ବୋମା ବିସ୍ଫୋରଣ, ୩ ମୃତ
ନୂଆଦିଲ୍ଲୀ: ଦେଶୀ ବୋମା ତିଆରି ବେଳେ ହେଲେ ଭୟଙ୍କର ବିସ୍ଫୋରଣ। ଚାଲିଗଲା ୩ ଜଣଙ୍କ ଜୀବନ। ପଶ୍ଚିମବଙ୍ଗର ମୁର୍ସିଦାବାସରେ ଘଟିଛି ଏଭଳି କିଛି ଅଘଟଣ। ଏଠାରେ ବେଆଇନ ରୂପେ ଏକ ଘରେ ବୋମା ତିଆରି ଚାଲିଥିଲା। ଏହି ସମୟରେ ବିସ୍ଫୋରଣ ହୋଇଥବା…
ନୂଆଦିଲ୍ଲୀ: ଦେଶୀ ବୋମା ତିଆରି ବେଳେ ହେଲେ ଭୟଙ୍କର ବିସ୍ଫୋରଣ। ଚାଲିଗଲା ୩ ଜଣଙ୍କ ଜୀବନ। ପଶ୍ଚିମବଙ୍ଗର ମୁର୍ସିଦାବାସରେ ଘଟିଛି ଏଭଳି କିଛି ଅଘଟଣ। ଏଠାରେ ବେଆଇନ ରୂପେ ଏକ ଘରେ ବୋମା ତିଆରି ଚାଲିଥିଲା। ଏହି ସମୟରେ ବିସ୍ଫୋରଣ ହୋଇଥବା…
ବାଙ୍ଗାଲୁରୁ : ପ୍ରେମରେ ଫସାଇ ବ୍ଲାକମେଲ କରି ପ୍ରେମିକାକୁ ପୁଳା ପୁଳା ଟଙ୍କା ମାଗୁଥିଲା ପ୍ରେମିକ । ଏଭଳି ଏକ ଘଟଣା ଘଟିଛି ବେଙ୍ଗଲୁରୁରେ । ପ୍ରେମିକ ଜଣଙ୍କ ଏକ ଧନୀ ଯୁବତୀଙ୍କୁ ବିବାହ କରିବ କହି ନିଜ ପ୍ରେମରେ ଫସାଇ…
ନୂଆଦିଲ୍ଲୀ: ଖୁବ୍ ଶୀଘ୍ର ହୋଇପାରେ ଭାରତ-ଚୀନ୍ ମଧ୍ୟରେ ବିବାଦର ସମାଧାନ । ସ୍ୱତନ୍ତ୍ର ପ୍ରତିନିଧି ମଣ୍ଡଳୀଙ୍କର ଚାଲିଛି ବୈଠକ। ଏଲଏସିରେ ଦୁଇ ଦେଶ ମଧ୍ୟରେ ଶାନ୍ତି ଫେରିବା ନେଇ ବୈଦେଶିକ ମନ୍ତ୍ରଣାଳୟ ପ୍ରବକ୍ତା ରଣଧୀର ଜୟସୱାଲ ସୂଚନା ଦେଇଛନ୍ତି । ତେବେ…
ନୂଆଦିଲ୍ଲୀ: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ଦେଶର ସେନା କ୍ଷମତାଚ୍ୟୁତ କରିବା ପରେ ଭାରତ ସହିତ ବାଂଲାଦେଶର ସମ୍ପର୍କ ଖରାପ ହୋଇଛି। ବାଂଲାଦେଶରେ ଅଳ୍ପସଂଖ୍ୟକ ହିନ୍ଦୁଙ୍କ ଉପରେ ଅତ୍ୟାଚାର ବୃଦ୍ଧି ପାଇଛି ଏବଂ ଭାରତ ପ୍ରତି ବାଂଲାଦେଶ ଲୋକମାନଙ୍କର ଆକ୍ରୋଶମୂଳକ ବ୍ୟବହାର…
ନୂଆଦିଲ୍ଲୀ: ପାକିସ୍ତାନରେ ଶହୀଦ ଭଗତ ସିଂଙ୍କ ପ୍ରତି ଆପତ୍ତିଜନକ ମନ୍ତବ୍ୟକୁ ନେଇ ଭାରତ ଇସ୍ଲାମାବାଦ ନିକଟରେ ଦୃଢ଼ ପ୍ରତିବାଦ ଜଣାଇଛି। ଲୋକ ସଭାରେ ବହିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ କୀର୍ତ୍ତିବର୍ଦ୍ଧନ ସିଂ ଏହା ଜଣାଇଛନ୍ତି। ସାଂସ୍କୃତିକ ଐତିହ୍ୟ ଉପରେ ଆକ୍ରମଣ ଏବଂ ପାକିସ୍ତାନରେ ସଂଖ୍ୟାଲଘୁଙ୍କ…
ଉତ୍ତରପ୍ରଦେଶର କାନପୁରରେ ଜଣେ କଲେଜ ଛାତ୍ରୀଙ୍କୁ ଗୁଳି କରି ହତ୍ୟା କରାଯାଇଛି। ହତ୍ୟା କାଣ୍ଡ ଛାତ୍ରୀଙ୍କ ଘରେ ଘଟିଥିବାରୁ ଏହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହା ଏକ ଅନର କିଲିଂ(ସମ୍ମାନ ପାଇଁ ହତ୍ୟା) ବୋଲି ସନ୍ଦେହ କରାଯାଉଛି। ମୃତ ଛାତ୍ରୀଙ୍କ…
ମୁଦ୍ରାସ୍ଫୀତି ଦୃଷ୍ଟିକୋଣରୁ କ୍ରମାଗତ ଏକାଦଶ ଥର ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ ତା’ର ଋଣ ହାର ଅପରିବର୍ତ୍ତିତ ରଖିଛି। କିନ୍ତୁ ଚଳିତ ବର୍ଷର ଅଭିବୃଦ୍ଧି ହାର କମାଇ ଦେଇଛି। ଏ ନେଇ ଘୋଷଣା କରିଛନ୍ତି ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ।…
କଂଗ୍ରେସ ସଦସ୍ୟ ଅଭିଷେକ ମନୁ ସିଂହଭିଙ୍କ ପାଇଁ ଆବଣ୍ଟିତ ରାଜ୍ୟସଭା ଆସନରୁ ଟଙ୍କା ବିଡ଼ା ବାହାରିଲା ବୋଲି କହିଛନ୍ତି ରାଜ୍ୟସଭା ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଜଗଦୀପ ଧନକର। ରାଜ୍ୟସଭା ନିରାପତ୍ତା ରକ୍ଷୀମାନେ ସ୍ୱାଭାବିକ ଭାବେ ସିଟ୍ ସବୁ ଯାଞ୍ଚ କରୁଥିବାବେଳେ ଅଭିଷେକ…
ନୂଆଦିଲ୍ଲୀ: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଅସ୍ଥିମଜ୍ଜା ପ୍ରତିରୋପଣ ଅପେକ୍ଷାରେ ଥିବା ରୋଗୀଙ୍କୁ ୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ ଏକ ପ୍ରସ୍ତାବରେ…
ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ଛୁଇଁଲା ଆଉ ଏକ ମାଇଲଖୁଣ୍ଟ। ଗୁରୁବାର ୟୁରୋପୀୟ ସ୍ପେସ୍ ଏଜେନ୍ସି (ESA)ର ‘ପ୍ରୋବା -୩’ ମିଶନକୁ ସଫଳତାର ସହ ଉତକ୍ଷେପଣ କରିଛି ଇସ୍ରୋ। ଆଜି ଅପରାହ୍ନ ୪:୦୪ ସମୟରେ ଆନ୍ଧ୍ର ପ୍ରଦେଶ ଶ୍ରୀହରିକୋଟାସ୍ଥିତ ସତୀଶ…