ଆଜି ମହାକୁମ୍ଭ ମେଳା ପାଇଁ ବିକାଶମୂଳକ କାମର ସମୀକ୍ଷା କରିବେ ମୋଦି

ନୂଆଦିଲ୍ଲୀ: ଆଜି ଉତ୍ତରପ୍ରଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମହାକୁମ୍ଭ ମେଳା ପାଇଁ ବିକାଶମୂଳକ କାମର ସମୀକ୍ଷା କରିବେ। ଏଥିସହ ପ୍ରୟାଗରାଜରେ ୫ହଜାର ୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଭେଟିଦେବେ। ମଧ୍ୟାହ୍ନରେ ସଙ୍ଗମ ସ୍ଥଳରେ ପହଞ୍ଚି ପୂଜାର୍ଚ୍ଚନା କରିବା…

Continue reading
ଆମେ ମୁଣ୍ଡ ନୂଆଇଁବୁ ନାହିଁ: ଖଡ଼ଗେ

ନୂଆଦିଲ୍ଲୀ: ସଂସଦର ଶୀତକାଳୀନ ଅଧିବେଶନରେ ବିରୋଧୀ ଦଳଙ୍କ ହଙ୍ଗାମା ମଧ୍ୟରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ କହିଛନ୍ତି ଯେ ଗଣତନ୍ତ୍ର ସର୍ବଦା ଦୁଇଟି ଚକ ଉପରେ ଚାଲିଥାଏ। ସେ କହିଛନ୍ତି, “ଗୋଟିଏ ଚକ ଶାସକ ଦଳ ଏବଂ ଅନ୍ୟଟି ହେଉଛି…

Continue reading
ହାଥରସ ଗସ୍ତରେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ:ହାଥରସ ଗସ୍ତରେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ । ଦୁଷ୍କର୍ମ ପୀଡିତାଙ୍କ ପରିବାରଙ୍କୁ ଭେଟିବା ପାଇଁ ଆଜି ଦିଲ୍ଲୀରୁ ହାଥରସ ଅଭିମୁଖେ ବାହାରିଛନ୍ତି। ଯାହାକୁ ନେଇ ଜୋର ଧରିଛି ରାଜନୈତିକ ଆଲୋଚ଼ନା। ଉତ୍ତରପ୍ରଦେଶର ଉପମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ କହିଛନ୍ତି ଯେ, ରାହୁଲ…

Continue reading
ଏଟିଏମ୍‌ରେ ଉଠିବ ଇପିଏଫ୍‌ ଟଙ୍କା

ନୂଆଦିଲ୍ଲୀ : କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ(ଇପିଏଫ୍ଓ) ସଦସ୍ୟଙ୍କ ପାଇଁ ଭଲ ଖବର। ୨୦୨୫ ପ୍ରାରମ୍ଭରୁ ଏଟିଏମ୍‌ରେ ଉଠାଇ ହେବ ଇପିଏଫ୍‌ ଟଙ୍କା। ଦେଶର ମହତ୍ତ୍ବପୂର୍ଣ୍ଣ କର୍ମଜୀବୀଙ୍କୁ ଉନ୍ନତ ସେବା ଯୋଗାଇବା ପାଇଁ ଶ୍ରମ ମନ୍ତ୍ରଣାଳୟ ଏହାର ସୂଚନା ପ୍ରଯୁକ୍ତିବିଦ୍ୟାକୁ ଆଧୁନିକୀକରଣ…

Continue reading
ଦିଲ୍ଲୀରେ ଆପ୍‌ କାହା ସହ ମେଣ୍ଟ କରିବ ନାହିଁ:କେଜ୍ରିଓ୍ୱାଲ

ନୂଆଦିଲ୍ଲୀ: ଦିଲ୍ଲୀରେ ଆପ୍‌ କାହା ସହ ମେଣ୍ଟ କରିବ ନାହିଁ। କଂଗ୍ରେସ ସହ କୌଣସି ମେଣ୍ଟ ହେବାର ସମ୍ଭାବନା ନାହିଁ। ଆପ୍‌ ନିଜ ଶକ୍ତି ଓ ଦମ୍‌ରେ ଏକା ଲଢ଼ିବ। ଏନେଇ ନିଜ ସୋଶାଲ ମିଡିଆ ହ୍ୟାଣ୍ଡେଲ ଏକ୍ସରେ ପୋଷ୍ଟ କରି…

Continue reading
ଡିସେମ୍ବର ୧୧ରେ ଜାତୀୟ ପଞ୍ଚାୟତ ପୁରସ୍କାର ପ୍ରଦାନ କରିବେ ରାଷ୍ଟ୍ରପତି

ପଞ୍ଚାୟତିରାଜ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଜାତୀୟ ପଞ୍ଚାୟତ ପୁରସ୍କାର ପ୍ରଦାନ ସମାରୋହ ଆସନ୍ତା ୧୧ ଡିସେମ୍ବରରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଅନୁଷ୍ଠିତ ହେବ । ଏହି ସମ୍ମାନଜନକ କାର୍ଯ୍ୟକ୍ରମରେ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଦୀର୍ଘସ୍ଥାୟୀ ଓ ସମାବେଶୀ ବିକାଶ…

Continue reading
ରାଜସ୍ୱ ସଚିବ ସଞ୍ଜୟ ମାଲହୋତ୍ରା ଆରବିଆଇ ଗଭର୍ଣ୍ଣର

ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ(ଆରବିଆଇ)ର ନୂଆ ଗଭର୍ଣ୍ଣ ଭାବେ ନିଯୁକ୍ତି ପାଇଛନ୍ତି ସଞ୍ଜୟ ମାଲହୋତ୍ରା। ବର୍ତ୍ତମାନ ଦେଶର ରାଜସ୍ୱ ସଚିବ ଭାବେ କାମ କରୁଥିବା ସଞ୍ଜୟ ଆସନ୍ତା ବୁଧବାରରୁ ଆରବିଆଇର ଗଭର୍ଣ୍ଣର ଭାବେ ଦାୟିତ୍ୱ ଗ୍ରହଣ କରିବେ। ଆରବିଆଇ ଗଭର୍ଣ୍ଣର ଭାବେ…

Continue reading
ଚାକିରୀ ଦେବା ନାଁରେ ଠକେଇ , ଦୁଇ ଭାଇ ଗିରଫ

ମେଡିକାଲରେ ନର୍ସିଂ ଚାକିରି କରାଇଦେବାକୁ କହି ଲୁଟି ନେଲେ ଲକ୍ଷାଧିକ ଟଙ୍କା। ଅଭିଯୋଗ ପରେ ଏବେ ପୁଲିସ କବଜାରେ ଦୁଇ ଅଭିଯୁକ୍ତ। କଟକ ମଙ୍ଗଳାବାଗ ଥାନା ପୁଲିସ ଏହି ଘଟଣାରେ ଦୁଇ ଦଲାଲଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଦୁଇଜଣ ଦୁଇ…

Continue reading
ରୁଷରେ ଆଶ୍ରୟ ନେଇଛନ୍ତି ସିରିଆ ରାଷ୍ଟ୍ରପତି

ନୂଆଦିଲ୍ଲୀ: ସିରିଆରେ ରାଷ୍ଟ୍ରପତି ବସର-ଅଲ-ଅସଦଙ୍କ ୨୪ ବର୍ଷର ଏକଛତ୍ରବାଦ ଶାସନର ଅନ୍ତ ଘଟିଛି। ଭୟଙ୍କର ଗୃହଯୁଦ୍ଧରେ ବିରୋଧୀ ଗୋଷ୍ଠୀଙ୍କ ଦ୍ୱାରା ବିତାଡ଼ିତ ହେବା ପରେ ଦେଶଛାଡ଼ି ପଳାଇଛନ୍ତି ରାଷ୍ଟ୍ରପତି ବସର ଅଲ ଅସଦ। ସେ ପରିବାର ସହ ରୁଷରେ ଆଶ୍ରୟ ନେଇଛନ୍ତି।…

Continue reading
ଗୋଟିଏ ଦିନରେ ୪୦ ସ୍କୁଲକୁ ବୋମାରେ ଉଡାଇଦେବାକୁ ଧମକ

ନୂଆଦିଲ୍ଲୀ: ଗୋଟିଏ ଦିନରେ ୪୦ ସ୍କୁଲକୁ ବୋମାରେ ଉଡାଇଦେବାକୁ ଧମକ । ନୂଆଦିଲ୍ଲୀର ୪୦ ସ୍କୁଲକୁ ବୋମାରେ ଉଡାଇ ଦେବାକୁ ଧମକ ହୋଇଛି। ଡିପିଏସ୍ ଆରକେ ପୁରମ୍ ଏବଂ ପଶ୍ଚିମ ବିହାର ଜିଡି ଗୋଏଙ୍କା ସ୍କୁଲକୁ ଇମେଲ୍ ଯୋଗେ ଧମକ ଆସିଛି।…

Continue reading