ଶ୍ରେଷ୍ଠ ୩ ରାଜ୍ୟ ହେବା ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଏକ ସୋଭରେନ୍‌ ଏଆଇ ପାର୍କ, ଏଆଇ ଡାଟା ସେଣ୍ଟର ଓ ଏକ ଗ୍ଲୋବାଲ୍‌ ଡେଭ୍‌ଲପ୍‌ମେଣ୍ଟ ସେଣ୍ଟର ସ୍ଥାପନ କରାଯିବ। ଏ ନେଇ ଆଜି ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଓଡ଼ିଶା ସରକାର,…

Continue reading
ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ , ୯୫୦ କୋଟି ଟଙ୍କାର ବଜେଟ୍ ବ୍ୟବସ୍ଥା

ନୂଆଦିଲ୍ଲୀ : ଓଡ଼ିଶାର ଅନୁଗୁଳ, ଦେବଗଡ଼ ଏବଂ ସୁନ୍ଦରଗଡ଼ ଜିଲ୍ଲା ଦେଇ ଯାଇଥିବା ୧୫୦ କିଲୋମିଟର ଦୀର୍ଘ ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ ପାଇଁ ୨୦୨୬-୨୭ ଆର୍ଥିକ ବର୍ଷରେ ୯୫୦ କୋଟି ଟଙ୍କାର ବଜେଟ୍ ବ୍ୟବସ୍ଥା କରାଯାଇଛି। ଏହି ପ୍ରକଳ୍ପଟି ୨୦୦୩-୦୪…

Continue reading
ସରକାରୀ ବାବୁଙ୍କ ପାଇଁ କଡ଼ା ନିୟମ, ରାଜ୍ୟ ବାହାରକୁ ଗଲେ ୨୧ ଦିନ ପୂର୍ବରୁ ନେବେ ଅନୁମତି

ଭୁବନେଶ୍ୱର:ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଯାତ୍ରା ନିୟମକୁ ନେଇ ରାଜ୍ୟ ସରକାର କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ଏଣିକି ରାଜ୍ୟ ବାହାରକୁ କିମ୍ବା ବିଦେଶ ଗସ୍ତରେ ଯିବାକୁ ହେଲେ ଅତି କମରେ ୨୧ ଦିନ ପୂର୍ବରୁ ସକ୍ଷମ କର୍ତ୍ତୃପକ୍ଷଙ୍କ ଅନୁମତି ନେବା…

Continue reading
କେବଳ ନିବେଶ, ଶିଳ୍ପ ନୁହେଁ, ଅର୍ଥନୈତିକ ଅଭିବୃଦ୍ଧିରେ ମଧ୍ୟ ଶ୍ରେଷ୍ଠ ୫ଟି ରାଜ୍ୟ ମଧ୍ୟରେ ରହିବା ଆମର ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନୀତି ଆୟୋଗ ଦ୍ୱାରା ପ୍ରକାଶିତ ଇନ୍‌ଭେଷ୍ଟମେଣ୍ଟ ଫ୍ରେଣ୍ଡ୍‌ଲିନେସ୍ ଇଣ୍ଡେକ୍ସ-୨୦୨୬ରେ ଓଡିଶା ଦେଶର ଶୀର୍ଷ ୫ଟି ରାଜ୍ୟ ମଧ୍ୟରେ ସ୍ଥାନ ପାଇଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଆଜି ଲୋକସେବା ଭବନଠାରେ ରାଜ୍ୟର ବିଭିନ୍ନ ଶିଳ୍ପପତି, ଶିଳ୍ପ ପ୍ରତିନିଧି ଓ…

Continue reading
ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ୧୫୨ ପଦବୀକୁ ମଞ୍ଜୁରୀ

ଭୁବନେଶ୍ଵର : ରାଜ୍ୟର ସ୍ୱାସ୍ଥ୍ୟ ସେବାକୁ ସୁଦୃଢ଼ କରିବା ନିମନ୍ତେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ବିଭାଗ ତରଫରୁ ୧୫୨ଟି ପ୍ରଫେସର, ଆସୋସିଏଟ ପ୍ରଫେସର, ଆସିଷ୍ଟାଣ୍ଟ ପ୍ରଫେସର ,ସିନିୟର ରେସିଡେଣ୍ଟ ପଦବୀ…

Continue reading
ପୌରସଂସ୍ଥା ଗୁଡ଼ିକର ଆର୍ଥିକ କ୍ଷମତା ବୃଦ୍ଧି

ଭୁବନେଶ୍ୱର :ସହରାଞ୍ଚଳର ବିକାଶକୁ ତ୍ୱରାନ୍ୱିତ କରିବା, ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟାକୁ ସହଜ କରିବା ଏବଂ ପୌରାଞ୍ଚଳ ଗୁଡ଼ିକରେ ଶାସନ ବ୍ୟବସ୍ଥାରେ ସୁଧାର ଆଣିବା ଲକ୍ଷ୍ୟରେ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଶାସନିକ ସଂସ୍କାର ସ୍ୱରୂପ ପୌରସଂସ୍ଥା ଏବଂ ସ୍ମାର୍ଟ ସିଟି ଲିମିଟେଡ୍‌ଗୁଡ଼ିକର…

Continue reading
ଫାଇଏ ଗାଏବ: ପୁଣି ନୋଟିସ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟରୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ଓ ଅନ୍ୟମାନଙ୍କ ହତ୍ୟା ମାମଲାରେ ଜଷ୍ଟିସ୍ ଏ.ଏସ୍. ନାଇଡୁ କମିଶନ ରିପୋର୍ଟ ଏବଂ ସମ ହସ୍ପିଟାଲ ଅଗ୍ନିକାଣ୍ଡ ସମ୍ପର୍କିତ ତଦନ୍ତ ରିପୋର୍ଟ ନିଖୋଜ ଘଟଣାରେ କମିଶନରେଟ ପୋଲିସର ତଦନ୍ତ ଜୋରଦାର ହୋଇଛି। ମାମଲାରେ…

Continue reading
୫% ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ ବୃଦ୍ଧି ପାଇ ୨୬୨% ରେ ପହଞ୍ଚିଛି। ଏ ନେଇ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।…

Continue reading
ଓଡ଼ିଶାର ରେଳ ବଜେଟ୍ ଆବଣ୍ଟନ ୧୩ ଗୁଣ ବଢ଼ି ୧୦ ,୯୨୮ କୋଟି ଟଙ୍କାରେ ପହଞ୍ଚିଛି : ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର : ଓଡ଼ିଶାକୁ ରେଳ ବଜେଟ୍ ଆବଣ୍ଟନ ଗତ ୧୨ ବର୍ଷ ମଧ୍ୟରେ ପ୍ରାୟ ୧୩ ଗୁଣ ବୃଦ୍ଧି ପାଇଛି । ଆଜି ଲୋକସଭାରେ ଏହି ସୂଚନା ଦେଇଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ୨୦୦୯ରୁ ୨୦୧୪ ମଧ୍ୟରେ…

Continue reading
ସରକାରୀ ଅନୁଷ୍ଠାନଗୁଡ଼ିକର କାର୍ଯ୍ୟ ସମୀକ୍ଷା କଲେ ଶିଳ୍ପ ମନ୍ତ୍ରୀ

ଭୁବନେଶ୍ୱର:ଓଡ଼ିଶାର ଦକ୍ଷତା ବିକାଶ, ବୈଷୟିକ ଶିକ୍ଷା ଓ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଭୁବନେଶ୍ୱରସ୍ଥିତ SCTE&VT ଠାରେ ରାଜ୍ୟର ସରକାରୀ ଆଇଟିଆଇ ଓ ପଲିଟେକ୍ନିକ୍‌ଗୁଡ଼ିକର କାର୍ଯ୍ୟ ସମୀକ୍ଷା କରିଛନ୍ତି। ଏହି ବୈଠକରେ ରାଜ୍ୟର ୭୨ଟି ସରକାରୀ ଆଇଟିଆଇ ଏବଂ ୩୫ଟି…

Continue reading