ଶ୍ରଦ୍ଧାର ସହିତ ମସାଜ୍ ନେଉଥିଲେ, ଦଳକୁ ବୁଡ଼ାଇଦେଲେ ଏବେ ବ୍ୟକ୍ତିଙ୍କୁ ବୁଡ଼ାଇବେ: ସୂର୍ଯ୍ୟବଂଶୀ

କିଛିଦିନର ନିରବତା ପରେ ପୁଣିଥରେ ଚର୍ଚ୍ଚାରେ ବିଜେଡିର ଅଘୋଷିତ ସର୍ବେସର୍ବା ଭିକେ ପାଣ୍ଡିଆନ । ତାଙ୍କୁ କଡ଼ା ଭାଷାରେ ସିଧାସଳଖ ଆକ୍ଷେପ କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ରାଜ୍ୟରେ ବିଭିନ୍ନ ପ୍ରସଙ୍ଗ ରହିଥିଲାବେଳେ କିଭଳି ଏକ ଅପ୍ରସଙ୍ଗକୁ ପ୍ରସଙ୍ଗ…

Continue reading
ସୁସ୍ଥ ହୋଇ ସାଂସଦ ପ୍ରତାପ ଷଡ଼ଙ୍ଗୀ ଓଡ଼ିଶା ଫେରିଲେ

ଭୁବ‌ନେଶ୍ବର: ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ସୁସ୍ଥ ହୋଇ ଓଡ଼ିଶା ଫେରିଛନ୍ତି । ସୋମବାର ସେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହି ଘଟଣାକୁ ଅତ୍ୟନ୍ତ ଜଘନ୍ୟ ଓ ନିନ୍ଦନୀୟ ବୋଲି ସେ କହିଛନ୍ତି। ସେ ସାମ୍ୱାଦିକଙ୍କୁ ପ୍ରଶ୍ନ କରିଛନ୍ତି, କୌଣସି ସାଂସଦ ଏଭଳି…

Continue reading
ରାହୁଲ ଗାନ୍ଧିଙ୍କ ଭିଏତନାମ ଟ୍ରିପକୁ ନେଇ ବିଜେପି-କଂଗ୍ରେସ ମୁହାଁମୁହିଁ

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଦେହାନ୍ତ ଯୋଗୁ ଦେଶରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଛି। ଏହି ସମୟରେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ଭିଏତନାମ ଗସ୍ତ କରିଥିବା ବିଜେପି ଅଭିଯୋଗ କରିଛି। ଏହାକୁ ନେଇ କଂଗ୍ରେସ ଓ ବିଜେପି…

Continue reading
୩୧ରେ ୪ ଜିଲ୍ଲା ଯିବେ ନବୀନ

ଭୁବନେଶ୍ୱର: ଆସନ୍ତା ୩୧ ତାରିଖରେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୪ଟି ଜିଲ୍ଲା ଗସ୍ତରେ ଯିବାର କାର୍ଯ୍ୟକ୍ରମ ଧାର୍ଯ୍ୟ ହୋଇଛି । ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ହେଲା ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର । ଅଦିନିଆ ବର୍ଷାରେ…

Continue reading
ମୁଖ୍ୟମନ୍ତ୍ରୀ ସର୍ବଦଳୀୟ ବୈଠକ ଡାକନ୍ତୁ: ରଣେନ୍ଦ୍ର

ଭୁବନେଶ୍ୱର: ଅଦିନିଆ ବର୍ଷାରେ ଚାଷ ଉଜୁଡ଼ିବା ଓ ଚାଷୀ ମୃତ୍ୟୁ ଘଟଣାରେ ବରିଷ୍ଠ ବିଜେଡ଼ି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ସର୍ବଦଳୀୟ ବୈଠକ ଡାକନ୍ତୁ। ଚାଷୀ ସଂଗଠନ ସହ ଆଲୋଚନା କରି ଚାଷୀକୁଳକୁ ଉଦ୍ଧାର…

Continue reading
କ୍ଷେତକୁ ଯିବେ ନବୀନ, କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟିବେ

ଭୁବନେଶ୍ବର: ରାଜ୍ୟରେ ଅମଳ ସମୟରେ ଅଦିନିଆ ବର୍ଷା କ୍ଷୟକ୍ଷତି ଚାଷୀକୂଳକୁ ଅସ୍ତବ୍ୟସ୍ତ କରିଛି । କ୍ଷେତରେ ଅମଳ ଧାନ ପାଣିରେ ଭାସୁଥିବା ବେଳେ ମଣ୍ଡି ଖୋଲିବାରେ ମଧ୍ୟ ବିଳମ୍ବ ହେବାରେ ଲାଗିଛି । ଏହି କାରଣରୁ ଏକାଧିକ ସ୍ଥାନରୁ ଚାଷୀ ଆତ୍ମହତ୍ୟାର…

Continue reading
ମଣ୍ଡି ଅବ୍ୟବସ୍ଥା ସମାଧାନ ପାଇଁ ସର୍ବଦଳୀୟ ବୈଠକ ଡାକ, ଚାଷୀଙ୍କ ସହ ଆଲୋଚନା କର: ରଣେନ୍ଦ୍ର ପ୍ରତାପ ସ୍ବାଇଁ

ଭୁବନେଶ୍ବର: ମଣ୍ଡିରେ ଅବ୍ଯବସ୍ଥା ଓ ଚାଷୀ ଶୋଷଣକୁ ନେଇ ଗଦା ଗଦା ଅଭିଯୋଗ । ଏହାକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ । ସମସ୍ୟାର ସମାଧାନ ପାଇଁ ମୁଖ୍ଯମନ୍ତ୍ରୀ ସର୍ବଦଳୀୟ ବୈଠକ…

Continue reading
କେହି କାହାକୁ ମାଡ଼ ମାରି ନାହାନ୍ତି: ଦେବୀ ରଞ୍ଜନ ତ୍ରିପାଠୀ

କଟକ: ଶଙ୍ଖ ଭବନରେ ଦୁଇ ମହିଳା କର୍ମକର୍ତ୍ତାଙ୍କ ହାତାହାତି ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ । କେହି କାହାକୁ ମାଡ଼ ମାରି ନାହାନ୍ତି। ସେ କହିଛନ୍ତି, ଏହା ଏକ ଛୋଟ ଘଟଣା, ଚେୟାର ଖଣ୍ଡେ ନ…

Continue reading
୩ ବର୍ଷରେ ଅନ୍ୟଦଳକୁ ଭୁଲିଯିବେ: ପୃଥ୍ୱୀରାଜ

ଭୁବନେଶ୍ୱର: ୫ ବର୍ଷ ନୁହେଁ, ମାତ୍ର ୩ ବର୍ଷରେ ଜନସାଧାରଣ ଅନ୍ୟ ଦଳକୁ ଭୁଲିଯିବେ । ବିଭିନ୍ନ ମନ୍ତ୍ରୀମାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଗୁରୁବାର ବିଭିନ୍ନ ଜିଲ୍ଲା ଦାୟିତ୍ୱ ଦେବା ପରେ ଏଭଳି କହିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ…

Continue reading
ସ୍ଥଗିତ ହେଲା ଶାହଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ସ୍ଥଗିତ ରଖାଯାଇଛି । ଆସନ୍ତାକାଲି ଅର୍ଥାତ ଶନିବାର ଅମିତ ଶାହ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ସ୍ଥିର ହୋଇଥିଲା । ୨୮ ତାରିଖ ସନ୍ଧ୍ୟାରେ ଭୁବନେଶ୍ୱର ଆସିଥାନ୍ତେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ…

Continue reading