୍ବ୍ୟାକ୍ କରିବାକୁ ଯାଉଛନ୍ତି ହଲିଉଡ୍ ତଥା ବଲିଉଡ୍ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଜୋନାସ୍ । ଆଲିଆ-ଭିକିଙ୍କ ଆଗାମୀ ଚଳଚ୍ଚିତ୍ରରେ ନଜର ଆସିବେ ପ୍ରିୟଙ୍କା । ୬ ବର୍ଷ ପରେ…







