ମହାରାଷ୍ଟ୍ରରେ ସୁଶାସନର ବିଜୟ ହୋଇଛି :ମୋଦି
ନୂଆଦିଲ୍ଲୀ: ମହାରାଷ୍ଟ୍ରରେ ବିଜେପି ନେତୃତ୍ୱାଧୀନ ମହାୟୁତି ମେଣ୍ଟର ବିପୁଳ ବିଜୟ ପରେ ନୂଆଦିଲ୍ଲୀସ୍ଥିତ ବିଜେପି ମୁଖ୍ୟାଳୟରେ ଉତ୍ସବ ମନାଇଛି ଦଳ। ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ଏହି ବିଜୟକୁ ଐତିହାସିକ ବୋଲି ଦର୍ଶାଇଛନ୍ତି। ଏତିକି ନୁହେଁ, ବିଜୟ…













