ବିଧାନସଭା:୩ ଜିଲ୍ଲାରେ କମୁଛି ଭୂତଳ ଜଳସ୍ତର
ଭୁବନେଶ୍ବର: ରାଜ୍ୟର ୨୩ ଜିଲ୍ଲାରେ କମୁଛି ଭୂତଳ ଜଳସ୍ତର । ବିଧାନସଭାରୁ ଆସିଲା ସାଂଘାତିକ ତଥ୍ୟ ।ଗୃହରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବାଲେଶ୍ବର, ଭଦ୍ରକ,କଟକ,କେନ୍ଦ୍ରାପଡା,ମାଲକାନଗିରି,ନୂଆପଡା,ସମ୍ବଲପୁରକୁ ଛାଡି ଦେଲେ ବାକି ସମସ୍ତ ଜିଲ୍ଲାରେ କମିବାରେ ଲାଗିଛି ଜଳସ୍ତର…













