ବରମୁଣ୍ଡା ଶ୍ରୀଜଗନ୍ନାଥ ମନ୍ଦିରରେ ଓଡ଼ିଆ ଚଳଚ୍ଚିତ୍ର ‘ତୁଳା’ର ଶୁଭ ମହୁରତ
ଭୁବନେଶ୍ବର,03/02:ଫୁଲବାଣୀର ଚର୍ଚ୍ଚିତ ତୁଳା ବେହେରାଙ୍କ ଜୀବନ କାହାଣୀ ଆଧାରିତ ଆର୍ଟମସ୍ ସ୍କ୍ରିନ୍ସର ଦ୍ବିତୀୟ ଓଡ଼ିଆ ଚଳଚ୍ଚିତ୍ର ସେବା, ସଂଘର୍ଷ ଓ ସମର୍ପଣର ଗାଥା… ‘ତୁଳା’ର ‘ଶୁଭ ମହୁରତ ’ ରବିବାର ଦିନ ଭୁବନେଶ୍ବର ବରମୁଣ୍ଡା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ଠାରେ ଅନୁଷ୍ଠିତ…











