ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର

ନୂଆଦିଲ୍ଲୀ: ଦକ୍ଷିଣ ଆଣ୍ଡାମାନ ସାଗର ଓ ବଙ୍ଗୋପସାଗରରେ ଏକ ଅବପାତ ସକ୍ରିୟ ରହିଛି । ଆସନ୍ତା ୧୫ ତାରିଖ ମଧ୍ୟରେ ଏହା ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଡିସେମ୍ବର ୧୭…

Continue reading
ଜେଲରୁ ବାହାରିଲେ ଅଲ୍ଲୁ ଅର୍ଜ୍ଜୁନ

ନୂଆଦିଲ୍ଲୀ: ଜେଲରୁ ବାହାରିଲେ ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜ୍ଜୁନ। ହାଇକୋର୍ଟରୁ ଜାମିନ୍ ପାଇବା ପରେ ଆଜି ସକାଳୁ ସେ ହାଇଦ୍ରାବାଦ ସ୍ଥିତ ଚଞ୍ଚଲଗୁଡ଼ା ସେଣ୍ଟ୍ରାଲ ଜେଲରୁ ମୁକୁଳିଛନ୍ତି। ଗତକାଲି ବେଲ୍ ମିଳିଥିଲେ ବି ସେ ଜେଲରେ ରାତି କାଟିଥିଲେ। ହାଇକୋର୍ଟରୁ ଜାମିନ…

Continue reading
ପ୍ରୟାଗରାଜରେ ପ୍ରଧାନମନ୍ତ୍ରୀ; କହିଲେ ଏକତାର ମହାଯଜ୍ଞ ହେଉଛି ‘କୁମ୍ଭ ମେଳା’

ଆସନ୍ତା ଜାନୁଆରୀ ୧୩ରୁ ଉତ୍ତରପ୍ରଦେଶର ପ୍ରୟାଗରାଜରେ ବିଶ୍ୱପ୍ରସିଦ୍ଧ ମହାକୁମ୍ଭ ମେଳା ଆରମ୍ଭ ହେବ। ଏହି ମହାପର୍ବର ଠିକ୍ ଗୋଟିଏ ମାସ ପୂର୍ବରୁ, ଅର୍ଥାତ୍ ଆଜି ୧୩ ଡିସେମ୍ବର ଶୁକ୍ରବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରୟାଗରାଜରେ ପହଞ୍ଚି ମହାକୁମ୍ଭର ସଫଳ ଆୟୋଜନ…

Continue reading
ଅଲ୍ଲୁ ଅର୍ଜୁନଙ୍କୁ ମିଳିଲା ଅନ୍ତରୀଣ ଜାମିନ

ତେଲୁଗୁ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କୁ ବଡ଼ ଆଶ୍ୱସ୍ତି। ହାଇକୋର୍ଟରୁ ତାଙ୍କୁ ମିଳିଲା ଅନ୍ତରୀଣ ଜାମିନ। ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ମାମଲାରେ ଆଜି ଗିରଫ ଅଲ୍ଲୁ ଅର୍ଜୁନଙ୍କୁ ତଳକୋର୍ଟ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିବା ବେଳେ…

Continue reading
ଆକର୍ଷଣୀୟ ହେବ ମହାକୁମ୍ଭ ୨୦୨୫, ପ୍ରସ୍ତୁତି ଜୋରଦାର

ମହାକୁମ୍ଭ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଉତ୍ତରପ୍ରଦେଶ ମନ୍ତ୍ରୀ ତଥା ବିଜେପି ନେତା ଦୟାଶଙ୍କର ସିଂହ ଗୁରୁବାର କହିଛନ୍ତି ଯେ ପ୍ରୟାଗରାଜରେ ମହାକୁମ୍ଭ ୨୦୨୫ ପାଇଁ କର୍ତ୍ତୃପକ୍ଷ ୭ ହଜାର ନୂତନ ଇଲେକ୍ଟ୍ରିକ୍ ଏବଂ…

Continue reading
ଅଲ୍ଲୁଙ୍କ ଗିରଫ ପରେ ଏମିତି କହିଲେ ମୃତା ମହିଳାଙ୍କ ସ୍ଵାମୀ

ଡିସେମ୍ବର ୪ ତାରିଖ ରାତିରେ ପୁଷ୍ପା-୨ ଚଳଚ୍ଚିତ୍ରର ସ୍କ୍ରିନିଂ ସମୟରେ ହାଇଦ୍ରାବାଦର ସନ୍ଧ୍ୟା ସିନେମା ହଲ ବାହାରେ ଦଳାଚକଟା ଘଟି ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ପୁଲିସ ପ୍ରାୟ ୯ ଦିନ ପରେ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ଗିରଫ…

Continue reading
ରେଣୁକାସ୍ଵାମୀ ହତ୍ୟା ମାମଲା: ଅଭିନେତା ଦର୍ଶନଙ୍କ ସମେତ ୭ ଅଭିଯୁକ୍ତଙ୍କୁ ଜାମିନ

ବହୁ ଚର୍ଚ୍ଚିତ ରେଣୁକାସ୍ଵାମୀ ହତ୍ୟା ମାମଲାରେ ଗିରଫ ହୋଇଥିବା କନ୍ନଡ଼ ଅଭିନେତା ଦର୍ଶନ ଥୁଗୁଦୀପାଙ୍କୁ ଜାମିନ ଦେଇଛନ୍ତି କର୍ଣ୍ଣାଟକ ହାଇକୋର୍ଟ। ଶୁକ୍ରବାର ହାଇକୋର୍ଟ ଦର୍ଶନଙ୍କ ସମେତ ସମସ୍ତ ୭ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଅନ୍ୟ ଅଭିଯୁକ୍ତମା​‌ନେ ହେଲେ ପବିତ୍ର ଗୌଡ଼ା,…

Continue reading
ଅଲ୍ଲୁ ଅର୍ଜୁନ ଗିରଫ

ନୂଆଦିଲ୍ଲୀ: ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ଗିରଫ । ଆଶ୍ଚର୍ଯ୍ୟ ଲାଗୁଥିଲେ ବି କଥା ଟା ସତ । ହଲରେ ଦଳାଚକଟା ମାମଲାରେ ପୁଲିସ ତାଙ୍କୁ ଗିରଫ କରିଛି । ଅଲ୍ଲୁ ଅର୍ଜୁନଙ୍କୁ ଗିରଫ କରାଯିବା ପରେ ତାଙ୍କୁ ଚିକଡ଼ପଲ୍ଲୀ ପୁଲିସ ଷ୍ଟେସନକୁ…

Continue reading
ସମ୍ବିଧାନର ୭୫ ବର୍ଷ ପୂର୍ତ୍ତି: ଆଜିଠୁ ଲୋକସଭାରେ ହେବ ସ୍ଵତନ୍ତ୍ର ଡିବେଟ୍

ନୂଆଦିଲ୍ଲୀ: ସମ୍ବିଧାନର ୭୫ବର୍ଷ ପୂର୍ତ୍ତି ଅବସରରେ ଦୁଇ ଦିନ ଧରି ଲୋକସଭାରେ ହେବ ସ୍ଵତନ୍ତ୍ର ଡିବେଟ୍। ଆଜି ଓ ଶନିବାର ଲୋକସଭାରେ ବିଭିନ୍ନ ଦଳର ସାଂସଦ ସମ୍ବିଧାନ ଉପରେ ହେବାକୁ ଥିବା ବିତର୍କ ରେ ଭାଗନେଇ ନିଜର ମତ ରଖିବେ। ଏଥିପାଇଁ…

Continue reading
ହସ୍ପିଟାଲରେ ଅଗ୍ନିକାଣ୍ତ:୬ ଦଗ୍ଧ

ନୂଆଦିଲ୍ଲୀ: ତାମିଲନାଡୁର ଦିଣ୍ଡିଗୁଲ ଜିଲ୍ଲାର ଥିବା ଏକ ଘରୋଇ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ତ ଘଟିଛି। ନିଆଁ ଲାଗି ୬ ଜଣ ଜୀବନ୍ତ ଦଗ୍ଧ ହୋଯାଇଛନ୍ତି। କିଛି ଆହତ ହୋଇଥିବା ବେଳେ ୨୯ ଜଣ ରୋଗୀଙ୍କୁ ଉଦ୍ଧାର କରି ସରକାରୀ ହସ୍ପିଟାଲକୁ ସ୍ଥାନାନ୍ତର…

Continue reading