ବୟନ, ପୋଷାକ, ରେଶମ ଶିଳ୍ପ ଓ ହସ୍ତତନ୍ତରେ ଆସିବ ସମୃଦ୍ଧି
ଭୁବନେଶ୍ଵର: ବୟନଶିଳ୍ପ, ପୋଷାକ ଶିଳ୍ପ, ରେଶମ ଶିଳ୍ପ ଏବଂ ହସ୍ତତନ୍ତ କ୍ଷେତ୍ରରେ ବିକାଶ ଓ ସମୃଦ୍ଧି ପାଇଁ ଅପାର ସମ୍ଭାବନା ଆଣିଛି ଉତ୍କର୍ଷ ଓଡ଼ିଶା- ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ -୨୦୨୫ । ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଶିଳ୍ପ…
ଭୁବନେଶ୍ଵର: ବୟନଶିଳ୍ପ, ପୋଷାକ ଶିଳ୍ପ, ରେଶମ ଶିଳ୍ପ ଏବଂ ହସ୍ତତନ୍ତ କ୍ଷେତ୍ରରେ ବିକାଶ ଓ ସମୃଦ୍ଧି ପାଇଁ ଅପାର ସମ୍ଭାବନା ଆଣିଛି ଉତ୍କର୍ଷ ଓଡ଼ିଶା- ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ -୨୦୨୫ । ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଶିଳ୍ପ…
ଭୁବନେଶ୍ୱର: ଜୀବନର ଯେକୌଣସି କ୍ଷେତ୍ରରେ ସଫଳ ମହିଳାମାନଙ୍କୁ ସେମାନଙ୍କ ପୁରୁଷ ପ୍ରତିପକ୍ଷଙ୍କ ସହିତ ସମକକ୍ଷ ହେବା ଆନନ୍ଦର ବିଷୟ ବୋଲି ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ କୃଷି କ୍ଷେତ୍ରରେ କାମ କରିବା ଠାରୁ ଆରମ୍ଭ…
ଭୁବନେଶ୍ୱର: ବୁଧବାର ଉତ୍କର୍ଷ ଓଡ଼ିଶା ସମ୍ମିଳନୀର ଦ୍ୱିତୀୟ ବା ଶେଷ ଦିନ । ଦ୍ଵିତୀୟ ଦିନରେ ଆଉ ୩୦ ଟି ଏମଓୟୁ କରିବେ ରାଜ୍ୟ ସରକାର ଓ ରାଜ୍ୟ ସରକାର ୧୦୦ ରୁ ଅଧିକ ଏମଓୟୁ ଲକ୍ଷ୍ୟ ରଖିଥିବା ବେଳେ ସେ…
ଭୁବନେଶ୍ୱର: ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫ଭୁବନେଶ୍ବର ଜନତା ମଇଦାନରେ ଉଦ୍ଘାାଟିତ ହୋଇଯାଇଛି। ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଏହି କନକ୍ଲେଭ୍ରେ ମୁଖ୍ୟମନ୍ତ୍ରୀ ସମ୍ବୋଧିକ କରି ପ୍ରକହିଛନ୍ତି, ଓଡ଼ିଶା ପୂର୍ବୋଦୟର ଇଞ୍ଜିନ ହେବାକୁ ଯାଉଛି। ଶିଳ୍ପ ବିକାଶ ପାଇଁ ଏଠାରେ ଅପାର…
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପଦେଷ୍ଟା ଭାବେ ପ୍ରକାଶ ମିଶ୍ରଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି। ପୂର୍ବତନ ପୁଲିସ ମହାନିର୍ଦେଶକ ଅବସରପ୍ରାପ୍ତ ଆଇପିଏସ ପ୍ରକାଶ ମିଶ୍ର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପଦେଷ୍ଟା ଭାବେ କାର୍ୟ୍ୟକରିବେ। ପ୍ରକାଶ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା…
ଭୁବନେଶ୍ୱର: ଭାରତୀୟ ପ୍ରଶାସନିକା ସେବାର ବରିଷ୍ଠ ଅବସରପ୍ରାପ୍ତ ଆଏଏସ ମଧୁସୂଦନ ପାଢ଼ୀଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ନୂଆ ଦାୟିତ୍ୱ ପ୍ରଦାନ କରାଯାଇଛି। ମଧୁସୂଦନ ପାଢ଼ୀଙ୍କୁ ରାଜ୍ୟ ନିର୍ବାଚନ କମିଶନର ଭାବେ ନିଯୁକ୍ତି ଦିଆଯାଇଥିବା ନେଇ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଆଦିତ୍ୟ…
ଭୁବନେଶ୍ୱର: ଆସନ୍ତା ୨୮-୨୯ ଦୁଇଦିନ ଧରି ଉକôର୍ଷ ଓଡିଶା- ମେକ୍ ଇନ୍ ଓଡିଶା କନକ୍ଲେଭ୍-୨୦୨୫ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ସ୍ଥାନୀୟ ଜନତା ମଇଦାନରେ ଏହାର ପ୍ରସ୍ତୁତି ଅନୁଧ୍ୟାନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ…
ଭୁବନେଶ୍ୱର :ଗତ ବର୍ଷ ପରି ବଜେଟ୍ ପ୍ରସ୍ତୁତି ପ୍ରକ୍ରିୟାକୁ ଲୋକାଭିମୁଖୀ କରିବା ପାଇଁ ଆମ ସରକାର ପ୍ରେସ୍ ଇସ୍ତାହାର ମାଧ୍ୟମରେ ଜନସାଧାରଣଙ୍କଠାରୁ ବହୁମୂଲ୍ୟ ମତାମତ ଆହ୍ୱାନ କରିଛନ୍ତି । ବିଭିନ୍ନ ମାଧ୍ୟମରେ ଆସୁଥିବା ଏହି ପରାମର୍ଶ ଗୁଡିକୁ ଅନୁଧ୍ୟାନ ଓ ତର୍ଜମା…
ଭୁବନେଶ୍ୱର: ପିପିଲି ବ୍ଲକ ଯଶୁଆପୁର ପଞ୍ଚାୟତ ଅନ୍ତର୍ଗତ ଅର୍ଜୁନସିଂହପୁର ଗ୍ରାମରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ)ରେ ନୂତନ ହିତାଧିକାରୀ ଚୟନ ନିମନ୍ତେ ସର୍ଭେର ରାଜ୍ୟ ସ୍ତରୀୟ ଶୁଭାରମ୍ଭ କରିଛନ୍ତି ରାଜ୍ୟ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ମନ୍ତ୍ରୀ…
ଭୁବନେଶ୍ବର: ମେକ ଇନ କନକ୍ଲେଭ ୨୦୨୫ ପୂର୍ବରୁ ରାଜ୍ୟର ଶିଳ୍ପାୟନ ପ୍ରକ୍ରିୟାରେ ଲାଗିଛି ଡେଣା । ରାଜ୍ୟରେ ପ୍ରାୟ ୩୮୮୩ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବକୁ ସିଙ୍ଗଲ ୱିଣ୍ଡୋ କ୍ଲିଅରାନ୍ସ ଅଥରିଟି ବୈଠକରେ ମଞ୍ଜୁରୀ ମିଳିଛି । ମୁଖ୍ୟ ଶାସନ ସଚିବ…