ସାମ୍ବାଦିକ ସମ୍ମିଳନୀରେ ଟଳିପଡିଲେ କଂଗ୍ରେସ ନେତା

ବେଙ୍ଗାଲୁରୁ : ବେଙ୍ଗାଲୁରୁ ପ୍ରେସ କ୍ଲବରେ ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରୁଥିବା ବେଳେ ଜଣେ କଂଗ୍ରେସ ନେତାଙ୍କ ମୃତ୍ୟୁ ଘଟିଛି। ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅନୁମତି ପ୍ରଦାନ କରିବାକୁ ନେଇ ରାଜ୍ୟପାଳଙ୍କ ନିଷ୍ପତ୍ତିକୁ ବିରୋଧ କରି ଗଣମାଧ୍ୟମକୁ…

Continue reading