‘୫-ଟି’ର ପୋଲ ଖୋଲିଲେ ରାଜସ୍ୱ ମନ୍ତ୍ରୀ
ଭୁବନେଶ୍ୱର: ଗୁରୁବାର ବିଧାନସଭାରେ ପୂର୍ବ ସରକାରରେ ଥିବା ‘୫-ଟି’ର ପୋଲ ଖୋଲିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ବିଜେଡି ବିଧାୟକ ପ୍ରତାପ ଦେବଙ୍କ ଏକ ପ୍ରଶ୍ନର ଉତ୍ତର ଦେବାବେଳେ ମନ୍ତ୍ରୀ ଶ୍ରୀ ପୂଜାରୀ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି…
ଭୁବନେଶ୍ୱର: ଗୁରୁବାର ବିଧାନସଭାରେ ପୂର୍ବ ସରକାରରେ ଥିବା ‘୫-ଟି’ର ପୋଲ ଖୋଲିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ବିଜେଡି ବିଧାୟକ ପ୍ରତାପ ଦେବଙ୍କ ଏକ ପ୍ରଶ୍ନର ଉତ୍ତର ଦେବାବେଳେ ମନ୍ତ୍ରୀ ଶ୍ରୀ ପୂଜାରୀ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି…
ଭୁବନେଶ୍ୱର: ଗୁରୁବାର ବିଧାନସଭାରେ ମହାନଦୀ ପ୍ରସଙ୍ଗ ଉଠିଛି । ଆଉ ଏନେଇ ପୂର୍ବ ସରକାରଙ୍କୁ ଟାଗେଟ କରିଛିି ଶାସକ ବିଜେପି ଦଳ । ବିଜେଡି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ପୂର୍ବ ବିଜେଡି ସରକାରଙ୍କୁ…
ଭୁବନେଶ୍ୱର:ରାଜ୍ୟରେ ୩୧ଟି ବୃହତ ଜଳସେଚନ ପ୍ରକଳ୍ପ ସହ ୨୭ଟି ବ୍ୟାରେଜ ନିର୍ମାଣ ହେବ । ଏନେଇ ଗୁରୁବାର ବିଧାନସଭାରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି । ଏହାଛଡ଼ା ସେ କହିଛନ୍ତି ଯେ ୭୨ଟି ଷ୍ଟ୍ରକଚର ଓ ୭୯ଯି…
ବାଲେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ରାଜ୍ୟ ସରକାର ଚାକିରିରୁ ନିଲମ୍ବିତ କରିଛନ୍ତି । ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପ୍ରକାଶିତ ସରକାରୀ ନିର୍ଦ୍ଦେଶନାମା ଅନୁଯାୟୀ, ଶ୍ରୀ ପତିଙ୍କ…
ଭୁବନେଶ୍ବର: ଗତ ୫ ବର୍ଷରେ ୩୬ ଜଣ ବ୍ୟବସାୟୀ ଓଜନ ମାପ ଠକେଇରେ ଧରା ପଡିଛନ୍ତି, ଆଉ ସେମାନଙ୍କଠାରୁ ୪ ଲକ୍ଷ ୯୭ ହଜାର ୫୦୦ ଟଙ୍କାର ଜରିମାନା ଆଦାୟ ହୋଇଛି। ବିଧାନସଭାରେ ଏକ ପ୍ରଶ୍ନର ଉତ୍ତରରେ ଖାଦ୍ୟ ଯୋଗାଣ ମନ୍ତ୍ରୀ…
ଭୁବନେଶ୍ୱର:ବୁଧବାର ବିଧାନସଭା ଆରମ୍ଭରୁ ପ୍ରବଳ ହଟ୍ଟଗୋଳ ହୋଇଛି। ଫଳରେ ବାଚସ୍ପତି ଗୃହକୁ ଅପରାହ୍ନ ୪ଟା ଯାଏ ମୁଲତବି ଘୋଷଣା କରିଛନ୍ତି। ପ୍ରଶ୍ନ କାଳ ଆରମ୍ଭରୁ ବିରୋଧୀ ବିଜେଡି ଏବଂ କଂଗ୍ରେସ ପକ୍ଷରୁ ହଟ୍ଟଗୋଳ ଆରମ୍ଭ ହୋଇଥିଲା। ମହିଳାଙ୍କ ସୁରକ୍ଷା ଦାବି ଏବଂ…
ଭୁବନେଶ୍ୱର : ବର୍ଷକରେ ମରୁଛନ୍ତି ୮୧ ହାତୀ। ଏହାକୁ ସ୍ଵୀକାର କରୁଛନ୍ତି ଖୋଦ୍ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ। ଓଡ଼ିଶାରେ ଏବେ ୨୧୦୩ଟି ହାତୀ ଅଛନ୍ତି। ବର୍ଷକରେ ହାରାହାରି ୮୧ଟି ହାତୀଙ୍କର ମୃତ୍ୟୁ ଘଟୁଛି। ହାତୀ-ମଣିଷ…
ଭୁବନେଶ୍ୱର: ପଞ୍ଚାୟତିରାଜ ବିଭାଗରେ କୋଟି କୋଟି ଟଙ୍କାର ଦୁର୍ନୀତି । ବଜେଟ ଅଧିବେଶନ ଜାରି ରହିଥିବା ବେଳେ ମଙ୍ଗଳବାର ବିଜେପି ବିଧାୟିକା ଉପାସନା ମହାପାତ୍ରଙ୍କ ପ୍ରଶ୍ନର ଉତ୍ତରରେ ଏଭଳି ଚାଞ୍ଚଲ୍ୟକର ତଥ୍ୟ ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ । ବିଗତ…
ଭୁବନେଶ୍ୱର: ଆଜି ବିଧାନସଭାରେ ଉପସ୍ଥାପିତ ହେବ ବିଜେପି ସରକାରର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ। ୯ ମାସ ସରକାରଙ୍କ ବଜେଟ ପେଡ଼ିରେ କ’ଣ ରହିଛି ତାହା ଉପରେ ସମସ୍ତଙ୍କର ନଜର ରହିଛି । ଅର୍ଥ ବିଭାଗ ନିଜ ହାତରେ ରଖିଥିବା ମୁଖ୍ୟମନ୍ତ୍ରୀ ମୋହନ…
ଭୁବନେଶ୍ବର : ୨୦୨୪-୨୫ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟ ବିଧାନସଭାରେ ଆଗତ ହୋଇଛି। ଓଡ଼ିଶାର ଅଭିବୃଦ୍ଧି ୭.୨ ପ୍ରତିଶତ ରହିବା ଆକଳନ କରାଯାଇଛି। ସେହି ସମୟ ମଧ୍ୟରେ ସର୍ବଭାରତୀୟ ସ୍ତରରେ ଅଭିବୃଦ୍ଧି ହାର ୬.୪% ରହିବା ନେଇ ଆକଳନ କରାଯାଇଛି। ୨୦୨୪-୨୫…