ଆଜିଠୁ ପ୍ରତି ପଞ୍ଚାୟତରେ ହେବ ସୁଭଦ୍ରା ରାଲି
ଭୁବନେଶ୍ବର : ବୁଧବାର ଠାରୁ ଆରମ୍ଭ ହେବ ସୁଭଦ୍ରା ରାଲି। ପ୍ରତି ପଞ୍ଚାୟତରେ ହେବ ଏହି ରାଲି। ଆସନ୍ତା ୮ ତାରିଖ ପର୍ୟ୍ୟନ୍ତ ଚାଲିବ ଏହି ରାଲି। ଏଥିପାଇଁ ଏସଓପି ଜାରି କଲେ ରାଜ୍ୟ ସରକାର।ପ୍ରତି ଗ୍ରାମ ପଞ୍ଚୟତରେ ୧୦୦ ମହିଳା…
ଭୁବନେଶ୍ବର : ବୁଧବାର ଠାରୁ ଆରମ୍ଭ ହେବ ସୁଭଦ୍ରା ରାଲି। ପ୍ରତି ପଞ୍ଚାୟତରେ ହେବ ଏହି ରାଲି। ଆସନ୍ତା ୮ ତାରିଖ ପର୍ୟ୍ୟନ୍ତ ଚାଲିବ ଏହି ରାଲି। ଏଥିପାଇଁ ଏସଓପି ଜାରି କଲେ ରାଜ୍ୟ ସରକାର।ପ୍ରତି ଗ୍ରାମ ପଞ୍ଚୟତରେ ୧୦୦ ମହିଳା…
ଭୁବନେଶ୍ବର: ରାଜ୍ୟରେ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ୫ଟି ବୃହତ ଜଳସେଚନ ପ୍ରକଳ୍ପ । ପ୍ରକଳ୍ପ କାମ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନରେ ଜଳ ସମ୍ପଦ ବିଭାଗର ବିଭିନ୍ନ ଡ୍ୟାମ ଓ…
ଭୁବନେଶ୍ବର : ବୁଧବାର ରାଜ୍ୟର ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ, ବିଶ୍ବବିଦ୍ୟାଳୟ, ଡିଗ୍ରୀ ମହାବିଦ୍ୟାଳୟ ଓ ଶିକ୍ଷକ ପ୍ରତିଷ୍ଠାନ ଖୋଲା ରହିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦେଶନାମା ପ୍ରକାଶ ପାଇଛି। ପଞ୍ଚାୟତିରାଜ…
ଭୁବନେଶ୍ବର: ନୂଆ ହିତାଧିକାରୀଙ୍କୁ ରାସନ୍କାର୍ଡ ପ୍ରଦାନ କରିବାକୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାପରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପୁଣି ରାସନ୍ କାର୍ଡ ହାତେଇଥିବା ଅଯୋଗ୍ୟ ହିତାଧିକାରୀଙ୍କୁ ଅପିଲ୍ କରିଛନ୍ତି ଯେ ଏବେ କାର୍ଡ…
କଟକ: ବିଭିନ୍ନ ସମସ୍ୟା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଯାଇ ଫେରାଦ୍ ହେଉଛନ୍ତି ସାଧାରଣ ଲୋକେ । କାର୍ୟ୍ୟାନୁଷ୍ଠାନ ପାଇଁ ପିଟିସନ୍ ଦେଉଛନ୍ତି । ଅଭିଯୋଗ ଆଧାରରେ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାସ୍ତରୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଉଛି । କିନ୍ତୁ ନିର୍ଦ୍ଦେଶ…
କେନ୍ଦୁଝର : କେନ୍ଦୁଝର ଜିଲାର ପାଟଣାରେ ଏକ ବୃହତ୍ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା କରାଯିବ। ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି। କେନ୍ଦୁଝର ଜିଲା ଚମ୍ପୁଆସ୍ଥିତ ଚନ୍ଦ୍ରଶେଖର କଲେଜର ବାର୍ଷିକ ଉତ୍ସବ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଏହି…
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦୁଇ ଦିନିଆ କେନ୍ଦୁଝର ଜିଲା ଗସ୍ତରେ ଆସି ଆଜି ପୂର୍ବାହ୍ନରେ ଚାଷୀ ମାନଙ୍କୁ ପ୍ରୋତ୍ସାହନ ରାଶି ପ୍ରଦାନ କରିଛନ୍ତି। ମୟୂରଭଞ୍ଜରୁ ହେଲିକପ୍ଟରରେ ଆସି ଧରଣୀଧର ବିଶ୍ୱବିଦ୍ୟାଳୟ ପଡିଆରେ ଓହ୍ଲାଇ ଆଞ୍ଚଳିକ କୃଷି ଯନ୍ତ୍ରପାତି ମେଳାକୁ ଉଦଘାଟନ…
ଭୁବନେଶ୍ୱର: ରାଜ୍ୟ ସରକାର ଅଙ୍ଗନବାଡ଼ି କେନ୍ଦ୍ରରେ ଶିଶୁମାନଙ୍କୁ ଦିଆଯାଉଥିବା ଅଣ୍ଡାର ମୂଲ୍ୟ ବୃଦ୍ଧି କରିଛନ୍ତି । ଅଣ୍ଡା ଦର ୫ଟଙ୍କାରୁ ୭ ଟଙ୍କାକୁ ବୃଦ୍ଧି କରାଯାଇଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶନିବାର ଏକ୍ସରେ ଉଲ୍ଲେଖ କରିଛନ୍ତି । କୋମଳମତି ଶିଶୁମାନଙ୍କ…
ରାଇରଙ୍ଗପୁର: ଶନିବାର ବାଣୀପୀଠ ଭାବେ ପରିଚିତ ଉଦଳାକୁ ପ୍ରଥମ ଥର ଗସ୍ତ କରି ୩୭୫ କୋଟି ଟଙ୍କାର ପ୍ରକଳ୍ପର ଭେଟି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୟୂରଭଞ୍ଜର କପ୍ତିପଦା ଉପଖଣ୍ଡ ପାଇଁ ପଞ୍ଚାୟତିରାଜ ଏବଂ ପାନୀୟଜଳ ବିଭାଗ ପକ୍ଷରୁ…
ଭୁବନେଶ୍ୱର: ଆସନ୍ତା ୩ ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନଶୁଣାଣି ପାଇଁ ସ୍ଲଟ୍ ବୁକିଂ ଶେଷ ହୋଇଛି । ମୁଖ୍ୟମନ୍ତ୍ରୀଙ୍କୁ ଆସନ୍ତା ସୋମବାର ସାକ୍ଷାତ ଅଭିଯୋଗ ପାଇଁ ସର୍ବାଧିକ ୧ ହଜାର ଜଣଙ୍କ ପାଇଁ ପଞ୍ଜୀକରଣ ଉଦ୍ଧିଷ୍ଟ ଥିଲା…