ଭତ୍ତା ଅପେକ୍ଷାରେ ୬ ଲକ୍ଷ ୪ ହଜାର ୬୮୮ ଆବେଦନକାରୀ

ଭୁବନେଶ୍ୱର:ଭତ୍ତା ଅପେକ୍ଷାରେ ୬ ଲକ୍ଷ ୪ ହଜାର ୬୮୮ ଆବେଦନକାରୀ ଅଛନ୍ତି । ଶୁକ୍ରବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ବିଧାୟକ ଶାରଦା ନାୟକଙ୍କ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି । ମନ୍ତ୍ରୀଙ୍କ…

Continue reading
୧୦ ପ୍ରସ୍ତାବକୁ ମିଳିଳା କ୍ୟାବିନେଟ୍‌ ମଞ୍ଜୁରୀ

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟରେ ୭ଟି ବିଭାଗରେ ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଏନେଇ ସୂଚନା ଦେଇଛନ୍ତି। ଶ୍ରୀ ମାଝୀ କହିଛନ୍ତି, ରାଜ୍ୟ ସରକାର ଆୟୁଷ୍ମାନ ଭାରତ ଯୋଜନାକୁ କ୍ୟାବିନେଟ୍‌ରେ ମଞ୍ଜୁରୀ ଦେଇଛନ୍ତି। ଏହା ଦ୍ବାରା ରାଜ୍ୟର…

Continue reading
ଅବୈଧ ଖଣି ଖନନ: ୪୦.୭୩ କୋଟି ଜରିମାନା ଆଦାୟ

ଭୁବନେଶ୍ୱର: ରାଜ୍ୟ ସାରା ଲଘୁ ଖଣିଜ ପଦାର୍ଥର ଅବୈଧ ଖଣି ଖନନ ରୋକିବା ପାଇଁ କାର୍ୟ୍ୟକାରୀ କାର୍ୟ୍ୟକଳାପ ପରେ ଓଡ଼ିଶା ସରକାର ୪୦.୭୩ କୋଟି ଜରିମାନା ଆଦାୟ କରିଛନ୍ତି।ଅବୈଧ ଖଣି କାରବାର ରୋକିବା ପାଇଁ ନିଆଯାଇଥିବା ପଦକ୍ଷେପ ବିଷୟରେ ଓଡ଼ିଶା ବିଧାନସଭାକୁ…

Continue reading
ଓଡ଼ିଶାରେ ଖୋଲିବ ସେଣ୍ଟର ଅଫ୍ ଏକ୍ସେଲେନ୍‍ସ

ଭୁବନେଶ୍ୱର: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ କେନ୍ଦ୍ର ଦକ୍ଷତା ବିକାଶ ଓ ଔଦ୍ୟୋଗିକତା ତଥା ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀ ଭେଟି ରାଜ୍ୟରେ ବିଭିନ୍ନ କେନ୍ଦ୍ରୀୟ ଯୋଜନାର କାର୍ୟ୍ୟକାରିତା ଉପରେ ଆଲୋଚନା କରିଛନ୍ତି। ଚଳିତ ବର୍ଷ ବଜେଟରେ ଦକ୍ଷତା…

Continue reading
ବି. ଏଡ଼ ନାଁ ଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,: ଆଗାମୀ ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ଦୁଇ ବର୍ଷିଆ ବି. ଏଡ଼/ଏମ. ଏଡ଼/ ବି.ଏଚ.ଏଡ଼ ପାଠ୍ୟକ୍ରମରେ ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରାଯିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି…

Continue reading
ମୁଲତବି ପ୍ରସ୍ତାବ ଉପରେ ବର୍ଷିଲା ବିଜେଡି

ଭୁବନେଶ୍ବର: ଆଜି ବିଧାନସଭାରେ ଆବାସିକ ହଷ୍ଟେଲ ଅବ୍ୟବସ୍ଥାକୁ ନେଇ ମୁଲତବି ପ୍ରସ୍ତାବ ଉପରେ ବର୍ଷିଥିଲା ବିଜେଡି। ତୋ ବାକ୍ୟ ତୁ ରକ୍ଷା କର ସୌଦାଗର, ଏଭଳି କହି ବିଜେପି ସଦସ୍ୟଙ୍କୁ କଟାକ୍ଷ କରିଥିଲେ ବରିଷ୍ଠ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ।…

Continue reading
ଅ‌ପ୍ରେଲ୍‌ ୧ରୁ ଭୁବନେଶ୍ବରରୁ ଗୋଆକୁ ଉଡ଼ିବ ବିମାନ

ଭୁବନେଶ୍ବର: ବିମାନ ସେବା କ୍ଷେତ୍ରରେ ଓଡ଼ିଶା ଇତିହାସରେ ଆଉ ଏକ ଫର୍ଦ୍ଦ ଯୋଡ଼ି ହେବାକୁ ଯାଉଛି। ଆସନ୍ତା ଅପ୍ରେଲ୍‌ ୧ ତାରିଖ ଠାରୁ ଉତ୍କଳ ଦିବସ ଅବସରରେ ଓଡ଼ିଶାରୁ ଗୋଆକୁ ସିଧାସଳଖ ବିମାନ ସେବା ଉପଲବ୍ଧ ହେବାକୁ ଯାଉଛି। ଭୁବନେଶ୍ବରରୁ ଗୋଆକୁ…

Continue reading
୧୨ ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର: ବିଧାନସଭା ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ୟ୍ୟାୟ । ଆଜି ବି ଚାଲିପାରିଲାନି ଗୃହ, ଧୋଇଗଲା ପ୍ରଶ୍ନକାଳ। ଗୁରୁବାର ଗୃହ ଆରମ୍ଭ ହେବା ମାତ୍ରେ ବିରୋଧୀ ସଦସ୍ୟଙ୍କ ହୋହାଲ୍ଲା ଏବଂ ନାରାବାଜି । ମଧ୍ୟାହ୍ନ ୧୨ ଯାଏଁ ମୁଲତବୀ ରଖିଲେ ବାଚସ୍ପତି…

Continue reading
ହାଇକୋର୍ଟରେ ଆପାର୍ଟମେଣ୍ଟ ପଞ୍ଜିକରଣ ମାମଲା, ପୁଣି ସମୟ ନେଲେ ସରକାର

କଟକ: ହାଇକୋର୍ଟରେ ଆପାର୍ଟମେଣ୍ଟ ପଞ୍ଜିକରଣ ସମ୍ପର୍କିତ ମାମଲାରେ ଜବାବ ଦାଖଲ ପାଇଁ ଆଜି ପୁଣି ଥରେ ସମୟ ନେଇଛନ୍ତି ରାଜ୍ୟ ସରକାର । ପୂର୍ବରୁ ହାଇକୋର୍ଟ ପ୍ରଦାନ କରିଥିବା ଅନ୍ତରୀଣ ନିର୍ଦ୍ଦେଶ ବଳବତ୍ତର ରହିବ । ଫେବୃଆରୀ ୨୦୧୭ ପୂର୍ବରୁ ନିର୍ମିତ…

Continue reading
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବ ଦାସଙ୍କ ପତ୍ନୀ

ଭୁବନେଶ୍ବର: ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାର ଗୁମର ଖୋଲିବାର ଆଶା ଦେଖାଯାଉଛି। କ୍ରାଇମ୍‌ ବ୍ରାଞ୍ଚର ସାନି ତଦନ୍ତ ଆରମ୍ଭ ହୋଇଥିବା ବେଳେ ସ୍ବର୍ଗତଃ ନବ ଦାସଙ୍କ ପତ୍ନୀ ମୀନତି ଦାସ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି।…

Continue reading