କୋଶଳୀକୁ ରାଜ୍ୟ ଭାଷା ମାନ୍ୟତା ମିଳିବନି
ଭୁବନେଶ୍ବର: କୋଶଳୀକୁ ରାଜ୍ୟ ଭାଷା ମାନ୍ୟତା ମିଳିବନି। ଓଡ଼ିଆ ଭାଷା, ସାହିତ୍ୟ ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଗୃହରେ ଏନେଇ ସ୍ପଷ୍ଟ କରିଛନ୍ତି। ବିଧାନସଭାରେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ୟ୍ୟଙ୍କ ପ୍ରଶ୍ନରେ ଉତ୍ତର ରଖି ମନ୍ତ୍ରୀ ଏହା କହିଛନ୍ତି। ସମ୍ବଲପୁରୀ-କୋଶଳୀ ଭାଷାକୁ…










