ଡାକ୍ତର ଦେବେନ୍ଦ୍ର ପ୍ରଧାନ ଭାରତୀୟ ରାଜନୀତିର ଏକ ପ୍ରମୁଖ ସ୍ତମ୍ଭ : ରାଜନାଥ ସିଂହ
ଭୁବନେଶ୍ୱର: ଡାକ୍ତର ଦେବେନ୍ଦ୍ର ପ୍ରଧାନ ଥିଲେ ଭାରତୀୟ ରାଜନୀତିର ଏକ ପ୍ରମୁଖ ସ୍ତମ୍ଭ । ସହଜତା, ସରଳତା ଓ ସଠିକ୍ ଭାବ ଡାକ୍ତର ପ୍ରଧାନଙ୍କ କାର୍ଯ୍ୟରେ ପରିଲକ୍ଷିତ ହେଉଥିଲା। ସ୍ଥାନୀୟ କୃଷି ଶିକ୍ଷା ସଦନଠାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ରାଜନେତା…











