ସଂସଦରେ ପ୍ରତାପ ଆହତ
ଭୁବନେଶ୍ୱର: ସଂସଦର ସିଢ଼ିରୁ ପଡ଼ିଯାଇଛନ୍ତି ସାଂସଦ ପ୍ରତାପ ଷଡ଼ଙ୍ଗୀ । ଗୃହରେ ଥିବାବେଳେ ସିଢ଼ିରୁ ପଡ଼ିଯାଇଛନ୍ତି ପ୍ରତାପ ଷଡ଼ଙ୍ଗୀ । ରାହୁଲ ଗାନ୍ଧୀ ଠେଲି ଦେବାରୁ ସେ ପଡ଼ିଯାଇଥିବା ଶ୍ରୀ ଷଡ଼ଙ୍ଗୀ କହିଛନ୍ତି । ସେ କହିଛନ୍ତି ଯେ ରାହୁଲ ଗାନ୍ଧୀ…
ଭୁବନେଶ୍ୱର: ସଂସଦର ସିଢ଼ିରୁ ପଡ଼ିଯାଇଛନ୍ତି ସାଂସଦ ପ୍ରତାପ ଷଡ଼ଙ୍ଗୀ । ଗୃହରେ ଥିବାବେଳେ ସିଢ଼ିରୁ ପଡ଼ିଯାଇଛନ୍ତି ପ୍ରତାପ ଷଡ଼ଙ୍ଗୀ । ରାହୁଲ ଗାନ୍ଧୀ ଠେଲି ଦେବାରୁ ସେ ପଡ଼ିଯାଇଥିବା ଶ୍ରୀ ଷଡ଼ଙ୍ଗୀ କହିଛନ୍ତି । ସେ କହିଛନ୍ତି ଯେ ରାହୁଲ ଗାନ୍ଧୀ…
ନୂଆଦିଲ୍ଲୀ: ଏନ୍କାଉଣ୍ଟରରେ ଟଳିଲେ ୫ ଆତଙ୍କବାଦୀ। ଜମ୍ମୁ-କଶ୍ମୀରର କୁଲଗାମରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏହି ଏନ୍କାଉଣ୍ଟରେ ସେନା ଗୁଳିରେ ୫ ଆତଙ୍କବାଦୀ ନିହତ ହୋଇଛନ୍ତି। ସେହିପରି ଆତଙ୍କୀଙ୍କ ଗୁଳିମାଡ଼ରେ ଦୁଇ ଜଣ ଯବାନ ଗୁରୁତର ହୋଇଛନ୍ତି। ସେମାନଙ୍କୁ…
ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶର ଶାହଜହାଁପୁରରେ ଗତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ କାର୍କୁ ପିଟିବାରୁ ଘଟଣାସ୍ଥଳରେ ଏକ ପରିବାରର ୫ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ୫ ଜଣ ଗୁରୁତର ହୋଇଛନ୍ତି। ଗତ ରାତିରେ ରିୟାସତ…
ନୂଆଦିଲ୍ଲୀ: କେରଳରେ ପୁଣି ଥରେ ମଙ୍କିପକ୍ସ (ଏମ୍ପକ୍ସ) ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଦୁଇ ଜଣ ସଂକ୍ରମିତ ୟୁଏଇରୁ ଫେରିଥିବା ଜଣାପଡ଼ିଛି । କେରଳର ସ୍ବାସ୍ଥ୍ୟ ମନ୍ତ୍ରୀ ବୀଣା ଜର୍ଜ କହିଛନ୍ତି, ରାଜ୍ୟରେ ୨ଟି ମଙ୍କିପକ୍ସ ମାମଲା ସାମ୍ନାକୁ…
ନୂଆବର୍ଷ ଅର୍ଥାତ ୨୦୨୫ ଜାନୁୟାରୀରୁ ଉତ୍ତରାଖଣ୍ଡରେ ଲାଗୁ ହେବ ୟୁନିଫର୍ମ ସିଭିଲ କୋଡ(ୟୁସିସି)। ଏହାକୁ ଲାଗୁ କରିବାରେ ଉତ୍ତରାଖଣ୍ଡ ହେବ ଦେଶର ପ୍ରଥମ ରାଜ୍ୟ। ବିଜେପି ଶାସିତ ଏହି ରାଜ୍ୟର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ଏ ସମ୍ପର୍କରେ ଘୋଷଣା କରିଛନ୍ତି।…
ରାଜ୍ୟସଭାରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସମ୍ବିଧାନ ପ୍ରଣୟତା ବିଆର ଆମ୍ବେଦକରଙ୍କ ସମ୍ପର୍କରେ ଦେଇଥିବା ବୟାନକୁ ନେଇ ରାଜନୀତି ଜୋର ଧରିଛି। ତାଙ୍କ ବୟାନକୁ ବିରୋଧୀ ଜୋରଦାର ବିରୋଧ କରିଛନ୍ତି। ଏପରି କି କଂଗ୍ରେସ ତାଙ୍କର ଇସ୍ତଫା ଦାବି କରିବାରେ ଲାଗିଛି।…
ମୁମ୍ବାଇ: ମୁମ୍ବାଇର ଗେଟୱେ ଅଫ୍ ଇଣ୍ଡିଆ ନିକଟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନୌସେନା ବୋଟ୍ ଅପରାହ୍ନ ପ୍ରାୟ ୩ଟା୫୫ ସମୟରେ ‘ନୀଲକମଲ’ ଯାତ୍ରୀବାହୀ ବୋଟ୍ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ମିଳିଥିବା ସୂଚନା ଅନୁଯାୟୀ, ୧୦୦ରୁ ଅଧିକ ଜଣ ଯାତ୍ରୀଙ୍କୁ…
ପ୍ରାୟ ୫୬ ଜଣଙ୍କୁ ନେଇ ଯାଉଥିବା ଏକ ବୋଟ୍ ମୁମ୍ବାଇର ‘ଗେଟ୍ ୱେ ଅଫ୍ ଇଣ୍ଡିଆ’ ନିକଟରେ ବୁଡ଼ିଯାଇଛି। ଏଥିରେ ଜଣେ ମୃତ୍ୟୁ ବରଣ କରିଥିବା ବେଳେ ଖବର ଲେଖାହେବା ସୁଦ୍ଧା ୨୦ ଜଣଙ୍କୁ ଉଦ୍ଧାର କରାଯାଇଛି। ଅର୍ଥାତ ଏବେ ମଧ୍ୟ…
ନୂଆଦିଲ୍ଲୀ: ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ନଡ଼ିଆ ତେଲକୁ ମହଙ୍ଗା ହେବାରୁ ଅଟକାଇ ଦେଇଛନ୍ତି ସୁପ୍ରିମକୋର୍ଟ। ପ୍ରଧାନ ବିଚାରପତି ସଞ୍ଜୀବ ଖାନ୍ନା, ସଞ୍ଜୟ କୁମାର ଏବଂ ଆର. ମହାଦେବନଙ୍କ ତିନିଜଣିଆ ଖଣ୍ଡପୀଠ କହିଛନ୍ତି ଯେ, ଛୋଟ ପ୍ୟାକେଟରେ ନଡ଼ିଆ ତେଲକୁ ଖାଇବା…
ନୂଆଦିଲ୍ଲୀ: କଂଗ୍ରେସ ଉପରେ ଖୁବ୍ ବର୍ଷିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। କଂଗ୍ରେସକୁ ସମ୍ବିଧାନ ବିରୋଧୀ, ଆମ୍ବେଦକର ବିରୋଧୀ କହିଛନ୍ତି ଶାହା। ନେହରୁ ଓ ଇନ୍ଦିରାଙ୍କୁ ଭାରତ ରତ୍ନ ଦେଲେ, କିନ୍ତୁ ଆମ୍ବେଦକରଙ୍କୁ ସମ୍ମାନିତ କଲେନାହିଁ। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା…