‘ଓଡ଼ିଶାକୁ ୨୦୩୬ ସୁଦ୍ଧା ସମୃଦ୍ଧ-ସଶକ୍ତ ରାଜ୍ୟ ଭାବେ ଗଢି ତୋଳିବାକୁ ଯାତ୍ରା ଆରମ୍ଭ’

ଭୁବନେଶ୍ବର: ସରିଲା ପ୍ରଥମ ପର୍ୟ୍ୟାୟ ବଜେଟ ଅଧିବେଶନ । ଫେବୃଆରୀ ୧୩ ତାରିଖକୁ ଆରମ୍ଭ ହୋଇ ୮ ଦିନ ଧରି ଚାଲିବା ପରେ ଶେଷ ହୋଇଛି । ଆସନ୍ତା ମାର୍ଚ୍ଚ ୭ରୁ ଦ୍ବିତୀୟ ପର୍ୟ୍ୟାୟ ଅଧିବେଶନ ଆରମ୍ଭ ହେବ । ଶେଷ…

Continue reading
କିଟ ଘଟଣାରେ ୪ଟି ଦିଗ ଉପରେ ହେବ ତଦନ୍ତ: ସୂର୍ଯ୍ୟବଂଶୀ

ଭୁବନେଶ୍ୱର: କିଟ ଘଟଣାରେ ୪ଟି ଦିଗ ଉପରେ ତଦନ୍ତ ହେବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି । କିଟରେ ଜଣେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଶୁକ୍ରବାର ବିଧାନସଭାରେ କଂଗ୍ରେସ ପକ୍ଷରୁ ଆଗତ ମୁଲତବୀ ପ୍ରସ୍ତାବ ଉପରେ…

Continue reading
ବିଧାନସଭା: ରାଜ୍ୟରେ ନିର୍ମାଣ ହେବ ଆଉ ୫୦୦ ବାତ୍ୟା ଆଶ୍ରୟସ୍ଥଳୀ

ଭୁବନେଶ୍ୱର:ରାଜ୍ୟରେ ନିର୍ମାଣ ହେବ ଆଉ ୫୦୦ ବାତ୍ୟା ଆଶ୍ରୟସ୍ଥଳୀ । ଗୁରୁବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ବିଜେଡି ବିଧାୟକ ପ୍ରତାପକେଶୀ ଦେବଙ୍କ ପ୍ରଶ୍ନର ଉତ୍ତରରେ ଶ୍ରୀ ପୂଜାରୀ ଏହି ସୂଚନା ଦେଇଛନ୍ତି ।…

Continue reading
‘୫-ଟି’ର ପୋଲ ଖୋଲିଲେ ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: ଗୁରୁବାର ବିଧାନସଭାରେ ପୂର୍ବ ସରକାରରେ ଥିବା ‘୫-ଟି’ର ପୋଲ ଖୋଲିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ବିଜେଡି ବିଧାୟକ ପ୍ରତାପ ଦେବଙ୍କ ଏକ ପ୍ରଶ୍ନର ଉତ୍ତର ଦେବାବେଳେ ମନ୍ତ୍ରୀ ଶ୍ରୀ ପୂଜାରୀ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି…

Continue reading
ବିଧାନସଭା: ମହାନଦୀ ପ୍ରସଙ୍ଗରେ ବିଜେଡିକୁ ଟାର୍ଗେଟ

ଭୁବନେଶ୍ୱର: ଗୁରୁବାର ବିଧାନସଭାରେ ମହାନଦୀ ପ୍ରସଙ୍ଗ ଉଠିଛି । ଆଉ ଏନେଇ ପୂର୍ବ ସରକାରଙ୍କୁ ଟାଗେଟ କରିଛିି ଶାସକ ବିଜେପି ଦଳ । ବିଜେଡି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ପୂର୍ବ ବିଜେଡି ସରକାରଙ୍କୁ…

Continue reading
ରାଜ୍ୟରେ ନିର୍ମାଣ ହେବ ୨୭ଟି ବ୍ୟାରେଜ

ଭୁବନେଶ୍ୱର:ରାଜ୍ୟରେ ୩୧ଟି ବୃହତ ଜଳସେଚନ ପ୍ରକଳ୍ପ ସହ ୨୭ଟି ବ୍ୟାରେଜ ନିର୍ମାଣ ହେବ । ଏନେଇ ଗୁରୁବାର ବିଧାନସଭାରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି । ଏହାଛଡ଼ା ସେ କହିଛନ୍ତି ଯେ ୭୨ଟି ଷ୍ଟ୍ରକଚର ଓ ୭୯ଯି…

Continue reading
ରେମୁଣା ତହସିଲଦାର ନିଲମ୍ବିତ

ବାଲେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ରାଜ୍ୟ ସରକାର ଚାକିରିରୁ ନିଲମ୍ବିତ କରିଛନ୍ତି । ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପ୍ରକାଶିତ ସରକାରୀ ନିର୍ଦ୍ଦେଶନାମା ଅନୁଯାୟୀ, ଶ୍ରୀ ପତିଙ୍କ…

Continue reading
ବିଧାନସଭା: ୫ ବର୍ଷରେ ୩୬ ଜଣ ବ୍ୟବସାୟୀ ଓଜନ ମାପ ଠକେଇରେ ଧରା ପଡିଛନ୍ତି

ଭୁବନେଶ୍ବର: ଗତ ୫ ବର୍ଷରେ ୩୬ ଜଣ ବ୍ୟବସାୟୀ ଓଜନ ମାପ ଠକେଇରେ ଧରା ପଡିଛନ୍ତି, ଆଉ ସେମାନଙ୍କଠାରୁ ୪ ଲକ୍ଷ ୯୭ ହଜାର ୫୦୦ ଟଙ୍କାର ଜରିମାନା ଆଦାୟ ହୋଇଛି। ବିଧାନସଭାରେ ଏକ ପ୍ରଶ୍ନର ଉତ୍ତରରେ ଖାଦ୍ୟ ଯୋଗାଣ ମନ୍ତ୍ରୀ…

Continue reading
ହଟ୍ଟଗୋଳ: ୪ଟା ଯାଏ ବିଧାନସଭା ମୁଲତବି

ଭୁବନେଶ୍ୱର:ବୁଧବାର ବିଧାନସଭା ଆରମ୍ଭରୁ ପ୍ରବଳ ହଟ୍ଟଗୋଳ ହୋଇଛି। ଫଳରେ ବାଚସ୍ପତି ଗୃହକୁ ଅପରାହ୍ନ ୪ଟା ଯାଏ ମୁଲତବି ଘୋଷଣା କରିଛନ୍ତି। ପ୍ରଶ୍ନ କାଳ ଆରମ୍ଭରୁ ବିରୋଧୀ ବିଜେଡି ଏବଂ କଂଗ୍ରେସ ପକ୍ଷରୁ ହଟ୍ଟଗୋଳ ଆରମ୍ଭ ହୋଇଥିଲା। ମହିଳାଙ୍କ ସୁରକ୍ଷା ଦାବି ଏବଂ…

Continue reading
ବର୍ଷକରେ ମରୁଛନ୍ତି ୮୧ ହାତୀ

ଭୁବନେଶ୍ୱର : ବର୍ଷକରେ ମରୁଛନ୍ତି ୮୧ ହାତୀ। ଏହାକୁ ସ୍ଵୀକାର କରୁଛନ୍ତି ଖୋଦ୍ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ। ଓଡ଼ିଶାରେ ଏବେ ୨୧୦୩ଟି ହାତୀ ଅଛନ୍ତି। ବର୍ଷକରେ ହାରାହାରି ୮୧ଟି ହାତୀଙ୍କର ମୃତ୍ୟୁ ଘଟୁଛି। ହାତୀ-ମଣିଷ…

Continue reading