ସ୍କୁଲକୁ ଅଣ୍ଡା ଯୋଗାଇ ପାରିଲେନି, କ୍ଷୀର ଯୋଗାଇବେ କିପରି:କଂଗ୍ରେସ
ଭୁବନେଶ୍ବର : ସ୍କୁଲ ପିଲାମାନଙ୍କୁ ମଧ୍ୟାହ୍ନ ଭୋଜନରେ କ୍ଷୀର ଦେବାକୁ ଯୋଜନା କରୁଛନ୍ତି ରାଜ୍ୟ ସରକାର। ଏନେଇ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀମାନଙ୍କୁ ୨୦୦ ମିଲିମିଟର ଭିଟାମିନ…










