ସର୍ବଦଳୀୟ ବୈଠକ:ସବୁ ଦଳର ସହଯୋଗ ଲୋଡ଼ିଲେ ବାଚସ୍ପତି

ଭୁବନେଶ୍ୱର: ସପ୍ତଦଶ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଆସନ୍ତାକାଲି ଅର୍ଥାତ ବୁଧବାର ଠାରୁ ଆରମ୍ଭ ହେବାକୁ ଯାଉଛି । ଆସନ୍ତା ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନ ଲମ୍ବା ଥିବାବେଳେ ବିରୋଧୀଙ୍କ ହାତରେ ପୁଳାପୁଳା ପ୍ରସଙ୍ଗ ରହିଛି…

Continue reading
୩% ବଢ଼ିଲା ମହଙ୍ଗା ଭତ୍ତା

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । କାରଣ ସରକାର ସେମାନଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି କରିଛନ୍ତି । ସମୁଦାୟ ମହଙ୍ଗା ଭତ୍ତା ୬୦ରୁ ୬୩ ପ୍ରତିଶତକୁ ବୃଦ୍ଧି ନେଇ ଘୋଷଣା କରାଯାଇଛି । ପିଛିଲାଭାବେ ୨୦୨୬…

Continue reading
ବିଧାନସଭା ଓଡ଼ିଶାବାସୀଙ୍କ ଆଶା, ଆକାଂକ୍ଷା ଓ ବିଶ୍ୱାସର ପ୍ରତୀକ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସପ୍ତଦଶ ଓଡ଼ିଶା ବିଧାନସଭାର ସଦସ୍ୟମାନଙ୍କ ନିମନ୍ତେ ଏକ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଭାରତର ଉପରାଷ୍ଟ୍ରପତି ଶ୍ରୀ ସି. ପି. ରାଧାକ୍ରିଷ୍ଣନ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଧାୟକମାନଙ୍କୁ ବିଧାନସଭାର କାର୍ଯ୍ୟଧାରା, ନିୟମାବଳୀ ଓ ବିଧାନ ପ୍ରକ୍ରିୟା…

Continue reading
ସାମାଜିକ ପରିବର୍ତ୍ତନରେ ଦାୟିତ୍ୱପୂର୍ଣ୍ଣ ସାମ୍ବାଦିକତାର ଭୂମିକା ଅପରିହାର୍ଯ୍ୟ: ରାଜ୍ୟପାଳ

ଭୁବନେଶ୍ୱର: ସାମ୍ବାଦିକତା କେବଳ ଘଟଣାବଳୀର ବିବରଣୀ ପ୍ରଦାନରେ ସୀମିତ ନରହି ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବାରେ ସହାୟକ ହେବା ଆବଶ୍ୟକ। ଏଥିପାଇଁ ନିରପେକ୍ଷ, ନିର୍ଭୀକ, ତଥ୍ୟଭିତ୍ତିକ ଓ ଦାୟିତ୍ୱପୂର୍ଣ୍ଣ ସାମ୍ବାଦିକତା ଅପରିହାର୍ଯ୍ୟ ବୋଲି ମାନ୍ୟବର ରାଜ୍ୟପାଳ ଶ୍ରୀ ବ୍ରଜମୋହନ ରାମ ମତବ୍ୟକ୍ତ…

Continue reading
ଗଣତନ୍ତ୍ରକୁ ମଜବୁତ କରିବାରେ ସୁସ୍ଥ ଆଲୋଚନା ଓ ସଦଭାବପୂର୍ଣ୍ଣ ସହଯୋଗ ଅପରିହାର୍ଯ୍ୟ: ଉପରାଷ୍ଟ୍ରପତି

ଭୁବନେଶ୍ୱର : ଭାରତର ଉପରାଷ୍ଟ୍ରପତି  ସି.ପି. ରାଧାକ୍ରିଷ୍ଣନ୍ ଆଜି ଭୁବନେଶ୍ୱରସ୍ଥିତ ଓଡ଼ିଶା ବିଧାନସଭାର ୧୭ତମ ସଦସ୍ୟମାନଙ୍କ ପାଇଁ ଆୟୋଜିତ ଅଭିମୁଖ୍ୟ (ଓରିଏଣ୍ଟେସନ୍) କାର୍ଯ୍ୟକ୍ରମରେ ଯୋଗଦେଇ ସମ୍ବୋଧିତ କରିଛନ୍ତି। ଭାରତର ସମୃଦ୍ଧ ଗଣତାନ୍ତ୍ରିକ ପରମ୍ପରାକୁ ବଜାୟ ରଖିବାକୁ ବିଧାୟକମାନଙ୍କୁ ଆହ୍ଵାନ ଦେଇ ସେ…

Continue reading
୩ଟି ଇକୋ ରିଟ୍ରିଟ୍ ଉଦ୍‌ଘାଟନ କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ଚଳିତ ପର୍ଯ୍ୟଟନ ଋତୁ ପାଇଁ ଆରମ୍ଭ ହେଲା ଇକୋ ରିଟ୍ରିଟ୍ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଇକୋ ରିଟ୍ରିଟ୍ ଶୁଭାରମ୍ଭ କରିଛନ୍ତି । ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ପକ୍ଷରୁ ରାଜ୍ୟର ତିନୋଟି ପର୍ଯ୍ୟଟନସ୍ଥଳୀ ଯଥା ଦାରିଙ୍ଗବାଡ଼ି (କନ୍ଧମାଳ),…

Continue reading
ଓଡ଼ିଶାରେ ୧୩ଟି ନୂତନ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଉଦଘାଟନ କଲେ ମୋଦୀ

ମାଲକାନଗିରି,:ଆଦିବାସୀ ଛାତ୍ରଛାତ୍ରୀଙ୍କ ଗୁଣାତ୍ମକ ଶିକ୍ଷା ଓ ଆବାସିକ ଶିକ୍ଷା ବ୍ୟବସ୍ଥାର ସମ୍ପ୍ରସାରଣ ଦିଗରେ ଓଡ଼ିଶା ଆଉ ଏକ ମାଇଲଖୁଣ୍ଟ ହାସଲ କରିଛି । ଆଜି ମହାରାଷ୍ଟ୍ରର ଗଡ଼ଚିରୋଲିଠାରୁ ଭର୍ଚୁଆଲ୍ ମାଧ୍ୟମରେ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ୭ଟି ଜିଲ୍ଲାରେ…

Continue reading
ବିଧାୟକ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି

ଭୁବନେଶ୍ୱର : ଓଡିଶା ଗସ୍ତରେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍। ଭୁବନେଶ୍ୱରରେ ୧୭ ତମ ଓଡିଶା ବିଧାନସଭାର ସଦସ୍ୟଙ୍କ ପାଇଁ ଆୟୋଜିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ପହଞ୍ଚିଛନ୍ତି ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍। କାର୍ଯ୍ୟକ୍ରମରେ ଉପସ୍ଥିତ ଅଛନ୍ତି ରାଜ୍ୟପାଳ ବ୍ରଜମୋହନ ରାମ, ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Continue reading
ଆଜି ଓଡ଼ିଶା ଆସୁଛନ୍ତି ଉପରାଷ୍ଟ୍ରପତି

ଭୁବନେଶ୍ୱର,: ବିଧାୟକଙ୍କୁ ତାଲିମ ଦେବେ ଉପରାଷ୍ଟ୍ରପତି । ଓଡ଼ିଶା ବିଧାନସଭାର ବିଧାୟକମାନଙ୍କ ପାଇଁ ସୋମବାର ଦିନିକିଆ ଓରିଏଣ୍ଟେସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ଭୁବନେଶ୍ୱରର ଏକ ହୋଟେଲରେ । ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ ହେବ । ଏଥିରେ ୩ଟି…

Continue reading
ଜନଜାତି ବର୍ଗଙ୍କ ସଶକ୍ତିକରଣ ବିନା ସମୃଦ୍ଧ ଓଡ଼ିଶା ଗଠନ ଅସମ୍ଭବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ଜନଜାତି ସମାଜର ଆରାଧ୍ୟ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜୟନ୍ତୀ ତଥା ଜାତୀୟ ‘ଜନଜାତୀୟ ଗୌରବ ଦିବସ’ ଅବସରରେ ମାଲକାନଗିରିଠାରେ ରାଜ୍ୟସ୍ତରୀୟ ମହୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ…

Continue reading