ମଝି ନଦୀରେ ଡଙ୍ଗା ଓଲଟିଲା , ୨୭ ମୃତ ଓ ୧୦୦ନିଖୋଜ
ମଝି ନଦୀରେ ଓଲିଟିଲା ଯାତ୍ରୀବାହୀ ଡଙ୍ଗା। ଚାଲିଗଲା ୨୭ ଜଣଙ୍କ ଜୀବନ। ସେହିପରି ଅନେକ ଏବେବି ନିଖୋଜ ଅଛନ୍ତି। ତେବେ ଡଙ୍ଗାଟି କିଭିଳି ବୁଡ଼ିଲା ସେନେଇ କୌଣସି ସୂଚନା ନାହିଁ। ଉତ୍ତର ନାଇଜେରିଆର ନାଇଜର ନଦୀରେ ଘଟିଛି ଏଭଳି କିଛି ଦୁର୍ଘଟଣା।…
ମଝି ନଦୀରେ ଓଲିଟିଲା ଯାତ୍ରୀବାହୀ ଡଙ୍ଗା। ଚାଲିଗଲା ୨୭ ଜଣଙ୍କ ଜୀବନ। ସେହିପରି ଅନେକ ଏବେବି ନିଖୋଜ ଅଛନ୍ତି। ତେବେ ଡଙ୍ଗାଟି କିଭିଳି ବୁଡ଼ିଲା ସେନେଇ କୌଣସି ସୂଚନା ନାହିଁ। ଉତ୍ତର ନାଇଜେରିଆର ନାଇଜର ନଦୀରେ ଘଟିଛି ଏଭଳି କିଛି ଦୁର୍ଘଟଣା।…
ବାଂଲାଦେଶରେ ଇସ୍କନ କର୍ମକର୍ତ୍ତାଙ୍କ ବ୍ୟାଙ୍କ୍ ଆକାଉଣ୍ଟ ଅଚଳ ନିର୍ଦ୍ଦେଶ। ଇସ୍କନ ସହ ଜଡ଼ିତ ୧୭ ଜଣ କର୍ମକର୍ତ୍ତାଙ୍କ ଆକାଉଣ୍ଟ ଅଚଳ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ବାଂଲାଦେଶ ସରକାର। ଇସ୍କନ ସଦସ୍ୟ ଚିନ୍ମୟ କୃଷ୍ଣ ଦାସ ପ୍ରଭୁଙ୍କ ଗିରଫଦାରୀ ପରେ ଏହି ନିର୍ଦ୍ଦେଶନାମା…
ହିଂସା ସମୟରେ ଜଣେ ଓକିଲଙ୍କ ମୃତ୍ୟୁ ମାମଲାରେ ୯ ଜଣଙ୍କୁ ଗିରଫ କରିଛି ବାଂଲାଦେଶ ପୁଲିସ। ସେମାନଙ୍କ ମଧ୍ୟରୁ ଅଧିକାଂଶ ହିନ୍ଦୁ ଅଛନ୍ତି। ନିକଟରେ ବାଂଲାଦେଶରେ ହିନ୍ଦୁ ଏବଂ ପୁଲିସ ମଧ୍ୟରେ ହୋଇଥିବା ସଂଘର୍ଷ ସମୟରେ ଜଣେ ଓକିଲଙ୍କ ମୃତ୍ୟୁ ହୋଇଥିଲା।…
ବାଂଲାଦେଶର ଆଧ୍ୟାତ୍ମିକ ଗୁରୁ ଚିନ୍ମୟ କୃଷ୍ଣ ଦାସ ପ୍ରଭୁଙ୍କ ଗିରଫଦାରୀକୁ ନେଇ ଚାଲିଥିବା ହିଂସା ମଧ୍ୟରେ ଆଉ ଜଣେ ଇସ୍କନ ସଦସ୍ୟ ଗିରଫ। ଆଜି ବାଂଲାଦେଶ ପୁଲିସ ଆଉ ଜଣେ ଧର୍ମ ଗୁରୁ ଶ୍ୟାମ ଦାସ ପ୍ରଭୁଙ୍କୁ ଗିରଫ କରିଛି। ଚଟୋଗ୍ରାମରୁ…
୨୪ ଘଣ୍ଟା ଭିତରେ ତୁମକୁ ମାରିଦେବୁ। ଆମ ଲୋକ ତୁମର ବେଶ ନିଟତର ହୋଇଗଲେଣି। ଆଜି ତୁମ ଶେଷ ଦିନ, ଯାହା କରିବାର ଅଛି କରିନିଅ। ବିହାର ପୂର୍ଣ୍ଣିଆ ସାଂସଦ ପପୁ ଯାଦବଙ୍କୁ ଲରେନ୍ସ ଗ୍ୟାଙ୍ଗ ତରଫରୁ ପୁଣି ଥରେ ଏଭଳି…
ଡିସେମ୍ବର ୫ରେ ଶପଥ ନେବେ ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ। ୨ ତାରିଖରେ ବିଧାୟକ ଦଳ ବୈଠକ ପରେ ୫ରେ ଶପଥ ସମାରୋହ ନେଇ ବିଶେଷ ସୂତ୍ରରୁ ସୂଚନା ମିଳିଛି। ତେବେ ମୁଖ୍ୟମନ୍ତ୍ରୀ କିଏ ହେବେ, ତା ଉପରୁ ଏଯାଏଁ ପରଦା ହଟିନି।…
ମଣିପୁରରେ ଜାତିଗତ ବିବାଦ ଏବଂ ହିଂସା ଥମିବାର ନାଁ ଧରୁନି। ରାଜ୍ୟରେ ସାମ୍ପ୍ରତିକ ହିଂସା ମଧ୍ୟରେ ଥାନା ଏବଂ ବିଧାୟକଙ୍କ ବାସଭବନ ଉପରେ ଆକ୍ରମଣ ଅଭିଯୋଗରେ ୮ ଜଣଙ୍କୁ ଗିରଫ କରାଯାଇଥିବା ଶନିବାର ଏକ ବିବୃତ୍ତିରେ କହିଛି ପୁଲିସ। ରାଜ୍ୟରେ ଏକାଧିକ…
ମସ୍କୋ : ରୁଷିଆ-ୟୁକ୍ରେନ ଯୁଦ୍ଧରେ କିଛି ବଡ ଘଟଣା ଘଟିବାକୁ ଯାଉଛି କି? ଗୁରୁବାର ରାତିରେ ୟୁକ୍ରେନର ରାଜଧାନୀ କ୍ୱିଭ ଉପରେ ହୋଇଥିବା ମାରାତ୍ମକ ଆକ୍ରମଣ ମଧ୍ୟରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜୀବନ…
ଭୁବନେଶ୍ୱର : ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପହଞ୍ଚିବା ପରେ ସେ ଏୟାରପୋର୍ଟରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ଭାଷଣ ଆରମ୍ଭରୁ ସେ ଓଡ଼ିଆରେ ଜୟ ଜଗନ୍ନାଥ କହି ଭାଷଣ ଆରମ୍ଭ କରିଛନ୍ତି। ଭାଷଣ ମଝିରେ ମୋଦି ବିରୋଧୀଙ୍କୁ ନିଶାନା…
ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପହଞ୍ଚିବା ପରେ ସେ ଏୟାରପୋର୍ଟରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ଭାଷଣ ଆରମ୍ଭରୁ ସେ ଓଡ଼ିଆରେ ସମ୍ବୋଦନ କରିଛନ୍ତି। ଓଡ଼ିଆରେ ଅଭିଭାଷଣ ଆରମ୍ଭ କରିଛନ୍ତି ମୋଦି। ସମସ୍ତଙ୍କୁ ଓଡ଼ିଆରେ ଶୁଭେଚ୍ଛା ଜଣାଇଛନ୍ତି। ସେ…