ଖୁବ୍ଶ୍ରୀଘ୍ର ଆସିବେ କେନ୍ଦ୍ରୀୟ ଟିମ୍ :ସୁରେଶ ପୂଜାରୀ
ଭୁବନେଶ୍ୱର: ଖୁବ୍ଶ୍ରୀଘ୍ର ବାତ୍ୟା କ୍ଷୟକ୍ଷତି ଆକଳନ ପାଇଁ କେନ୍ଦ୍ରୀୟ ଟିମ୍ ଆସିବେ। ବର୍ତ୍ତମାନ ସୁଦ୍ଧା ୨୨ ଲୋକଙ୍କୁ ବିଦ୍ୟୁତ୍ ସଂଯୋଗ ଦିଆଯାଛି। ଗତକାଲିଠାରୁ ବର୍ଷା ଲାଗିରହିଥିବାରୁ କାର୍ୟ୍ୟରେ ବାଧା ସୃଷ୍ଟି ହୋଇଛି। ବାତ୍ୟାରେ ଘର ହରାଇଥିବା ପରିବାର ବାତ୍ୟା ଆଶ୍ରୟସ୍ଥଳୀରେ ରହିବ।…






