ଆଜି ଉପସ୍ଥାପିତ ହେବ ପୂର୍ଣ୍ଣାଙ୍ଗ ରାଜ୍ୟ ବଜେଟ

ଭୁବନେଶ୍ୱର: ଆଜି ବିଧାନସଭାରେ ଉପସ୍ଥାପିତ ହେବ ବିଜେପି ସରକାରର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ। ୯ ମାସ ସରକାରଙ୍କ ବଜେଟ ପେଡ଼ିରେ କ’ଣ ରହିଛି ତାହା ଉପରେ ସମସ୍ତଙ୍କର ନଜର ରହିଛି । ଅର୍ଥ ବିଭାଗ ନିଜ ହାତରେ ରଖିଥିବା ମୁଖ୍ୟମନ୍ତ୍ରୀ ମୋହନ…

Continue reading
ଅର୍ଥନୈତିକ ସର୍ଭେ ରିପୋର୍ଟ : ରାଜ୍ୟର ଅଭିବୃଦ୍ଧି ୭.୨ ପ୍ରତିଶତ ରହିବା ଆକଳନ

ଭୁବନେଶ୍ବର : ୨୦୨୪-୨୫ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟ ବିଧାନସଭାରେ ଆଗତ ହୋଇଛି। ଓଡ଼ିଶାର ଅଭିବୃଦ୍ଧି ୭.୨ ପ୍ରତିଶତ ରହିବା ଆକଳନ କରାଯାଇଛି। ସେହି ସମୟ ମଧ୍ୟରେ ସର୍ବଭାରତୀୟ ସ୍ତରରେ ଅଭିବୃଦ୍ଧି ହାର ୬.୪% ରହିବା ନେଇ ଆକଳନ କରାଯାଇଛି। ୨୦୨୪-୨୫…

Continue reading
୩୧ ମାର୍ଚ୍ଚ ଯାଏଁ ବଢ଼ିଲା ଇ-କେୱାସି ଅବଧି

ଭୁବନେଶ୍ୱର: ଶନିବାର ରାଜ୍ୟ ସରକାର ଇ-କେୱାସି ଅବଧିକୁ ଆସନ୍ତା ୩୧ ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ଏହାକୁ ମିଶାଇ ସରକାର ମୋଯ ୫ଥର ଇ-କେୱାସି ଅବଧିକୁ ବୃଦ୍ଧି କରିଛନ୍ତି । ଇ-କେୱାସି ଅବଧି ବୃଦ୍ଧି ସମ୍ପର୍କରେ ଖାଦ୍ୟ ଯୋଗାଣ ମନ୍ତ୍ରୀ…

Continue reading
ଅଲେଖ ମହିମା ଗାଦିରେ ମୁଖ୍ୟମନ୍ତ୍ରୀ

ଢେଙ୍କାନାଳ: ପ୍ରସିଦ୍ଧ ଅଲେଖ ମହିମା ଗାଦିରେ ମୁଖ୍ୟମନ୍ତ୍ରୀ । ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଢେଙ୍କାନାଳ ଜୋରନ୍ଦା ଅଲେଖ ମହିମା ଗାଦିରେ ପହଞ୍ଚି ପ୍ରଭୁଙ୍କ ଆଶୀର୍ବାଦ ନେଇଥିଲେ । ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ସ୍ୱତନ୍ତ୍ର ହେଲିକ୍ୟାପ୍ଟର ଯୋଗେ ସନ୍ଧ୍ୟାରେ ଜୋରନ୍ଦାରେ ପହଞ୍ଚିଥିଲେ…

Continue reading
ଓଡ଼ିଆ ଅସ୍ମିତାକୁ ନେଇ ଶାସକ-ବିରୋଧୀ ମୁହାଁମୁହିଁ

ଭୁବନେଶ୍ବର: ବିଧାନସଭାରେ ପୁଣି ଓଡ଼ିଆ ଅସ୍ମିତା ପ୍ରସଙ୍ଗ । ଓଡ଼ିଆ ଅସ୍ମିତାକୁ ନେଇ ତେଜିଛି ରାଜନୀତି । ‘ଅସ୍ମିତା’କୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ଓ ଭାଷା, ସାହିତ୍ୟ ଏବଂ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ମଧ୍ୟରେ କଥା କଟାକଟି…

Continue reading
୧୯ ହଜାର ୧୮୨ ଇଞ୍ଜିନିୟରିଂ ପଢି ବେକାର

ଭୁବନେଶ୍ଵର : ରାଜ୍ୟରେ ଇଞ୍ଜିନିୟରିଂ ପାଠର ବିକଳ ଚିତ୍ର। ପିଲା ପାଠ ପଢୁଛନ୍ତି ହେଲେ ଚାକିରି ନାହିଁ। ୧୦ ବର୍ଷ ମଧ୍ୟରେ ଇଞ୍ଜିନିୟରିଂ ପାଠ ପଢି ପାସ୍ ହୋଇଛନ୍ତି ୩୪ ହଜାର ୪୭୧। ହେଲେ ଚାକିରି ପାଇଛନ୍ତି ମାତ୍ର ୧୫ ହଜାର…

Continue reading
୧୦ମାସର ବକେୟା ପାଇବେ କମ୍ୟୁନିଟି ସପୋର୍ଟ ଷ୍ଟାଫ୍

ଭୁବନେଶ୍ବର: ରାଜ୍ୟ ସରକାର ସିଆରପି, ବ୍ୟାଙ୍କମିତ୍ର, ଏମ୍‌ବିକେ ଓ ପ୍ରାଣୀମିତ୍ରଙ୍କୁ ପାଇଁ ବଡ଼ ଖବର ଦେଇଛନ୍ତି। ମୋହନ ସରକାର ଏମାନଙ୍କୁ ବକେୟା ପାଉଣା ଦେବେ। କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ୧୦ମାସର ବକେୟା ପାଇବେ। ଏହା ଦ୍ବାରା ରାଜ୍ୟର ୬୨ ହଜାରରୁ ଊର୍ଦ୍ଧ୍ବ…

Continue reading
ହରଣ, ଫେଡ଼ାଣ କରି ପାରୁ ନାହାନ୍ତି ଅଷ୍ଟମ ଶ୍ରେଣୀ ପିଲା

ଭୁବନେଶ୍ବର: ବିଧାନସଭାର ବଜେଟ୍‌ ଅଧିବେଶନର ଦ୍ବିତୀୟ ଦିନରେ ଶୁକ୍ରବାର ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର ରାଜ୍ୟରେ ଅଷ୍ଟମ ଶ୍ରେଣୀ ପିଲାଙ୍କ ଗଣିତ ଜ୍ଞାନ କେତେ ରହିଛି, ସେନେଇ ଜାଣିବାକୁ ଚାହିଁଛନ୍ତି। ଅସର ରିପୋର୍ଟ ଅନୁଯାୟୀ ରାଜ୍ୟରେ ଅଷ୍ଟମ ଶ୍ରେଣୀ ପିଲା ଠିକ୍‌…

Continue reading
ପ୍ରଶ୍ନକାଳରେ ହଟ୍ଟଗୋଳ ନିନ୍ଦନୀୟ: ବିଜେପି

ଭୁବନେଶ୍ୱର: ଆଜି ବଜେଟ ଅଧିବେଶନର ଦ୍ୱିତୀୟ ଦିନ । ତେବେ ଆଜି ଗୃହ କାର୍ଯ୍ୟ ଆରମ୍ଭ ହେଉ ହେଉ ବିଜେଡି ଓ କଂଗ୍ରେସ ସଦସ୍ୟ ଗୃହର ମଧ୍ୟଭାଗକୁ ଆସି ହୋହାଲ୍ଲା କରିବାରୁ ବାଚସ୍ପତି ଗୃହକୁ ୧୨ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି…

Continue reading
୧୨ଟା ଯାଏଁ ମୁଲତବୀ

ଭୁବନେଶ୍ଵର: ବିଧାନସଭା ବଜେଟ୍‌ ଅଧିବେଶନର ଆଜି ଦ୍ଵିତୀୟ ଦିନ। ତେବେ ଶୁକ୍ରବାର ବିଧାନସଭା ଆରମ୍ଭରୁ ଗୃହରେ ଅଚଳାବସ୍ଥା ଦେଖାଦେଇଛି। ପ୍ରବଳ ହଟ୍ଟଗୋଳ କାରଣରୁ ମଧ୍ୟାହ୍ନ ୧୨ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ। ଆଜି ଗୃହ କାର୍ଯ୍ୟ…

Continue reading