ଓଡ଼ିଶା ବିଧାନସଭାର ନୂତନ େୱବ୍‌ସାଇଟ୍‌ ଉନ୍ମୋଚିତ

ଭୁବନେଶ୍ୱର, ୦୮/୦୮: ଆଜି ଓଡ଼ିଶା ବିଧାନସଭାର ନୂତନ ୱବ୍‌ସାଇଟ୍‌ ଉନ୍ମୋଚିତ ହୋଇଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗଙ୍କ ଉପସ୍ଥିତିରେ ଏହି େୱବ୍‌ସାଇଟ୍‌କୁ ଉନ୍ମୋଚନ କରି ବାଚସ୍ପତି…

Continue reading
ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ତ୍ଵରିତ ପଦକ୍ଷେପ : ଦିନକରେ ଦିଆଗଲା ଦିବ୍ୟାଙ୍ଗ ପ୍ରମାଣପତ୍ର

ଭୁବନେଶ୍ଵର, ୦୮ / ୦୮: ରାଜ୍ୟ ସରକାର ସବୁ ବର୍ଗର ହିତାଧିକାରୀଙ୍କ ଭଳି ଦିବ୍ୟାଙ୍ଗଙ୍କ ହିତ ପ୍ରତି ପ୍ରାଧାନ୍ୟ ଦେଇ ସଦା ସର୍ବଦା ସମର୍ପିତ ରହି କାର୍ଯ୍ୟ କରୁଛନ୍ତି l ସେହି କ୍ରମରେ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର…

Continue reading