ସଂସଦରେ ପ୍ରତାପ ଆହତ

ଭୁବନେଶ୍ୱର: ସଂସଦର ସିଢ଼ିରୁ ପଡ଼ିଯାଇଛନ୍ତି ସାଂସଦ ପ୍ରତାପ ଷଡ଼ଙ୍ଗୀ । ଗୃହରେ ଥିବାବେଳେ ସିଢ଼ିରୁ ପଡ଼ିଯାଇଛନ୍ତି ପ୍ରତାପ ଷଡ଼ଙ୍ଗୀ । ରାହୁଲ ଗାନ୍ଧୀ ଠେଲି ଦେବାରୁ ସେ ପଡ଼ିଯାଇଥିବା ଶ୍ରୀ ଷଡ଼ଙ୍ଗୀ କହିଛନ୍ତି । ସେ କହିଛନ୍ତି ଯେ ରାହୁଲ ଗାନ୍ଧୀ…

Continue reading
ବିଜେଡି ପ୍ରତିଷ୍ଠା ଦିବସ ପାଳନ ନେଇ ନବୀନଙ୍କ ଚିଠି

ଭୁବନେଶ୍ବର : ଆସନ୍ତା ୨୬ ତାରିଖରେ ବିଜେଡି ୨୮ ବର୍ଷରେ ପଦାର୍ପଣ କରିବ। ସବୁ ନିର୍ବାଚନମଣ୍ଡଳୀରେ ଦଳର ୨୮ତମ ପ୍ରତିଷ୍ଠା ଦିବସ ପାଳନ କରାଯିବା ନେଇ ଦଳୀୟ କର୍ମକର୍ତ୍ତାଙ୍କୁ ଚିଠି ଲେଖି ବିଜେଡି ସଭାପତି ନବୀନ ପଟ୍ଟନାୟକ ଅବଗତ କରାଇଛନ୍ତି। ଏହା…

Continue reading
ପୁଣି ଓଡ଼ିଶା ଆସିବେ ଅମିତ୍‌ ଶାହ

ଭୁବନେଶ୍ୱର: ପୁଣି ଓଡ଼ିଶା ଆସିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ । ଆସନ୍ତା ୨୯ ତାରିଖରେ ଦୁଇଦିନିଆ ଗସ୍ତରେ ଶାହ ଓଡ଼ିଶାରେ ପହଞ୍ଚିବେ । ସମ୍ବଲପୁରରେ ତାଙ୍କର କାର୍ୟ୍ୟକ୍ରମ ଅଛି । ଏକ ସରକାରୀ କାର୍ୟ୍ୟକ୍ରମରେ ଯୋଗ ଦେବାକୁ ସେ ଆସୁଛନ୍ତି…

Continue reading
‘ଆମ୍ବେଦକର ବିବାଦ’ରେ ସ୍ପଷ୍ଟୀକରଣ ରଖିଲେ ଅମିତ ଶାହ, କହିଲେ- ଇସ୍ତଫା ଦେବିନି

ରାଜ୍ୟସଭାରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସମ୍ବିଧାନ ପ୍ରଣୟତା ବିଆର ଆମ୍ବେଦକରଙ୍କ ସମ୍ପର୍କରେ ଦେଇଥିବା ବୟାନକୁ ନେଇ ରାଜନୀତି ଜୋର ଧରିଛି। ତାଙ୍କ ବୟାନକୁ ବିରୋଧୀ ଜୋରଦାର ବିରୋଧ କରିଛନ୍ତି। ଏପରି କି କଂଗ୍ରେସ ତାଙ୍କର ଇସ୍ତଫା ଦାବି କରିବାରେ ଲାଗିଛି।…

Continue reading
ଦରଦାମ୍ ବୃଦ୍ଧି: ୬ରେ ବିଜେଡିର ଆନ୍ଦୋଳନ

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୬ରେ ଦରଦାମ ବୃଦ୍ଧି ବିରୋଧରେ ବିଜେଡି ଆନ୍ଦୋଳନକୁ ଓହ୍ଲାଇବ। ଦରଦାମ୍ ନିୟନ୍ତ୍ରଣ ନହେଲେ ସାରା ରାଜ୍ୟରେ ଆନ୍ଦୋଳନ ହେବ। ଲୋକସେବା ଭବନ ଆଗରେ ବିକ୍ଷୋଭ ହେବ ବୋଲି ବୁଧବାର ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡି କାର୍ଯ୍ୟକ୍ରମ…

Continue reading
୨୬ରେ ବିଜେଡିର ପ୍ରତିଷ୍ଠା ଦିବସ; କର୍ମକର୍ତ୍ତାଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର: ଡିସେମ୍ବର ୨୬ରେ ବିଜେଡିର ୨୭ତମ ପୂର୍ତ୍ତି ସହ ୨୮ତମ ପ୍ରତିଷ୍ଠା ଦିବସ ସବୁ ନିର୍ବାଚନ ମଣ୍ଡଳୀରେ ପାଳନ କରାଯିବ। ଏଥିପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି କର୍ମକର୍ତ୍ତାଙ୍କୁ ଚିଠି ଲେଖି ସାମିଲ ହେବାକୁ ଅପିଲ କରିଛନ୍ତି। ଏହାସହ ଆଗକୁ…

Continue reading
ଏକ ରାଷ୍ଟ୍ର ଏକ ନିର୍ବାଚନ: ପ୍ରିୟଙ୍କାଙ୍କୁ ମିଳିଲା ବଡ଼ ଦାୟିତ୍ୱ

କେନ୍ଦ୍ର ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ମଙ୍ଗଳବାର ଲୋକ ସଭାରେ ଏକ ରାଷ୍ଟ୍ର ଏକ ନିର୍ବାଚନ ପାଇଁ ୧୨୯ତମ ସମ୍ବିଧାନ ସଂଶୋଧନ ବିଲ ଆଗତ କରିଛନ୍ତି। ବିଲ୍‌ ଉପସ୍ଥାପନ ହେବା ପରେ ସଂସଦରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ଫଳସ୍ବରପ ସରକାରଙ୍କୁ…

Continue reading
ସଂସଦରେ ସରକାର ବିରୋଧୀ ମୁହାଁମୁହିଁ, ଏପଟେ ରାହୁଲଙ୍କୁ ଭେଟିଲେ ମୋଦି

ସଂସଦରେ ସରକାର ଏବଂ ବିରୋଧୀଙ୍କ ମଧ୍ୟରେ ଜୋରଦାର ହଙ୍ଗାମା ଜାରି ରହିଛି। ଏହାରି ଭିତରେ ପ୍ରଧାନମନ୍ତ୍ରୀ ମୋଦି ବିରୋଧୀ ଦଳ ନେତା ତଥା କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କୁ ସାକ୍ଷାତ କରିଛନ୍ତି। ଯାହାକୁ ନେଇ ରାଜନୀତି ସରଗରମ ହୋଇଛି। ମୋଦି କଂଗ୍ରେସ…

Continue reading
ଗଞ୍ଜାମରେ ଥମୁନି ବିଜେଡ଼ିର ଗୋଷ୍ଠୀ କନ୍ଦଳ

ଭୁବନେଶ୍ୱର: ଗଞ୍ଜାମରେ ଥମୁନି ବିଜେଡ଼ିର ଗୋଷ୍ଠୀ କନ୍ଦଳ । ଯେତେ ଯୋଡ଼ିବାକୁ ଚେଷ୍ଟା କଲେ ବି ଜଳଜଳ ଦିଶୁଛି ଦଳ ଭିତରେ ଫାଟ । କିଛିଦିନ ପୂର୍ବରୁ ବ୍ରହ୍ମୁପୁର ମେୟର ସଂଘମିତ୍ରା ଦଳେଇଙ୍କ ବିରୋଧରେ ୨୫ କର୍ପୋରେଟର ଏକାଠି ହୋଇ ପ୍ରେମମିଟ…

Continue reading
ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଲେ ୭ ବିଜେଡି ସାଂସଦ

ଭୁବନେଶ୍ୱର : ପୂର୍ବତଟ ରେଳବାଇରୁ ୱାଲଟିୟରକୁ କାଢ଼ି ନେବା ନିଷ୍ପତ୍ତି ବିରୋଧରେ କେନ୍ଦ୍ର ରେଳମନ୍ତ୍ରୀଙ୍କ ନିକଟରେ ଦୃଢ଼ ପ୍ରତିବାଦ କରିଛି ବିଜେଡି। ଏହି ପ୍ରସଙ୍ଗରେ ବିଜେଡିର ସମସ୍ତ ରାଜ୍ୟସଭା ସାଂସଦ ରେଳମନ୍ତ୍ରୀଙ୍କୁ ଭେଟି ନିଷ୍ପତ୍ତିର ପୁନର୍ବିଚାର କରିବା ନିମନ୍ତେ ଦାବିପତ୍ର ପ୍ରଦାନ…

Continue reading