ଚାଲିଥିଲା ସଭା, ମଝିରେ କାନ୍ଦିଲେ ଆମେରିକା ରାଷ୍ଟ୍ରପତି

ଚିକାଗୋ : ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍‌ ତାଙ୍କର ବିଦାୟୀକାଳିନ ସଭାରେ ଭାବବିହ଼୍ବଳ ହୋଇଛନ୍ତି । ଚିକାଗୋର ଡେମୋକ୍ରାଟିକ୍‌ ନାଶନ୍ୟାଲ୍‌ କନ୍‌ଭେନ୍‌ସନ୍‌ ସେଣ୍ଟରରେ ସୋମବାର ଆୟୋଜିତ ସଭାରେ ସେ ଦେଶବାସୀଙ୍କୁ ସମ଼୍େବାଧନ କରିଥିଲେ । ଉପ-ରାଷ୍ଟ୍ରପତି କମଳା ହାରିସ୍‌ ଏହି ସଭାରେ…

Continue reading