ବଦଳିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠିକଣା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ କ୍ୱାର୍ଟର୍ସର ଠିକଣା ବଦଳିବା ପରେ ଏବେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ (ସିଏମ୍ ଗ୍ରିଭାନ୍ସ ସେଲ୍) ଠିକଣା ବଦଳିବାକୁ ଯାଉଛି । ୧୯୯୫ରୁ ଏଜି ଛକ-ରାଜଭବନ ରାସ୍ତାରେ ଏହି ଅଭିଯୋଗ ପ୍ରକୋଷ୍ଠ ରହି ଆସିଥିଲା । ଦୀର୍ଘ ୩୦ ବର୍ଷ…















