ବଢିବ ଅଙ୍ଗନବାଡ଼ି କର୍ମୀଙ୍କ ଦରମା!

ଭୁବନେଶ୍ୱର: ରାଜ୍ୟର ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ମାନଙ୍କ ପାଇଁ ଏକ ବଡ଼ ଖୁସିଖବର ଆସିବାର ସମ୍ଭାବନା ରହିଛି। ରାଜ୍ୟ ସରକାରୀ ସ୍ତରରେ ସେମାନଙ୍କ ଦରମା ବୃଦ୍ଧି ନେଇ ଚିନ୍ତା କରାଯାଉଛି। ଜନ୍ମଠାରୁ ଆରମ୍ଭ କରି ଜୁଇ ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷେତ୍ରରେ…

Continue reading
କଲେଜ ପିଲା ପଢିବେ ସେୟାର ମାର୍କେଟ ପାଠ

ଭୁବନେଶ୍ଵର : କଲେଜ ପିଲା ପଢିବେ ସେୟାର ମାର୍କେଟ ପାଠ। କଲେଜ ଛାତ୍ରଛାତ୍ରୀଙ୍କୁ ମାଗଣାରେ ମିଳିବ ମ୍ୟୁଚୁଆଲ ଫଣ୍ଡ, ଇନ୍ୟୁରାନ୍ସ ଓ ଆର୍ଥିକ କାରବାରର ତାଲିମ। ଶେୟାର ମାର୍କେଟ, ବ୍ୟାଙ୍କିଙ୍ଗ, ଇନ୍ୟୁରାନ୍ସ ଓ ଆର୍ଥିକ କାରବାର କ୍ଷେତ୍ରରେ ଦକ୍ଷ ଓ ଚାକିରି…

Continue reading
୧ରେ ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର: ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଅଗଷ୍ଟ ପହିଲାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୪ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଏ…

Continue reading
ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଫାଇଲ ହଜିବା ଏକ ସୁଚିନ୍ତିତ ଷଡ଼ଯନ୍ତ୍ର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟାକାଣ୍ଡ ସମ୍ପର୍କିତ ଫାଇଲ ଲୋକସେବା ଭବନରୁ ହଜିଯିବା ଘଟଣା କୌଣସି ସାଧାରଣ ଅବହେଳା ନୁହେଁ, ବରଂ ଏହା ଏକ ସୁଚିନ୍ତିତ ଷଡ଼ଯନ୍ତ୍ର ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି । ଏହି ଘଟଣାର ପର୍ଦ୍ଦାଫାଶ…

Continue reading
ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ, ୫ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

ଭୁବନେଶ୍ୱର: ଇଣ୍ଡିଆନ୍ ଆଇଡଲ୍ ବିଜେତା ସାଜି ଓଡ଼ିଶା ଓ ଓଲିଉଡ ପାଇଁ ଗୌରବ ଆଣିଛନ୍ତି ଜ୍ୟୋତିର୍ମୟୀ ନାୟକ । ଏହି ସମୟରେ ତାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଜ୍ୟୋତିର୍ମୟୀଙ୍କ ଅସାଧାରଣ କୃତିତ୍ୱ ପାଇଁ ମୁଖ୍ୟମନ୍ତ୍ରୀ ୫…

Continue reading
ଲୋକଙ୍କ ସମସ୍ୟା ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜଧାନୀରେ ବସିଲା ମୁଖ୍ୟମନ୍ତ୍ରୀ ଜନତା ଦରବାର। ଭୁବନେଶ୍ୱର ସ୍ଥିତ ୟୁନିଟ-୨ ଅଭିଯୋଗ ପ୍ରକୋଷ୍ଠରେ ଲୋକଙ୍କ ସମସ୍ୟା ବୁଝିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ଲୋକଙ୍କ ଦୁଃଖ ବୁଝିବା ସହ ସେମାନଙ୍କର ସମସ୍ୟ ଗୁଡ଼ିକର ସମାଧାନ ଦିଗରେ ପଦକ୍ଷେପ ନେବେ…

Continue reading
ସୁନାରେ ଝଟକିଲେ ମହାବାହୁ, ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ପୁରୀ: ସୁନାବେଶ ଦର୍ଶନ ପାଇଁ ଶ୍ରୀକ୍ଷେତ୍ର ହୋଇଥିଲା ଶ୍ରୀଜଗନ୍ନାଥମୟ । ସବୁ କିଛି ଭୁଲି ବଡ଼ଦାଣ୍ଡକୁ ସୁନାମି ଭଳି ମାଡ଼ି ଆସିଥିଲେ ଭକ୍ତ । ବଡ଼ଦାଣ୍ଡ ସମେତ ସାହି ଗଳିକନ୍ଦି ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଥିଲା । ଏହାରି ଭିତରେ ରଥାରୂଢ଼…

Continue reading
ଶିକ୍ଷାରେ ଯୁଗାନ୍ତକାରୀ ପରିବର୍ତ୍ତନ ଆଣିଥିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ପରେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା । କିନ୍ତୁ ସେ ସବୁବେଳେ ନିଜ କାମ ପ୍ରତି ନିଷ୍ଠା ପାଇଁ ପରିଚିତ । ପଦପଦବୀ ଅପେକ୍ଷା ଦେଶ ଓ ଛାତ୍ରଛାତ୍ରୀଙ୍କ…

Continue reading
ଶ୍ରେଷ୍ଠ ୩ ରାଜ୍ୟ ହେବା ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଏକ ସୋଭରେନ୍‌ ଏଆଇ ପାର୍କ, ଏଆଇ ଡାଟା ସେଣ୍ଟର ଓ ଏକ ଗ୍ଲୋବାଲ୍‌ ଡେଭ୍‌ଲପ୍‌ମେଣ୍ଟ ସେଣ୍ଟର ସ୍ଥାପନ କରାଯିବ। ଏ ନେଇ ଆଜି ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଓଡ଼ିଶା ସରକାର,…

Continue reading
ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ , ୯୫୦ କୋଟି ଟଙ୍କାର ବଜେଟ୍ ବ୍ୟବସ୍ଥା

ନୂଆଦିଲ୍ଲୀ : ଓଡ଼ିଶାର ଅନୁଗୁଳ, ଦେବଗଡ଼ ଏବଂ ସୁନ୍ଦରଗଡ଼ ଜିଲ୍ଲା ଦେଇ ଯାଇଥିବା ୧୫୦ କିଲୋମିଟର ଦୀର୍ଘ ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ ପାଇଁ ୨୦୨୬-୨୭ ଆର୍ଥିକ ବର୍ଷରେ ୯୫୦ କୋଟି ଟଙ୍କାର ବଜେଟ୍ ବ୍ୟବସ୍ଥା କରାଯାଇଛି। ଏହି ପ୍ରକଳ୍ପଟି ୨୦୦୩-୦୪…

Continue reading