ତୃତୀୟ ଦିନରେ ବି ଚାଲି ପାରିଲାନି ସଂସଦର ଶୀତ ଅଧିବେଶନ

ନୂଆଦିଲ୍ଲୀ: ତୃତୀୟ ଦିନରେ ବି ଚାଲି ପାରିଲାନି ସଂସଦର ଶୀତ ଅଧିବେଶନ । ଆରମ୍ଭରୁ ଅଚଳ ହେଲା ଗୃହକାର୍ୟ୍ୟ । ଆଦାନୀ ଝଡରେ ବିରୋଧୀଙ୍କ ପ୍ରବଳ ହଙ୍ଗାମା ହୋ ହାଲ୍ଲାରେ କମ୍ପିଲା ଗୃହ । ଗୁରୁବାର ଯାଏ ଉଭୟ ଲୋକସଭା ଓ…

Continue reading
ଭୟଙ୍କର ସଡ଼କ ଦୁର୍ଘଟଣା, ୬ ମୃତ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର କନୌଜ ଜିଲ୍ଲା। ଆଜି ଭୋରୁ ଆଗ୍ରା ଲକ୍ଷ୍ନୌ ଏକ୍ସପ୍ରେସ୍‌ଓ୍ୱରେ ଏକ ସ୍କର୍ପିଓ କାର୍‌ ଦ୍ରୁତ ଗତିରେ ଆସି ଡିଭାଇଡର୍‌ରେ ପିଟ ହୋଇ ରାସ୍ତା ଆର ପାର୍ଶ୍ୱକୁ ଚାଲିଯାଇଥିଲା। ଏହାପରେ ସାମ୍ନା ପଟୁ ଆସିଥିବା ଏକ ଟ୍ରକ୍‌ ସହ ମୁହାଁମୁହିଁ…

Continue reading
ସରକାରଙ୍କ ବଡ଼ ଘୋଷଣା, ୬୦ବର୍ଷ ବୟସ୍କଙ୍କୁ ପ୍ରତିମାସରେ ମିଳିବ ବାର୍ଦ୍ଧକ୍ୟ ଭତ୍ତା

ନୂଆଦିଲ୍ଲୀ: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । ବିଶେଷକରି ବରିଷ୍ଠ ଜନସାଧାରଣଙ୍କ ପାଇଁ ସରକାର କରିଛନ୍ତି ବଡ଼ ଘୋଷଣା। ବାର୍ଦ୍ଧକ୍ୟ ଭତ୍ତା ନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ବାର୍ଦ୍ଧକ୍ୟ ଭତ୍ତାକୁ ୨୫୦୦ ଟଙ୍କା ବଢାଇଛନ୍ତି ସରକାର। ସରକାର ୮୦…

Continue reading
ମାଛଧରା ଡଙ୍ଗାରୁ ୫ ଟନ୍ ଡ୍ରଗ୍ସ ଜବତ

ନୂଆଦିଲ୍ଲୀ: ଭାରତୀୟ ତଟରକ୍ଷୀଙ୍କୁ ଏକ ବଡ଼ ସଫଳତା ମିଳିଛି। ଆଣ୍ଡାମାନରୁ ୫ ଟନର ଡ୍ରଗ୍ସ ଜବତ କରିଛନ୍ତି ତଟରକ୍ଷୀ ବାହିନୀ। ଏକ ମାଛଧରା ଡଙ୍ଗାରେ ଚାଲାଣ ବେଳେ ହୋଇଥିଲା ଚଢାଉ। ଆଜି ଆଣ୍ଡାମାନ ଦ୍ୱୀପ ନିକଟରେ ଲାଗିଥିବା ବୋଟ୍ ଓ ଜାହାଜର…

Continue reading
ଇସ୍ରାଏଲ ଉପରେ ୨୫୦ଟି ରକେଟ ମାଡ଼ କଲା ହେଜବୁଲା

କିଛି ଦିନ ପରେ ପୁଣି ଇସ୍ରାଏଲ ଏବଂ ହେଜବୁଲ୍ଲା ମୁହାଁମୁହିଁ। ଇସ୍ରାଏଲ ଉପରେ ୨୫୦ଟି ରକେଟ ମାଡ଼ କରିଛି ଇରାନ ସମର୍ଥିତ ସଂଗଠନ ହେଜବୁଲ୍ଲା। ଇସ୍ରାଏଲ ହେଜବୁଲ୍ଲାର ଦକ୍ଷିଣ ବେରୁଟ ଅଞ୍ଚଳ ଉପରେ ଆକ୍ରମଣ କରିବା ପରେ ପାଲଟା ଜବାବ ଦିଆଯାଇଥିବା…

Continue reading
ବାଂଲାଦେଶରେ ହିନ୍ଦୁ ନେତା ଚିନ୍ମୟ ପ୍ରଭୁ ଗିରଫ, ଦେଶଦ୍ରୋହ ମାମଲା

ବାଂଲାଦେଶରେ ହିନ୍ଦୁ ନେତା ତଥା ଇସ୍କନ ସଦସ୍ୟ ଚିନ୍ମୟ କୃଷ୍ଣ ଦାସ ପ୍ରଭୁଙ୍କୁ ଗିରଫ କରାଯାଇଥିବା ନେଇ ଏକ ରିପୋର୍ଟ ସାମ୍ନାକୁ ଆସିଛି। ସେ ବାଂଲାଦେଶରେ ହେଉଥିବା ହିନ୍ଦୁ ବିରୋଧୀ ହିଂସାକୁ କ୍ରମାଗତ ଭାବେ ବିରୋଧ କରିବା ସହ ନିକଟରେ ହିନ୍ଦୁଙ୍କ…

Continue reading
ମାଛଧରା ଡଙ୍ଗାରୁ ୫ଟନ୍ ଡ୍ରଗସ୍ ଜବତ

ଭାରତୀୟ ତଟରକ୍ଷୀଙ୍କୁ ଏକ ବଡ଼ ସଫଳତା ମିଳିଛି। ଆଣ୍ଡାମାନରୁ ୫ ଟନର ଡ୍ରଗ୍ସ ଜବତ କରିଛନ୍ତି ତଟରକ୍ଷୀ ବାହିନୀ। ଏକ ମାଛଧରା ଡଙ୍ଗାରେ ଚାଲାଣ ବେଳେ ହୋଇଥିଲା ଚଢାଉ। ଆଜି ଆଣ୍ଡାମାନ ଦ୍ୱୀପ ନିକଟରେ ଲାଗିଥିବା ବୋଟ୍ ଓ ଜାହାଜର ତଲାସୀ…

Continue reading
ଜେଡ୍ ଇଷ୍ଟେଟ ମାଲିକଙ୍କ ବୟାନ ଉପରେ ସତ ଖୋଜିଲା ଇଡି

ଜେଡ୍ ଇଷ୍ଟେଟସ୍ ପ୍ରାଇଭେଟ୍ ଲିମିଟେଡ୍ କମ୍ପାନୀର ପରିଚାଳନା ନିର୍ଦ୍ଦେଶକ ତପନ କୁମାର ମହାନ୍ତିଙ୍କୁ ଗଣମାଧ୍ୟମରେ ବୟାନ ଦେବା ମହଙ୍ଗା ପଡ଼ିଛି । ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଏକ ପ୍ରେସ୍ ରିଲିଜ୍ ମାଧ୍ୟମରେ ଫେମା ଆକ୍ଟ ଉଲ୍ଲଘଂନ ଅଭିଯୋଗରେ ଜେଡ୍ ଇଷ୍ଟେଟସ୍ କମ୍ପାନୀର…

Continue reading
ଦିଲ୍ଲୀରେ ପ୍ରଦୂଷଣ ପାଇଁ ଟ୍ରାଫିକ ପୋଷ୍ଟ ଜଗୁ ନାହାନ୍ତି ପୋଲିସ

ଦେଶର ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ଅତି ସାଂଘାତିକ ସ୍ଥିତିରେ ରହିଛି। ବାୟୁ ଗୁଣବତ୍ତା ସୂଚକାଙ୍କ ଅତି ନିମ୍ନ ସ୍ତରରେ ଥିବାରୁ ସହରରେ ଗ୍ରେଡେଡ୍ ରେସପନ୍ସ ଆକ୍ସନ ପ୍ଲାନ ଚତୁର୍ଥ ଚରଣ (GRAP-4) ଜାରି କରାଯାଇଛି। ସ୍ଥିତିକୁ ଦୃଷ୍ଟିରେ ରଖି ନିର୍ମାଣ…

Continue reading
ଆଦାନୀ ଗ୍ରୁପର ଶହେ କୋଟି ଟଙ୍କା ଫେରାଇବେ ତେଲେଙ୍ଗାନା ସରକାର

ଆମେରିକାର କୋର୍ଟ ଗୌତମ ଆଦାନୀଙ୍କ ବିରୁଦ୍ଧରେ ଗିରଫ ୱାରେଣ୍ଟ ଜାରି କରିବା ପରେ ଆଦାନୀ ଗ୍ରୁପର ଦାନ ନେବାକୁ ବି ମନା କରିଦେଇଛନ୍ତି ତେଲାଙ୍ଗାନାର କଂଗ୍ରେସ ସରକାର। ୟଙ୍ଗ ଇଣ୍ଡିଆ ସ୍କିଲ୍ସ ୟୁନିଭରସିଟି ପାଇଁ ଆଦାନୀ ଗ୍ରୁପ୍ ଦେଇଥିବା ୧୦୦କୋଟି ଟଙ୍କାର…

Continue reading