ଓଏଏସ୍‌, ଓଆରଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ରାଜ୍ୟ ସରକାର ପ୍ରାଶାସନିକ ସ୍ତରରେ ଅଦଳବଦଳ କରିଛନ୍ତି । ୩୨ ଜଣ ଅଧିକାରୀ ବଦଳିଛନ୍ତି । ଏଥିରେ୧୩ଜଣ ଓଡ଼ିଶା ପ୍ରଶାସନିକ ସେବା ଅଧିକାରୀ(ଓଏଏସ୍‌) ଥିବାବେଳେ ୧୭ଜଣ ଓଡ଼ିଶା ରାଜସ୍ୱ ସେବା(ଓଆରଏସ୍‌) ଅଧିକାରୀ ଓ ଦୁଇ ଜଣ ଓଡ଼ିଶା ମ୍ୟୁନିସିପାଲ ସେବା…

Continue reading
ମୁଖ୍ୟମନ୍ତ୍ରୀ ବାଣ୍ଟିଲେ ବର୍ଦ୍ଧିତ ଭତ୍ତା

କେନ୍ଦୁଝର: ଆଜି ସରକାର ବାଣ୍ଟିଲେ ଭତ୍ତା । ୮୦ ବର୍ଷରୁ ଅଧିକ ବୟସ୍କଙ୍କୁ ମିଳିଲା ୩୫ ଶହ ଟଙ୍କା । ୮୦ ପ୍ରତିଶତରୁ ଊର୍ଦ୍ଧ୍ବ ଭିନ୍ନକ୍ଷମ ବି ଉପକୃତ ହୋଇଛନ୍ତି। କେନ୍ଦୁଝର ଧରଣୀଧର କକଲେଜରୁ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ…

Continue reading
ପ୍ରବାସୀ ଭାରତୀୟ ଦିବସ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ଉଦ୍‌ଘାଟନ କରିଛନ୍ତି। ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟପାଳ ହରିବାବୁ କମ୍ଭମ୍‌ପତି ସ୍ବାଗତ କରିଥିଲେ। ଏହି ଦିବସକୁ ଉଦ୍‌ଘାଟନ କରି ପ୍ରଧାନମନ୍ତ୍ରୀ କହିଛନ୍ତି,…

Continue reading
କ୍ଷତିଗ୍ରସ୍ତ ଚାଷୀମାନଙ୍କ ପାଇଁ ୨୯୧ କୋଟି ସହାୟତା ଯୋଗାଇଦେବା ପାଇଁ ନିଷ୍ପତ୍ତି

ଭୁବନେଶ୍ୱର: ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବରମୁଣ୍ଡା ଖେଳ ପଡିଆ ଠାରେ ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦ୍‌ଯାପନ ଅବସରରେ ପାଣି ପଞ୍ଚାୟତ ଗୁଡିକର ନିୟମ ଅନୁଯାୟୀ ନିର୍ବାଚନ ଓ କାଗଜ ପତ୍ର ଅଡିଟ୍ କରିବା ପାଇଁ ନିର୍ଦ୍ଦେଶ…

Continue reading
ପାଣି ପଞ୍ଚାୟତ ଗୁଡିକର ନିର୍ବାଚନ ଓ ଅଡିଟ୍ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର ; ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବରମୁଣ୍ଡା ଖେଳ ପଡିଆ ଠାରେ ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦ୍‌ଯାପନ ଅବସରରେ ପାଣି ପଞ୍ଚାୟତ ଗୁଡିକର ନିୟମ ଅନୁଯାୟୀ ନିର୍ବାଚନ ଓ କାଗଜ ପତ୍ର ଅଡିଟ୍ କରିବା ପାଇଁ ନିର୍ଦ୍ଦେଶ…

Continue reading
ମନୋଜ ସାହୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ନିଯୁକ୍ତ

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ସଚିବ ସ୍ଥରରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ମନୋଜ ସାହୁଙ୍କୁ ନିଯୁକ୍ତି ଦିଆଯାଇଛି। ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ୨୦୦୬ ବ୍ୟାଚର ଆଇଏଏସ…

Continue reading
ରାଜ୍ୟ ବଜେଟ୍ ପ୍ରସ୍ତୁତି : ମତାମତ ଲୋଡ଼ିଲା ଅର୍ଥ ବିଭାଗ

୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ପ୍ରସ୍ତୁତି ପାଇଁ ସାଧାରଣ ଲୋକଙ୍କଠୁ ଆରମ୍ଭ କରି ବିଭିନ୍ନ ସଂଗଠନ ଓ ସଂସ୍ଥାଠୁ ମତାମତ ଲୋଡ଼ିଛି ଅର୍ଥ ବିଭାଗ । ଚଳିତମାସ ୩୧ତାରିଖ ପର୍ଯ୍ୟନ୍ତ ଏହି ମତାମତ ପଠାଇ ରାଜ୍ୟ ସରକାରଙ୍କ ବଜେଟ୍ ପ୍ରସ୍ତୁତି କାର୍ଯ୍ୟକ୍ରମରେ…

Continue reading
ଅଦିନିଆ ବର୍ଷା ପ୍ରାକୃତିକ ବିପର୍ଯ୍ୟୟ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି । କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ଯେ ଅଦିନିଆ ବର୍ଷା ହେଉଛି ଏକ ପ୍ରାକୃତିକ ବିପର୍ଯ୍ୟୟ । ଫଳରେ ପ୍ରାକୃତିକ ବିପର୍ଯ୍ୟୟବେଳେ ହେଉଥିବା କ୍ଷୟକ୍ଷତି ପାଇଁ…

Continue reading
ଆଜି କ୍ୟାବିନେଟ ବୈଠକ

ଭୁବନେଶ୍ୱର: ମୋହନ ସରକାର ୨୦୨୫ ବର୍ଷର ପ୍ରଥମ କ୍ୟାବିନେଟ ବୈଠକ ଡାକିଛନ୍ତି ଶୁକ୍ରବାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ସାଢ଼େ ୫ଟାରେ କ୍ୟାବିନେଟ ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହେବ । ବୈଠକରେ ରାଜ୍ୟ ସରକାର କିଛି…

Continue reading
ଶପଥ ନେଲେ ହରି ବାବୁ କମ୍ଭମ୍‌ପତି

ଭୁବନେଶ୍ୱର: ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ କମ୍ଭମ୍‌ପତି । ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଆଜି ସେ ଶପଥ ନେଇଛନ୍ତି। ଆଜି ପୂର୍ବାହ୍ନ ୧୦ଟା୧୦ ମିନିଟ୍‌ରେ ହରି ବାବୁ କମ୍ଭମ୍‌ପତିଙ୍କୁ ଶପଥ ପାଠ କରାଇଛନ୍ତି ହାଇକୋର୍ଟ ମୁଖ୍ୟ…

Continue reading