ଆଦି କର୍ମଯୋଗୀ ଅଭିଯାନରେ ଶ୍ରେଷ୍ଠ ପ୍ରଦର୍ଶନକାରୀ ରାଜ୍ୟ ଓଡ଼ିଶା ଓ ଶ୍ରେଷ୍ଠ ପ୍ରଦର୍ଶନକାରୀ ଜିଲ୍ଲା କେନ୍ଦୁଝର

ଭୁବନେଶ୍ବର, 18/10: ଧରତୀ ଆବା ଜନଜାତୀୟ ଗ୍ରାମ ଉତ୍କର୍ଷ ଯୋଜନା ଅଧିନରେ ଓଡ଼ିଶାର ସର୍ବଶ୍ରେଷ୍ଠ ପ୍ରଦର୍ଶନ । ଭାରତ ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଏହି ସମ୍ମାନ ପ୍ରଦାନ କରିଛନ୍ତି ।…

Continue reading