ଓଡ଼ିଶା ଗସ୍ତ‌ରେ ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର: ଦୁଇ ଦନିଆ ଓଡ଼ିଶା ଗସ୍ତ‌ରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨୪ରେ ଶ୍ରୀକ୍ଷେତ୍ରର ଆଦିପୀଠ ନୟାଗଡ଼ ଜିଲ୍ଲା କଣ୍ଟିଲୋସ୍ଥିତ ମହାପ୍ରଭୁ ଶ୍ରୀନୀଳମାଧବଙ୍କୁ ଦର୍ଶନ କରିବେ। ୨୫ରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ୧୩ ତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହେବ…

Continue reading
ଜୟନାରାୟଣଙ୍କ ବ୍ୟକ୍ତିଗତ ମନ୍ତବ୍ୟ, ସହମତ ନୁହନ୍ତି ସରକାର : ଆଇନ ମନ୍ତ୍ରୀ

ଭୁବନେଶ୍ବର: ଜୟ ନାରାୟଣଙ୍କ ବିବାଦୀୟ ବିବୃତ୍ତିକୁ ନେଇ ଜାରି ରହିଛି ତୁମ୍ଭି ତୋଫାନ । “ଓଡିଶାରେ ମିଶିବା ଏକ ଐତିହାସିକ ଭୁଲ” ବୋଲି ମନ୍ତବ୍ୟ ଦେଇଥିଲେ ବିଜେପି ବିଧାୟକ ଜୟ ନାରାୟଣ ମିଶ୍ର । ତେବେ ଜୟ ନାରାୟଣଙ୍କ ମନ୍ତବ୍ୟକୁ ନେଇ…

Continue reading
ରାଜ୍ୟରେ ୧ ଲକ୍ଷ ୪୩ ହଜାର ୬୯୧ କୁଷ୍ଠ ରୋଗୀ

ଭୁବନେଶ୍ୱର: ରାଜ୍ୟରେ ୧ ଲକ୍ଷ ୪୩ ହଜାର ୬୯୧ କୁଷ୍ଠ ରୋଗୀ ଅଛନ୍ତି । ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏଭଳି ଉତ୍ତର ପ୍ରଦାନ କରିଛନ୍ତି । ବିଧାୟକ ଅନନ୍ତ ନାରାୟଣ ଜେନା…

Continue reading
୫ ବର୍ଷରେ ଦୁର୍ନୀତି ଅଭିଯୋଗରେ ୮୨୭ ସରକାରୀ ଅଧିକାରୀ ଗିରଫ

ଭୁବନେଶ୍ବର: ସରକାରୀ ଅଧିକାରୀମାନେ ଦୁର୍ନୀତିରେ ମାତିଛନ୍ତି। ଗତ ୫ ବର୍ଷରେ ଦୁର୍ନୀତି ଅଭିଯୋଗରେ ୮୨୭ ସରକାରୀ ଅଧିକାରୀ ଗିରଫ ହୋଇଛନ୍ତି ବୋଲି ବିଧାନସଭାରେ ଏକ ପ୍ରଶ୍ନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୂଚନା ପ୍ରଦାନ କରିଛନ୍ତି। ପୂର୍ତ୍ତ, ପଞ୍ଚାୟତିରାଜ, ରାଜସ୍ୱ, ଗ୍ରାମ୍ୟ…

Continue reading
ପୂର୍ବତନ ଏବଂ ବର୍ତ୍ତମାନର ସାଂସଦମାନଙ୍କ ବିରୁଦ୍ଧରେ ମୋଟ ୨୨ଟି ମାମଲା ରୁଜୁ :ମୁକେଶ ମହାଲିଙ୍ଗ

ଭୁବନେଶ୍ବର: ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ୟ୍ୟଙ୍କ ପ୍ରଶ୍ନର ଉତ୍ତରରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଦେଇଥିବା ଲିଖିତ ଉତ୍ତର ଅନୁଯାୟୀ, ପୂର୍ବତନ ଏବଂ ବର୍ତ୍ତମାନର ସାଂସଦମାନଙ୍କ ବିରୁଦ୍ଧରେ ମୋଟ ୨୨ଟି ମାମଲା ରୁଜୁ ହୋଇଛି, ସହିତ ୩୯ଟି ଅପରାଧିକ…

Continue reading
ଜାନୁଆରୀରେ ୧୧୧ ହତ୍ୟା, ୧୫୦୯ ଚୋରି ମାମଲା

ଭୁବନେଶ୍ୱର: ଚଳିତ ଜାନୁଆରୀ ୨୦୨୫ ଥିଲା ରାଜ୍ୟରେ ଅପରାଧର ମାସ । ଜାନୁଆରୀରେ ୧୧୧ ହତ୍ୟା, ୨୦ ଡକାୟତି ଓ ୧୫୦୯ ଚୋରି ମାମଲା ରୁଜୁ କରାଯାଇଛି । ଏହାଛଡ଼ା ୧୦୧ ଦଙ୍ଗା, ୧୯୪ ସାଇବର ଅପରାଧ ଓ ୬୫୫ ଅସଦାଚରଣ…

Continue reading
ପାଣିରେ ବୁଡ଼ି ୩ ବର୍ଷରେ ୨୦୬୪ଜଣ ମୃତ

ଭୁବନେଶ୍ୱର: ରାଜ୍ୟରେ ୩ ବର୍ଷରେ ପାଣିରେ ବୁଡ଼ି ୨୦୬୪ଜଣ ମୃତୁ୍ୟବରଣ କରିଛନ୍ତି । ଆଜି ବିଧାନସଭାରେ ବିଧାୟକ ଓମ ପ୍ରକାଶ ମିଶ୍ରଙ୍କ ପ୍ରଶ୍ନର ଉତ୍ତରେ ଏହି ତଥ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ । ତଥ୍ୟ ଅନୁଯାୟୀ ନଦୀ, ସମୁଦ୍ର ଓ…

Continue reading
୫ ବର୍ଷରେ ୭୨ ଛାତ୍ରଛାତ୍ରୀଙ୍କ ଆତ୍ମହତ୍ୟା

ଭୁବନେଶ୍ୱର : ଗତ ୫ ବର୍ଷରେ ୭୨ ଜଣ ଛାତ୍ରଛାତ୍ରୀ ଆତ୍ମହତ୍ୟା କରିଛନ୍ତି । ବିଭିନ୍ନ କାରଣ ପାଇଁ ଏମାନେ ଆହତ୍ମହତ୍ୟା କରିଥିବା ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉତ୍ତର ରଖିଛନ୍ତି । ୫ ବର୍ଷରେ ସ୍କୁଲ ଓ କଲେଜରେ…

Continue reading
ମନ୍ତ୍ରୀଙ୍କ ନିର୍ଦ୍ଦେଶ: ଅଚଳ ନଳକୂପକୁ ସଚଳ କର

ଭୁବନେଶ୍ୱର,୩।୯: ରାଜ୍ୟରେ ଅଚଳ ନଳକୂପକୁ ସଚଳ କରିବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜଳ ଯୋଗାଣ ବ୍ୟବସ୍ଥାକୁ ତ୍ୱରାନ୍ବିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ ରବି ନାଏକ। ୭୧ ଜନସଂଖ୍ୟା ବିଶିଷ୍ଟ ଗାଁରେ…

Continue reading
ଆଜି ଆନନ୍ଦପୁର ଯିବେ ମୁଖ୍ୟମନ୍ତ୍ରୀ

ଆନନ୍ଦପୁର: ଆଜି ଆନନ୍ଦପୁର ଯିବେ ମୁଖ୍ୟମନ୍ତ୍ରୀ ମୋହନ ସରକାରଙ୍କ ଦୀର୍ଘ ୯ ମାସ ଶାସନ କାଳରେ କେନ୍ଦୁଝର ଜିଲ୍ଲାର ଆନନ୍ଦପୁର ଉପଖଣ୍ଡକୁ ଏହା ତାଙ୍କର ପ୍ରଥମ ଗସ୍ତ । ଆନନ୍ଦପୁର ମହାବିଦ୍ୟାଳୟର ବାର୍ଷିକ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୁଖ୍ୟ ଅତିଥି ଭାବେ ଯୋଗଦେବେ…

Continue reading