ଆଇପିଏଲ୍ ୨୦୨୬: ୧୪୩ ରନ୍ କଲେ ଜିତିବ କୋଲକାତା ନାଇଟ୍ ରାଇଡର୍ସ
ନୂଆଦିଲ୍ଲୀ: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୬ର ୫୧ତମ ମୁକାବିଲାରେ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ କୋଲକାତା ନାଇଟ୍ ରାଇଡର୍ସ ମୁହାଁମୁହିଁ ହୋଇଛନ୍ତି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମୁକାବିଲାରେ କୋଲକାତା ଟସ୍ ଜିଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା।…










