ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥା ଜାରି ରହିବ

ଭୁବନେଶ୍ୱର: ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟ ସରକାର ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥାକୁ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ସୂଚନା ଯୋଗ୍ୟ…

Continue reading
ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ସୃଷ୍ଟି ହେଲା ୨,୫୦୦ ଗୃହରକ୍ଷୀ ପଦବୀ

ଭୁବନେଶ୍ୱର: ରାଜ୍ୟରେ ସୃଷ୍ଟି ହୋଇଛି ୨,୫୦୦ ଗୃହରକ୍ଷୀ ପଦବୀ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା ୧୭,୬୭୫ ଅଛି। ୨,୫୦୦ ନୂଆ ପଦବୀ…

Continue reading
ବିଜୁବାବୁଙ୍କ ପ୍ରତିମୂର୍ତ୍ତୀ ପୋଡି ଘଟଣା: ଦୃଢ କାର୍ୟ୍ୟାନୁଷ୍ଠାନ ନିଆଯିବ

ଭୁବନେଶ୍ୱର: ବଲାଙ୍ଗିର ଜିଲ୍ଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତୀ ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି ।ଏ ଘଟଣାରେ ସଂପୃକ୍ତ…

Continue reading
ଓଡ଼ିଶା ଗସ୍ତରେ ଦିଲ୍ଲୀ ବିଧାନସଭାର ବାଚସ୍ପତି

ଭୁବନେଶ୍ୱର: ଦିଲ୍ଲୀ ବିଧାନସଭା ବାଚସ୍ପତି ବିଜେନ୍ଦର ଗୁପ୍ତା ଓ ଉପବାଚସ୍ପତି ମୋହନ ସିଂ ବିଷ୍ଟ ତିନିଦିନିଆ ଓଡ଼ିଶା ଗସ୍ତରେ ଆସି ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀଙ୍କୁ ରାଜ୍ୟ ବିଧାନସଭାଠାରେ ସାକ୍ଷାତ କରିଛନ୍ତି । ଦିଲ୍ଲୀ ବିଧାନସଭା ବାଚସ୍ପତିଙ୍କ ଅଧ୍ୟକ୍ଷତାରେ…

Continue reading
ବସ୍ତିରେ ସ୍ବାସ୍ଥ୍ୟ କାର୍ଡ ବାଣ୍ଟିଲେ ମନ୍ତ୍ରୀ ଓ ବିଧାୟକ

ଭୁବନେଶ୍ୱର: ଏକାମ୍ର ନିର୍ବାଚନ ମଣ୍ଡଳୀର ଡୁମୁଡୁମା ଓ ପୋଖରୀପୁଟ ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର କୁ ଅଚାନକ ଗସ୍ତ କରି ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଓ ଏକାମ୍ର ବିଧାୟକ ବାବୁ ସିଂ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଗୋପବନ୍ଧୁ…

Continue reading
ଉଚ୍ଚଶିକ୍ଷା ମନ୍ତ୍ରୀ -ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟର କୁଳପତିଙ୍କ ସାକ୍ଷାତ

ଭୁବନେଶ୍ୱର :ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଉମା କାଞ୍ଜିଲାଲ୍ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ସୌଜନ୍ୟମୂଳକ ସାକ୍ଷତ କରିଥିଲେ। ଏହି ଅବସରରେ ପ୍ରଫେସର ଉମା କାଞ୍ଜିଲାଲ୍ ରାଜ୍ୟରେ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ…

Continue reading
୬ ମାସରେ ୧୬ ହଜାର ୫୯ଟି ପଦବୀ ସୃଷ୍ଟି କଲା ଗୃହ ବିଭାଗ

ଭୁବନେଶ୍ୱର : ମୁଖ୍ୟତଃ ଆଇନ ଶୃଙ୍ଖଳା ବଜାୟ ରଖିବା, ଅପରାଧ ରୋକିବା ଏବଂ ଜନସାଧାରଣଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ପୁଲିସ ବହୁମୁଖୀ ଭୂମିକା ନିର୍ବାହ କରିଥାଏ। ଏଥିରେ ଅପରାଧର ତଦନ୍ତ, ଅପରାଧୀଙ୍କୁ ଧରିବା ଏବଂ ଆଇନ ଶୃଙ୍ଖଳାକୁ ବଜାୟ ରଖିବା…

Continue reading
ଆରମ୍ଭ ହେଲା ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା

ଭୁବନେଶ୍ୱର: ଓଡିଶା ବିକାଶ ଇତିହାସରେ ଯୋଡିହୋଇଛି ଏକ ନୂଆ ଫର୍ଦ୍ଦ। ଆରମ୍ଭ ହୋଇଛି ବହୁ ପ୍ରତିକ୍ଷିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ…

Continue reading
ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୨ ପ୍ରତିଶତ ବୃଦ୍ଧି

ଭୁବନେଶ୍ୱର:ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜାନୁଆରୀ ପହିଲା…

Continue reading
ଆୟୁଷ୍ମାନ ଭାରତ, ଶୁଭାରମ୍ଭ କରିବେ ଜେପି ନଡ୍ଡା

ଭୁବନେଶ୍ୱର: ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଯୋଡିହେବ ନୂଆ ଅଧ୍ୟାୟ । ରାଜ୍ୟରେ ଆଜିଠାରୁ ଆୟୁଷ୍ମାନ ଭାରତ ଓ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା । କଟକ ବାଲିଯାତ୍ରା ପଡ଼ିଆରେ ଅନୁଷ୍ଠିତ ସ୍ବତନ୍ତ୍ର କାର୍ୟ୍ୟକ୍ରମରେ ଏହାର ଶୁଭାରମ୍ଭ କରିବେ କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା । ମୁଖ୍ୟମନ୍ତ୍ରୀ…

Continue reading