ଦେଶର ପ୍ରଥମ କାର୍ବନ କ୍ୟାପଚର ଲ୍ୟାବ୍ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
• ଆଇଆଇଟି ବମ୍ବେର ଏହି ପଦକ୍ଷେପକୁ ପ୍ରଶଂସା କରିବା ସହ ଅଭିନନ୍ଦନ ଜଣାଇଲେ • ୨୦୭୦ ସୁଦ୍ଧା ‘ନେଟ୍ ଜିରୋ’ ଲକ୍ଷ୍ୟ ହାସଲ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ • ଟାଟା ଇନଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ ସାଇନ୍ସର ପ୍ରତିଷ୍ଠା ଦିବସ…














