କଂଗ୍ରେସ ତା’ର ବିଧାୟକମାନଙ୍କୁ ଲୁଚାଇ ରଖିଛି: ଅଶୋକ ମହାନ୍ତି
ଭୁବନେଶ୍ୱର: କଂଗ୍ରେସ ତା’ର ବିଧାୟକମାନଙ୍କୁ ଲୁଚାଇ ରଖିଛି। ଏମିତି ଏକ ଅଭିଯୋଗ କରିଛନ୍ତି ଭାଜପା ବିଧାୟକ ଅଶୋକ ମହାନ୍ତି। ବିଧାନସଭା ବେଳେ ବିଧାୟକଙ୍କୁ ଲୁଚାଇବା ନିନ୍ଦନୀୟ ବୋଲି ଅଶୋକ କହିଛନ୍ତି। ସେ କହିଛନ୍ତି, କେଉଁଠି ଲୁଚାଇଛନ୍ତି ସେମାନେ କହିପାରିବେ, ଭାଜପା ସମ୍ମୁଖରେ…












