ଓଡ଼ିଶାରେ ନୂଆ ରାଜ୍ୟପାଳ
ଓଡ଼ିଶାରେ ପହଞ୍ଚିଲେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି। ଭୁବନେଶ୍ୱର ବିମାନ ବନ୍ଦରରେ ପଞ୍ଚିବା ପରେ ନୂଆ ରାଜ୍ୟପାଳଙ୍କୁ ସ୍ୱାଗତ କରିଥିଲେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ମଣ୍ଡଳର ସଦସ୍ୟ। ରାଜଭବନ ପକ୍ଷରୁ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି। ଆଜି…














