‘ଓଡ଼ିଶାରେ ଚାହିଦା ଠାରୁ ଅଧିକ ପିଆଜ ଉପôାଦନ’

ଭୁବନେଶ୍ୱର: ଓଡ଼ିଶାରେ ଆବଶ୍ୟକତା ଠାରୁ ଅଧିକ ପିଆଜ ଉପôାଦନ ହେଉଛି । ବୁଧବାର ବିଧାନସଭାରେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନର ଉତ୍ତର ରଖି କୃଷିମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ସୂଚନା ଦେଇଛନ୍ତି । ଶ୍ରୀ ସିଂହଦେଓ କହିଛନ୍ତି ଯେ…

Continue reading
୨ ବର୍ଷରେ ୫ ଲକ୍ଷ ଲୋକଙ୍କୁ କାମୁଡ଼ିଛି କୁକୁର

ଭୁବନେଶ୍ୱର: ରାଜ୍ୟରେ ଗତ ୨ ବର୍ଷରେ ୫ ଲକ୍ଷରୁ ଅଧିକ ଲୋକଙ୍କୁ କୁକୁର କାମୁଡ଼ିଲାଣି । ଆଜି ବିଧାନସଭାରେ ପ୍ରାଣୀ ସମ୍ପଦ ମନ୍ତ୍ରୀ ଏଭଳି ଚାଞ୍ଚଲ୍ୟକର ତଥ୍ୟ ପ୍ରଦାନ କରିଛନ୍ତି । ଏବେ ବି ରାଜ୍ୟରେ ୧୭ ଲକ୍ଷ ବୁଲା କୁକୁର…

Continue reading
ଫଡନାଭିସି ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର ଫଡନାଭିସ । ଆଜି ବସିଥିବା ବିଜେପି କୋର କମିଟି ବୈଠକରେ ଦେବେନ୍ଦ୍ର ଫଡନାଭିସ ନାମ ଉପରେ ମୋହର ବାଜିଥିବା ସୂଚନା ମିଳିଛି । ଏପରିକି ସେ ଆସନ୍ତାକାଲି ମୁଖ୍ୟମନ୍ତ୍ରୀଭାବେ ଶପଥ ନେବା ନେଇ…

Continue reading
ଓଡିଆ ଯୁବକ ଯୁବତୀଙ୍କ ଭବିଷ୍ୟତ ସହିତ ଖେଳୁଛନ୍ତି ରାଜ୍ୟ ସରକାର:ବିଜେଡି

ଭୁବନେଶ୍ୱର : ବିଜେପି ସରକାରରେ ଦୁର୍ନୀତି ମାଡିଗଲାଣି। ଓଡିଆ ଅସ୍ମିତା କଥା କହୁଥିବା ରାଜ୍ୟ ସରକାର ଓଡିଆ ଯୁବକ ଯୁବତୀଙ୍କ ଭବିଷ୍ୟତ ସହିତ ଖେଳୁଛନ୍ତି। କିଛି ଦିନ ପୂର୍ବେ ହୋଇଥିବା ଆଗ୍ନିକ ଏବଂ ପୁଲିସ ନିଯୁକ୍ତିରେ ବ୍ୟାପକ ଜାଲିଆତି ହୋଇଛି। ଏଥିରୁ…

Continue reading
ଦିଲ୍ଲୀ ଦରବାରରେ ଦାବି ଉଠାଇଲା ବିଜୁ ଜନତା ଦଳ

ଭୁବନେଶ୍ୱର : ଆନ୍ଧ୍ର ପ୍ରଦେଶ ସରକାର ଏକତରଫା ଭାବେ ପୋଲାଭରମ ପ୍ରକଳ୍ପର କ୍ଷମତା ବୃଦ୍ଧି କରିଛନ୍ତି। ସୁପ୍ରିମକୋର୍ଟ ଏ ସଂକ୍ରାନ୍ତରେ ଦେଇଥିବା ନିର୍ଦ୍ଦେଶକୁ ବି ଆନ୍ଧ୍ର ଖାତିର କରୁନାହିଁ। ଓଡ଼ିଶାର ଶତାଧିକ ଗାଁ, ଚାଷ ଜମି, ଜଙ୍ଗଲ ଜଳାର୍ଣ୍ଣବ ହୋଇଯିବ। ଆନ୍ଧ୍ରର…

Continue reading
ନିଜ ଦରମା ବୃଦ୍ଧି ଦାବି କଲେ ସବୁ ଦଳର ବିଧାୟକ

ଭୁବନେଶ୍ୱର: କିଛିମାସର ବ୍ୟବଧାନ ପରେ ପୁଣି ନିଜ ଦରମା ବୃଦ୍ଧି ଦାବି କଲେ ସବୁ ଦଳର ବିଧାୟକ । ଆଉ ବାଚସ୍ପତି ସେମାନଙ୍କ ଦାବିକୁ ବିଚାରକୁ ନେଇ ଉପଦେଷ୍ଟା କମିଟି ଘୋଷଣା କରିବା ସହ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ।…

Continue reading
କଳା ତାଲିକା ଭୁକ୍ତ କମ୍ପାନୀକୁ ୩୦୦ କୋଟି ଟଙ୍କାର କାମ ଦେଲେ ରାଜ୍ୟ ସରକାର, ବିଜେଡି ଆଣିଲା ଦୁର୍ନୀତି ଅଭିଯୋଗ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଗଷ୍ଟ ମାସରେ ବିଧାନସଭାରେ ଯେଉଁ କମ୍ପାନୀକୁ କଳା ତାଲିକା ଭୁକ୍ତ ହୋଇଥିବା ସଚୂ ନା ଦେଇଥିଲେ, ସେହି କମ୍ପାନୀକୁ ରାଜ୍ୟ ସରକାର ଅକ୍ଟୋବର ମାସରେ ୩୦୦ କୋଟି ଟଙ୍କାର କାମ ଦେଇଛନ୍ତି, ଯାହା…

Continue reading
ବିଧାୟକଙ୍କ ଦରମା ବୃଦ୍ଧି ପାଇଁ ଗୃହରେ ଦାବି

ବିଧାୟକଙ୍କ ଦରମା ଏବଂ ପୂର୍ବତନ ବିଧାୟକଙ୍କ ପେନସନ ବୃଦ୍ଧି ପାଇଁ ବିଧାନସଭାରେ ଦାବି। ଗୃହରେ ଦାବି ଉଠାଇଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ। ବଜାର ଦରଦାମ ଏବଂ ସ୍ୱାସ୍ଥ୍ୟଗତ ଖର୍ଚ୍ଚର ଉଦାହରଣ ଦେଇ ଦରମା ଓ ପେନସନ ବୃଦ୍ଧି…

Continue reading
୧୯୧ଟି ପାନୀୟ ଜଳ ପ୍ରକଳ୍ପ ନିର୍ମାଣାଧୀନ:ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଏବେ ୧୯୧ଟି ପାନୀୟ ଜଳ ପ୍ରକଳ୍ପ ନିର୍ମାଣାଧୀନ ରହିଛି । ମଙ୍ଗଳବାର ବିଧାନସଭାରେ ବିଧାୟକ ସୌଭିକ ବିଶ୍ୱାଳଙ୍କ ପ୍ରଶ୍ନର ଉତ୍ତର ରଖି ଏହି ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ । ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ ମାତ୍ର…

Continue reading
୫ ବର୍ଷରେ ୩୪ଟି କଲରାପତରିଆ ମୃତ

ଭୁବନେଶ୍ୱର: ଗତ ୫ବର୍ଷରେ ୩୪ଟି କଲରାପତରିଆ ବାଘର ମୃତୁ୍ୟ ହୋଇଛି । ବିଧାୟକ ତାରା ବାହିନୀପତିଙ୍କ ପ୍ରଶ୍ନର ଉତ୍ତର ରଖି ଏହି ସୂଚନା ଦେଇଛନ୍ତି ପରିବେଶ ମନ୍ତ୍ରୀ । ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ ୧୭ଟି ବାଘ ଶିକାର ଦ୍ୱାରା ମରିଛନ୍ତି ।…

Continue reading