ଚରମ ସୀମାରେ ଦିଲ୍ଲୀ ପ୍ରଦୂଷଣ

ଦେଶର ରାଜଧାନୀ ଦିଲ୍ଲୀରେ ବାୟୁର ମାନ ସୋମବାର ଆହୁରି ଖରାପ ହୋଇଛି। ସ୍ଥିତି ଅତ୍ୟନ୍ତ ଗମ୍ଭୀର ହୋଇପଡ଼ିଛି। କାରଣ ସୋମବାର ଦିଲ୍ଲୀରେ ବାୟୁର ଗୁଣବତ୍ତା ସୂଚକାଙ୍କ(AQI) ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ଏଠାରେ ଆଜି ଏକ୍ୟୁଆଇ ୪୯୩ ରହିଛି। ଚଳିତ ଋତୁରେ ଏହା…

Continue reading
ମଣିପୁର ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ଏନପିପି

ନୂଆଦିଲ୍ଲୀ: ମଣିପୁରରେ ଚାଲିଥିବା ହିଂସା ମଧ୍ୟରେ ବିଜେପି ସରକାରରୁ ସମର୍ଥନ ପ୍ରତ୍ୟାହାର କଲା ନ୍ୟାସନାଲ ପିପୁଲ୍ସ ପାର୍ଟି (ଏନପିପି)। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଏକ ଚିଠି ଲେଖି ସମର୍ଥନ ପ୍ରତ୍ୟାହାର କରିବାକୁ ଘୋଷଣା କରିଛି ଏନପିପି। ମଣିପୁରରେ ମୁଖ୍ୟମନ୍ତ୍ରୀ…

Continue reading
ପୁଣି ଅଶାନ୍ତ ପଶ୍ଚିମବଙ୍ଗ

ନୂଆଦିଲ୍ଲୀ: ପୁଣି ଅଶାନ୍ତ ପଶ୍ଚିମବଙ୍ଗ। ଏଠାକାର ମୁର୍ସିଦାବାଦ ଜିଲ୍ଲା ପୁଣି ଥରେ ସାମ୍ପ୍ରଦାୟିକ ହିଂସାକୁ ନେଇ ଚର୍ଚ୍ଚାକୁ ଆସିଛି। ମୁର୍ସିଦାବାଦର ବେଲଡାଙ୍ଗା ଅଞ୍ଚଳରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଯାହା ପରେ କର୍ତ୍ତୃପକ୍ଷଙ୍କୁ ଉକ୍ତ ଅଞ୍ଚଳରେ କର୍ଫ୍ୟୁ ଲାଗୁ କରିଛି।…

Continue reading
ଦଳ ଛାଡ଼ିଲେ କୈଳାଶ ଗେହଲଟ

ଆଗକୁ ଦିଲ୍ଲୀ ବିଧାନସଭା ନିର୍ବାଚନ। ତେବେ ଏହା ପୂର୍ବରୁ ଅରବିନ୍ଦ କେଜ୍ରିଓ୍ୱାଲଙ୍କ ଆମ୍‌ ଆଦମୀ ପାର୍ଟିକୁ ଲାଗିଛି ଜୋରଦାର ଝଟ୍‌କା। ଦଳ ଛାଡ଼ିଲେ ଦିଲ୍ଲୀ ସରକାରର ପରିବହନ ମନ୍ତ୍ରୀ କୈଳାଶ ଗେହଲଟ। ସେ ନିଜ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। କେବଳ…

Continue reading
ଇସ୍ତଫା ଦେଲେ ଦିଲ୍ଲୀ ମନ୍ତ୍ରୀ

ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟିକୁ ରବିବାର ବଡ଼ ଝଟ୍‌କା ଲାଗିଛି। ଦିଲ୍ଲୀର ପରିବହନ ମନ୍ତ୍ରୀ ତଥା ଆପ୍‌ ନେତା କୈଳାଶ ଗେହଲଟ୍‌ ଦଳରୁ ଇସ୍ତଫା ଦେଇଛନ୍ତି। ଆପ୍‌ର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍ରିଓ୍ବାଲଙ୍କ ନିକଟକୁ ସେ ନିଜ ଇସ୍ତଫା ପତ୍ର ପଠାଇଛନ୍ତି।

Continue reading
ଜନ୍ମମାଟିର ମୋହ ବର୍ଷାକୁ ଓଡ଼ିଶା ଟାଣି ଆଣିଛି

ଜନ୍ମମାଟିର ମୋହ ବର୍ଷାଙ୍କୁ ଇଟାଲୀରୁ ଓଡିଶାକୁ ଟାଣିଆଣିଛି। ଇଟାଲୀରେ ରହି ମଧ୍ୟ ସେ ଓଡ଼ିଶା ଓ କଟକକୁ ଭୁଲି ନାହାଁନ୍ତି। ନିଜ ସାଙ୍ଗସାଥୀ ତଥା ଯେଉଁଠାରେ ବଢିଥିଲେ ସେହି ପରିବେଶର ମୋହ ସୁଦୂର ଇଟାଲୀରୁ ତାଙ୍କୁ ଟାଣିଆଣିଛି। ୨୦୧୨ ମସିହାରେ ଇଟାଲୀର…

Continue reading
ଶିଶୁ ୱାର୍ଡରେ ଅଗ୍ନିକାଣ୍ଡ:୧୦ ଶିଶୁ ଜୀବନ୍ତ ଦଗ୍ଧ

ଉତ୍ତରପ୍ରଦେଶ: ଗତରାତିରେ ଉତ୍ତରପ୍ରଦେଶର ଝାନସୀ ମେଡିକାଲ କଲେଜର ଶିଶୁ ୱାର୍ଡରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବା ବେଳେ ୧୦ ଶିଶୁ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି। ଏହି ଅଗ୍ନିକାଣ୍ଡରେ ବହୁ ଶିଶୁ ଜଳି ଗୁରୁତର ହୋଇପଡ଼ିଛନ୍ତି। ଏହି ଘଟଣାକୁ ଅତି ଗୁରୁତର ସହ…

Continue reading
ଏକ୍ସପ୍ରେସ ଟ୍ରେନରେ ଲାଗିଲା ନିଆଁ

ଭଦ୍ରକ: ଏକ୍ସପ୍ରେସ୍ ଟ୍ରେନରେ ନିଆଁ ଲାଗିଯାଇଛି। ଭଦ୍ରକରେ ରମ୍ଭିଳା ନିକଟରେ କନ୍ୟାକୁମାରୀ-ଦିବ୍ରୁଗଡ଼ ବିବେକ ଏକ୍ସପ୍ରେସରେ ନିଆଁ ଲାଗିଯାଇଥିବା ଜଣାପଡ଼ିଛି। ରେଲୱେ କର୍ମଚାରୀଙ୍କ ଦ୍ୱାରା ନିଆଁକୁ ଆୟତ୍ତ କରାଯାଇଛି। ଏଥିରେ କାହାର କିଛି କ୍ଷତି ହୋଇନାହିଁ। ଏକ୍ସପ୍ରେସଟି ଟ୍ରେନଟି ଦିବ୍ରୁଗଡ଼ରୁ କନ୍ୟାକୁମାରୀ ଯାଉଥିଲା।…

Continue reading
ଦୁର୍ଘଟଣା: ବର କନ୍ୟାଙ୍କ ସମେତ ୭ ମୃତ

ନୂଆଦିଲ୍ଲୀ: ସଡ଼କ ଦୁର୍ଘଟଣାରେ ଚାଲିଗଲା ୭ ଜୀବନ । ମୃତକଙ୍କ ମଧ୍ୟରେ ବରକନ୍ୟା ଥିବା ଜଣାଯାଇଛି। ଫଳରେ ଜୀବନର ନୂତନ ଅଧ୍ୟାୟ ଆରମ୍ଭ ପୂର୍ବରୁ ଦୁର୍ଘଟଣାରେ ସେମାନଙ୍କ ଜୀବନ ଦୀପ ଲିଭି ଯାଇଛି।ଏପରି ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଉତ୍ତରପ୍ରଦେଶର ବିଜନୌରରେ…

Continue reading
ବାୟୁ ପ୍ରଦୂଷଣ:ଦିଲ୍ଲୀରେ ପ୍ରାଥମିକ ବିଦ୍ୟାଳୟ ବନ୍ଦ

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ସ୍ଥିତି ସାଂଘାତିକ ରୂପ ଧାରଣ କରିଛି। ଗୁରୁବାର ଦିଲ୍ଲୀର ଅଧିକାଂଶ ଅଞ୍ଚଳରେ ଏକ୍ୟୁଆଇ (ବାୟୁ ମାନକ ସ୍ଥିତି) ୪୦୦-୪୫୦ ରେକର୍ଡ କରାଯାଇଛି। ଏହି ପରିପ୍ରେକ୍ଷୀରେ ପ୍ରଦୂଷଣ ରୋକିବାକୁ ରାଜ୍ୟ ସରକାର ବିଭିନ୍ନ ପ୍ରକାର ପ୍ରତିଷେଧାତ୍ମକ…

Continue reading