ମୁଖ୍ୟମନ୍ତ୍ରୀଙ୍କ କଟାକ୍ଷ:ବିଜେପି ସରକାରର କାର୍ଯ୍ୟ ଶୈଳୀ ଦେଖି ବିରୋଧୀଙ୍କ ମନରେ ଭୟ ଜାଗିଛି
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ନାମ ନ ନେଇ ତାଙ୍କୁ କଟାକ୍ଷ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଆମ ସରକାର କିଛି ଲୋକଙ୍କୁ ବାଧ୍ୟ କରିଦେଲା ଯେ, ସେମାନେ ନିଜ ବିଳାସପୂର୍ଣ୍ଣ ଟାୱାରରୁ ବାହାରି…












