ପୋଲାଭରମ୍ ପ୍ରକଳ୍ପ: ମୋଟୁରୁ ଦିଲ୍ଲୀ ଯାଏଁ ବିଜେଡି କରିବ ଆନ୍ଦୋଳନ
ଭୁବନେଶ୍ବର: ଆନ୍ଧ୍ର ସରକାରଙ୍କ ଦ୍ବାରା ନିର୍ମାଣାଧୀନ ପୋଲାଭରମ ପ୍ରକଳ୍ପ ଯୋଗୁଁ ମାଲକାନଗିରି ଜିଲ୍ଲାର ମୋଟୁ ଅଞ୍ଚଳର କିଛି ପଞ୍ଚାୟତ କ୍ଷତିଗ୍ରସ୍ତ ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଏହି ପ୍ରକଳ୍ପ ପାଇଁ ହେବାକୁ ଥିବା କ୍ଷତିକୁ ବିରୋଧ କରି ବିଜେଡି ଏକ ବିଶାଳ…












