ଓଡ଼ିଶା ଗସ୍ତରେ ଆସୁଛନ୍ତି ଜୟଶଙ୍କର

ଭୁବନେଶ୍ବର: ଓଡିଶା ଗସ୍ତରେ ଆସୁଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର । ୪ ଦିନିଆ ଓଡିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ପ୍ରବାସୀ ଭାରତୀୟ ଦିବସ କାର୍ୟ୍ୟକ୍ରମରେ ସାମିଲ ହେବେ । ସେ ସପତ୍ନୀକ ମହାପ୍ରଭୁ ଶ୍ରୀ ଜଗନ୍ନାଥ, ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ…

Continue reading
ମୋହାଲିରେ ମାଟିତଳେ ଚାଲିଛି ଜୀବନର ସନ୍ଧାନ

ପଞ୍ଜାବ ମୋହାଲିର ସୋହାନା ଗାଁରେ ଶନିବାର ୩ ମହଲା ବିଲ୍ଡିଂ ଭୁଶୁଡ଼ି ପଡିଥିଲା । ଆଜି ଭଗ୍ନାବଶେଷ ତଳୁ ୨ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ମଧ୍ୟରେ ହିମାଚଳ ପ୍ରଦେଶର ଜଣେ ୨୦ ବର୍ଷୀୟ ଯୁବତୀ ଅଛନ୍ତି । ଅଧିକାରୀମାନେ…

Continue reading
ବିଲରେ ପଡ଼ିଛି ପାଚିଲା ଧାନ, ୨୧ରେ ଛେଚିବ ବର୍ଷା, ଏସବୁ ଜିଲାକୁ ରହିଛି…

ଭୁବନେଶ୍ୱର: ଏବେ ଚାଷୀମାନେ ଧାନ କଟାରେ ବ୍ୟସ୍ତ ଥିବାବେଳେ କିଛି ଚାଷୀ ଧାନ କାଟି ବିଲରେ କଚଡ଼ା ପକାଇଛନ୍ତି। ଏପଟେ ବର୍ଷା ସମ୍ଭାବନା ନେଇ ଚାଷୀ ଆଖିରୁ ନିଦ ହଜିଗଲାଣି। ଆସନ୍ତା ୨୧ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା…

Continue reading
ଭୁବନେଶ୍ୱରରେ ହରିୟାଣା ପୋଲିସ

ରାଜଧାନୀ ଭୁବନେଶ୍ୱରରେ ହରିୟାଣା ପୁଲିସ୍‌। ଇନ୍‌ଫୋସିଟି ଥାନା ପୁଲିସ୍‌ ସହାୟତାରେ ହରିୟାଣା ପୁଲିସ୍‌ ପ୍ରଶାନ୍ତି ବିହାରରେ ଘରକୁ ଘର ବୁଲି ସର୍ଚ୍ଚ କରୁଛି। ହେଲେ ଅଭିଯୁକ୍ତକୁ ଧରିବାରେ ସଫଳ ହୋଇନି ପୁଲିସ୍‌। ଆଜକୁ ୧୦ ଦିନ ତଳେ ହରିୟାଣାର ଜଣେ ପ୍ରତିଷ୍ଠିତ…

Continue reading
ସୁବର୍ଣ୍ଣରେଖାରେ ବହୁମୁଖି ବନ୍ଦର ନିର୍ମାଣକୁ ତୀବ୍ର ବିରୋଧ

ସୁବର୍ଣ୍ଣରେଖାରେ ବହୁମୁଖୀ ବନ୍ଦର ନିର୍ମାଣକୁ ବିରୋଧ। ଆଜି ବାଲିଆପାଳରେ ଜିଲ୍ଲା ପ୍ରଶାସନ ଓ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ କରାଯାଇଥିବା ଜନଶୁଣାଣିରେ ଶୁଭିଛି ତୀବ୍ର ବିରୋଧର ସ୍ୱର। ଜନଶୁଣାଣିରେ ୧୦ ହଜାରରୁ ଅଧିକ ଲୋକ ସାମିଲ ହୋଇଥିଲେ। ତେବେ ଜୀବନ ଜୀବିକା…

Continue reading
ଡିଭାଇଡରରେ ପିଟି ହୋଇ ସ୍କୁଟରକୁ ଧକ୍କା ଦେଲା SUV

ବେପରୁଆ ଗାଡ଼ି ଚାଳନା ଆଉ ଦୁଇ ନିରୀହ ଜୀବନ ନେଇଯାଇଛି। ମଦ ପିଇ ଏକ SUV ଡ୍ରାଇଭର ଡିଭାଇଡରରେ ବାଡ଼େଇ ହେବା ପରେ ଏକ ସ୍କୁଟରକୁ ଧକ୍କା ଦେଇଛନ୍ତି। ଫଳରେ ଦୁଇ ଜଣ ଯୁବକଙ୍କ ମୃତ୍ୟୁ ହୋଇଛି। SUV ଡ୍ରାଇଭରଙ୍କୁ ଗିରଫ…

Continue reading
ମ୍ୟାଚ ଖେଳୁଥିବା ବେଳେ ଉଡ଼ିଗଲା କ୍ରିକେଟରଙ୍କ ପ୍ରାଣବାୟୁ

ନୂଆଦିଲ୍ଲୀ: ମହାରାଷ୍ଟ୍ରର ପୁଣେରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ମ୍ୟାଚ ଖେଳୁଥିବା ବେଳେ ଜଣେ ଯୁବ କ୍ରିକେଟ ଖେଳାଳିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ କ୍ରିକେଟ ଖେଳାଳିଙ୍କ ନାମ ଇମ୍ରାନ ପଟେଲ ବୟସ ୩୫ବର୍ଷ ଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଗରୱାର…

Continue reading
କୋରାପୁଟ ବସ୍‌ଷ୍ଟାଣ୍ଡରେ ହେଲା ଛୁରା ମାଡ଼

କୋରାପୁଟ: କୋରାପୁଟ ବସଷ୍ଟାଣ୍ଡରେ ଛୁରାମାଡ଼। ବସ ଟାଇମିଂକୁ ନେଇ ବୁଧବାର ଅପରାହ୍ନରେ କୋରାପୁଟ ଘରୋଇ ମାଲିକ ସଂଘ ସଭାପତି ଏସ୍‌. କାସିମଙ୍କୁ କିଛି ଦୁର୍ବୃତ୍ତ ଛୁରାମାଡ଼ କରି ଫେରାର ହୋଇଯାଇଥିବା ଜଣାପଡ଼ିଛି। ଏ ନେଇ କୋରାପୁଟ ଟାଉନ୍‌ ଥାନାରେ ଲିଖିତ ଏତଲା…

Continue reading
ଧାନ ସଂଗ୍ରହ ପ୍ରକ୍ରିୟା ତ୍ଵରାନିତ ହେଲା

ଭୁବନେଶ୍ୱର: ଚଳିତ ଖରିଫ ଋତୁରେ ରାଜ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି । ଧାନ ସଂଗ୍ରହରେ ପୂର୍ବପେକ୍ଷା ସ୍ୱଚ୍ଛତା ଗ୍ରହଣ କରାଯିବା ସହ ଚାଷୀମାନଙ୍କୁ ଅଧିକ ସହାୟତା ପ୍ରଦାନ ପାଇଁ ସରକାର ଐତିହାସିକ ପଦକ୍ଷେପ ଗ୍ରହଣ କରିଛନ୍ତି । କୌଣସି…

Continue reading
ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କଲେଜ ପ୍ରିନ୍ସିପାଲ୍

ନୟାଗଡ଼ : ଦରମା ରିଲିଜ୍ କରାଇବାକୁ ଲାଞ୍ଚ ନେଇ ବନ୍ଧା ହେଲେ କଲେଜ ପ୍ରିନ୍ସିପାଲ୍। ନୟାଗଡ ଜିଲା ବାହାଡ଼ାଝୋଲା ଦଧିବାମନଜୀଉ କଲେଜ ପ୍ରିନ୍ସିପାଲ୍ ନଳିନୀ ରଞ୍ଜନ ଭୂୟାଁ କଲେଜର ଜଣେ କର୍ମଚାରୀଙ୍କ ଠାରୁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିଲା ବେଳେ…

Continue reading