ତାରା ବାହିନୀପତି ୭ ଦିନ ପାଇଁ ଗୃହରୁ ନିଲମ୍ବିତ

ଭୁବନେଶ୍ବର : ତାରା ବାହିନୀପତି ୭ ଦିନ ପାଇଁ ଗୃହରୁ ନିଲମ୍ବିତ ହୋଇଛନ୍ତି । ତାରାଙ୍କ ବିଶୃଙ୍ଖଳିତ ଆଚରଣ ପାଇଁ ତାଙ୍କୁ ନିଲମ୍ବନ କରିଛନ୍ତି ବାଚସ୍ପତି । ଗତକାଲି ଗୃହରେ ହଙ୍ଗାମା କରିଥିଲେ ତାରା ବାହିନୀପତି । ବିଧାନସଭାରେ ପ୍ରଶ୍ନୋତ୍ତର କାର୍ୟ୍ୟକ୍ରମ…

Continue reading
ନବୀନଙ୍କୁ ଭେଟିଲେ ଡିଏମକେ ନେତା

ଭୁବନେଶ୍ଵର: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ଡିଏମକେ ପ୍ରତିନିଧି। ଡିଏମକେ ସାଂସଦ ଦୟାନିଧି ମାରନ୍ ଓ ତାମିଲନାଡ଼ୁ ଶିଳ୍ପ ମନ୍ତ୍ରୀ ଟିଆରବି ରାଜା ମଙ୍ଗଳବାର ନବୀନ ନିବାସରେ ନବୀନ ପଟ୍ଟନାୟଙ୍କୁ ଭେଟିଛନ୍ତି ଏବଂ ତାମିଲନାଡୁ…

Continue reading
ରାଜ୍ୟରେ ୧ ଲକ୍ଷ ୪୩ ହଜାର ୬୯୧ କୁଷ୍ଠ ରୋଗୀ

ଭୁବନେଶ୍ୱର: ରାଜ୍ୟରେ ୧ ଲକ୍ଷ ୪୩ ହଜାର ୬୯୧ କୁଷ୍ଠ ରୋଗୀ ଅଛନ୍ତି । ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏଭଳି ଉତ୍ତର ପ୍ରଦାନ କରିଛନ୍ତି । ବିଧାୟକ ଅନନ୍ତ ନାରାୟଣ ଜେନା…

Continue reading
ପୂର୍ବତନ ଏବଂ ବର୍ତ୍ତମାନର ସାଂସଦମାନଙ୍କ ବିରୁଦ୍ଧରେ ମୋଟ ୨୨ଟି ମାମଲା ରୁଜୁ :ମୁକେଶ ମହାଲିଙ୍ଗ

ଭୁବନେଶ୍ବର: ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ୟ୍ୟଙ୍କ ପ୍ରଶ୍ନର ଉତ୍ତରରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଦେଇଥିବା ଲିଖିତ ଉତ୍ତର ଅନୁଯାୟୀ, ପୂର୍ବତନ ଏବଂ ବର୍ତ୍ତମାନର ସାଂସଦମାନଙ୍କ ବିରୁଦ୍ଧରେ ମୋଟ ୨୨ଟି ମାମଲା ରୁଜୁ ହୋଇଛି, ସହିତ ୩୯ଟି ଅପରାଧିକ…

Continue reading
ଆଜି ଜିଲ୍ଲାପାଳଙ୍କ ଅଫିସ ଘେରିବ କଂଗ୍ରେସ

ଭୁବନେଶ୍ୱର: ଆଜି ଜିଲ୍ଲାପାଳଙ୍କ ଅଫିସ ଘେରିବ କଂଗ୍ରେସ । ନାରୀ ନିର୍ୟାତନା ପ୍ରସଙ୍ଗରେ ବିକ୍ଷୋଭ କରିବ ଦଳ । ମହିଳା ନିର୍ୟାତନାକୁ ପ୍ରସଙ୍ଗ କରି ବିଧାନସଭାରେ ଦୁଇ ଦିନ କଂଗ୍ରେସ ହଙ୍ଗାମା କରିବା ପରେ ଶନିବାର ମହିଳା ଦିବସରେ କଳା ପଟି…

Continue reading
ଓଡ଼ିଶାକୁ ଭାଗ ଭାଗ କରିବା କଣ ଓଡ଼ିଆ ଅସ୍ମିତା:ତାରା

ଭୁବନେଶ୍ବର: ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କ ବୟାନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ କଂଗ୍ରେସ ବିଧାୟକ ତାରା ବାହିନୀପତି। ସେ କହିଛନ୍ତି, ଓଡ଼ିଶାକୁ ଭାଗ ଭାଗ କରିବା କଣ ଓଡ଼ିଆ ଅସ୍ମିତା। ଓଡ଼ିଶାକୁ ଭାଗ ଭାଗ କଲା ଭଳି ପ୍ରତିକ୍ରିୟା ସେ…

Continue reading
ଅନନ୍ତ ଦାସଙ୍କ ବିୟୋଗରେ ନବୀନ ପଟ୍ଟନାୟକଙ୍କ ଶୋକ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ ଦାସଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ସ୍ବର୍ଗତ ଦାସ ଜଣେ ଦକ୍ଷ ସଂଗଠକ ଅଭିଜ୍ଞ…

Continue reading
ଅନନ୍ତ ଦାସଙ୍କ ବିୟୋଗରେ ପିସିସି ସଭାପତିଙ୍କ ଶୋକ

ଭୁବନେଶ୍ବର: ଭୋଗରାଇ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ଅନନ୍ତ ଦାସଙ୍କ ବିୟୋଗରେ ପିସିସି ସଭାପତି ଭକ୍ତ ଚରଣ ଦାସ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି କି ଶ୍ରୀ…

Continue reading
ବିଜେପି ସରକାରରେ ମହିଳାଙ୍କ ଆର୍ଥିକ ସ୍ୱାଧୀନତା ଦ୍ୱିଗୁଣିତ ହୋଇଛି: ପ୍ରଭାତୀ ପରିଡ଼ା

ଭୁବନେଶ୍ୱର : ପୂର୍ବରୁ ଅନେକ ଥର ରାଜ୍ୟ କାର୍ୟ୍ୟାଳୟରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଇଛି । ମାତ୍ର ଏଥର ପଥମ ଥର ପାଇଁ ଭାରତୀୟ ଜନତା ପାର୍ଟି ରାଜ୍ୟରେ ଏକାକୀ ସରକାର ଗଠନ କରିବା ପରେ ଏହି ଦିବସ ପାଳନ…

Continue reading
ଆମେ ଓଡ଼ିଶାରେ ମିଶି ଭୁଲ କରିଦେଲୁ:ଜୟନାରାୟଣ

ଭୁବନେଶ୍ୱର: ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କ ବିବାଦୀୟ ବୟାନ । ସମ୍ବଲପୁରରେ ସୁଭଦ୍ରା କାର୍ୟ୍ୟକ୍ରମରେ ଜୟନାରାୟଣ କହିଛନ୍ତି, ଉତ୍କଳ ଓ କୋଶଳର କଥା । କେବଳ ଉତ୍କଳର ଜୟଗାନ ଗାଇବ ଆଉ କୋଶଳର କାହିଁକି ଜୟଗାନ ଗାଇବ ନାହିଁ । ସେ…

Continue reading