ବିଜେପିକୁ ନବୀନ ମଧ୍ୟ ପଳାଇ ଆସିବେ: ଜୟନାରାୟଣ

ଭୁବନେଶ୍ୱର: ବରିଷ୍ଠ ବିଜେପି ବିଧାୟକ ଜୟନାରାୟଣ ମିଶ୍ର ପୁଣି ବିଜୁ ଜନତା ଦଳକୁ ତାଚ୍ଛଲ୍ୟ କରିଛନ୍ତି । ସେ କହିଛନ୍ତି ଯେ ବିଜେଡି ଭାଙ୍ଗିଯାଉ ବୋଲି ବିଜେପି ଚାହୁଁନାହିଁ । ଦଳଟା ଥାଉ, ଶତ୍ରୁ ବଞ୍ଚି ଥାଆନ୍ତୁ । ଆଉ ଅପମାନିତ…

Continue reading
ଜାନୁଆରୀରେ ରାଜ୍ୟ ବିଜେପିର ନୂଆ ସଭାପତି ନିର୍ବାଚନ

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ମାସରେ ରାଜ୍ୟ ବିଜେପିର ନୂଆ ସଭାପତି ପାଇଁ ନିର୍ବାଚନ ହେବ । ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର ଏନେଇ ଗୁରୁବାର ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ବିଜେପି ଏକ ଗଣତାନ୍ତ୍ରିକ ଦଳ ।…

Continue reading
ବିଜେଡି ଇତିହାସ ଶେଷ ହୋଇଯିବ: ହିମନ୍ତ ବିଶ୍ୱଶର୍ମା

ଭୁବନେଶ୍ୱର: ନିର୍ବାଚନ ପୂର୍ବରୁ ଓଡ଼ିଶା ଆସି ବିଜେଡି ଉପରେ ବର୍ଷୁଥିଲେ । ଆଉ ଏବେ ନିର୍ବାଚନ ପରେ ବି ଓଡ଼ିଶା ଆସି ବିଜେଡି ଉପରେ ବର୍ଷୁଛନ୍ତି । ଆମେ କହୁଛୁ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା । ଦୁଇ ଦିନିଆ ଓଡ଼ିଶା…

Continue reading
ଫାୟାରମ୍ୟାନ୍‌ ଓ ପୋଲିସ୍‌ ଏସଆଇ ନିଯୁକ୍ତିରେ ଦୁର୍ନୀତିର ଗନ୍ଧ: ବିଜେଡି

ଭୁବନେଶ୍ୱର: ରାଜ୍ୟ ବିଜେପି ସରକାରଙ୍କ ବିଭିନ୍ନ ପ୍ରସଙ୍ଗରେ ବିଫଳତା ତାଲିକା ଦିନକୁ ଦିନ ଲମ୍ୱା ହୋଇ ଚାଲିଥିବା ବେଳେ ରାଜ୍ୟ ପୋଲିସ୍‌ ବିଭାଗରେ ଫାୟାରମ୍ୟାନ ଭାବେ ୯୪୧ ଜଣଙ୍କୁ ନିଯୁକ୍ତି ଦିଆଯିବା ପ୍ରକ୍ରିୟା ଏକ ଗୁଜୁରାଟ କମ୍ପାନୀ ମାଧ୍ୟମରେ ହୋଇଥିବା ବେଳେ…

Continue reading
ପୁଣି ଦଳୀୟ ବିଧାୟକଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ

ଭୁବନେଶ୍ବର: ବୁଧବାର ନବୀନ ନିବାସରେ ପାଖାପାଖି ୪୦ ମିନିଟ ଧରି ବିଧାୟକମାନଙ୍କ ସହିତ ଆଲୋଚନା କରିଥିଲେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜେଡି ଉପସଭାପତି ଦେବୀ ମିଶ୍ର, ବିଜେଡ଼ି ନେତା ଅତନୁ ସବ୍ୟସାଚୀ ନାୟକ ମଧ୍ୟ ବୈଠକରେ ଉପସ୍ଥିତ ଥିଲେ। ବିଧାନସଭା…

Continue reading
ନିର୍ଦ୍ବନ୍ଦ୍ବରେ ରାଜ୍ୟସଭା ଯିବେ ସୁଜିତ

ଭୁବନେଶ୍ୱର: ମମତା ମହାନ୍ତ ଏବଂ ସୁଜିତ କୁମାରଙ୍କ ପରେ ବିଜେପିରେ ସାମିଲ ହେବାକୁ କିଏ ଅଛନ୍ତି ରେସରେ ? ରାଜ୍ୟରେ ଦଳବଦଳ ରାଜନୀତି ଜୋର ଧରିଥିବାବେଳେ ମମତା ମହାନ୍ତଙ୍କ ପରେ ସୁଜିତ କୁମାର ବିଜେଡି ଛାଡି ବିଜେପିରେ ସାମିଲ ହୋଇଛନ୍ତି ।…

Continue reading
ରାଜ୍ୟସଭାରେ ସାର ପ୍ରସଙ୍ଗ ଉଠାଇଲେ ମାନସ ମଙ୍ଗରାଜ

ଭୁବନେଶ୍ବର: ରାଜ୍ୟସଭାରେସାର ପ୍ରସଙ୍ଗ ଉଠାଇଥିଲେ ବିଜେଡି ସାଂସଦ ମାନସ ମଙ୍ଗରାଜ। ସେ ପ୍ରଶ୍ନ କରିଛନ୍ତି, ଓଡ଼ିଶାରେ ସାରର ସୁଷମ ବଣ୍ଟନ ପାଇଁ ସରକାରଙ୍କ ପକ୍ଷରୁ କୌଣସି ଡିଜିଟାଲ ପ୍ଲାଟଫର୍ମ ଆରମ୍ଭ ହୋଇଛି କି । ଯଦି କରାଯାଇଛି, ସେହି ପ୍ଲାଟଫର୍ମଗୁଡ଼ିକର ବିବରଣୀ…

Continue reading
ଟଙ୍କଧର କହିଲେ ନବୀନ ଛଦ୍ମବେଶୀ

ମିଶନ ଶକ୍ତି ମହିଳାଙ୍କ ବକେୟା ଦରମାକୁ ନେଇ ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି ଶାସକ ଓ ବିରୋଧୀ। ବିରୋଧୀ ବିଜେଡି ସହ ସ୍ୱର ମିଳାଇ କଂଗ୍ରେସ ଆଜି ଗୃହରେ ମିଶନ ଶକ୍ତି ମହିଳାଙ୍କ ବକେୟା ଦରମା ପ୍ରସଙ୍ଗରେ ଆଲୋଚନା ଦାବି କରି ହଟ୍ଟଗୋଳ…

Continue reading
ସମ୍ବିଧାନ ବିତର୍କରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭାରତୀୟ ସମ୍ବିଧାନର ୭୫ ବର୍ଷ ପୂର୍ତ୍ତି ଅବସରରେ ଗୋଟିଏ ବିତର୍କ ଲୋକସଭାରେ ହେବ। ଆସନ୍ତା ୧୩ ଓ ୧୪ ଦୁଇ ଦିନ ଧରି ବିଭିନ୍ନ ଦଳର ସଦସ୍ୟ ସମ୍ବିଧାନ ଉପରେ ହେବାକୁ ଥିବା ବିତର୍କରେ ଭାଗ ନେଇ ନିଜର ମତ ରଖିବେ।…

Continue reading
ବୈଜୟନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ପବ୍ଲିକ ଅଣ୍ଡର ଟେକିଙ୍ଗ କମିଟିର ବଡ଼ ବୈଠକ

ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ପବ୍ଲିକ୍ ଅଣ୍ଡରଟେକିଂ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ନୂଆଦିଲ୍ଲୀରେ ଅନୁଷ୍ଠିତ ହୋଇଛି। ଦେଶର ଗୁରୁତ୍ୱପୂର୍ଣ୍ଣ କମିଟି ଗୁଡ଼ିକ ମଧ୍ୟରୁ ପବ୍ଲିକ ଅଣ୍ଡରଟେକିଂ କମିଟି ଅନ୍ୟତମ। ସାଂସଦ ବୈଜୟନ୍ତ…

Continue reading